ଚାଇନାକୁ ପଛରେ ପକାଇଲା ଭାରତ, ଇତିହାସରେ ପ୍ରଥମଥର ପାଇଁ ହେଲା ଏପରି

ନୂଆଦିଲ୍ଲୀ,୬।୯: ଭାରତୀୟ ଅର୍ଥନୀତି ଏବଂ ଷ୍ଟକ ମାର୍କେଟର ଦ୍ରୁତ ଗତି ଉପରେ ସମଗ୍ର ବିଶ୍ୱ ନଜର ରଖିଛି। ଭାରତର ଏହି ଅଗ୍ରଗତି ଦେଖି ଚାଇନର ଝାଳ ବାହାରୁଛି। କାରଣ, ପ୍ରଥମ ଥର ପାଇଁ ଭାରତ MSCI ଏମର୍ଜିଂ ମାର୍କେଟ ଏବଂ ଇନଭେଷ୍ଟେବଲ ମାର୍କେଟ ଇଣ୍ଡେକ୍ସ (ଆଇଏମଆଇ)ରେ ଚାଇନାକୁ ପଛରେ ପକାଇଛି। ଏହି ଇଣ୍ଡେକ୍ସରେ ଭାରତୀୟ ଇକ୍ୱିଟିର ମୋଟ ଓଜନ ହେଉଛି ୨୨.୨୭ ପ୍ରତିଶତ, ଯାହା ଚାଇନାର ଷ୍ଟକ ଠାରୁ ଆଗରେ ଅଛି, ଯାହାର ମିଳିତ ଓଜନ ବର୍ତ୍ତମାନ ୨୧.୫୮ ପ୍ରତିଶତକୁ ଖସି ଆସିଛି ।

ତଥ୍ୟ ଅନୁଯାୟୀ ଚାଇନାର ବଜାର ପୁଞ୍ଜି ୮.୧୪ ଟ୍ରିଲିୟନ ଡଲାର ଥିବାବେଳେ ଭାରତ ୫.୦୩ ଟ୍ରିଲିୟନ ଡଲାର ତୁଳନାରେ ୬୦ ପ୍ରତିଶତ ଅଧିକ ହୋଇଥିଲେ ମଧ୍ୟ ଭାରତ ଏହି ଇଣ୍ଡେକ୍ସରେ ଚାଇନାକୁ ପଛରେ ପକାଇ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌, ଭାରତ ପାଇଁ ପଦକ ପକ୍କାକଲେ ତ୍ରିସା-ଗାୟତ୍ରୀ

ନୂଆଦିଲ୍ଲୀ, ୨୧ା୮: ଭାରତର ତ୍ରିସା ଜୋଲି ଓ ଗାୟତ୍ରୀ ଗୋପିଚାନ୍ଦ ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌ ମହିଳା ଡବଲ୍ସ ସେମିଫାଇନାଲରେ ପ୍ରବେଶ କରିବା ସହ ପଦକ ପକ୍କା କରିଛନ୍ତି।…

କ୍ଷେତମୁଣ୍ଡଳି ରାସ୍ତାରେ ୨ କଲରାପତରିଆ ବାଘ ଛୁଆ: ଘୁମୁସର ଉତ୍ତର ବନଖଣ୍ଡରେ ବଢ଼ୁଛି ବନ୍ୟପ୍ରାଣୀଙ୍କ ଚଳପ୍ରଚଳ

ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ କ୍ଷେତମୁଣ୍ଡଳି-ତିରିକୁପା ରାସ୍ତାରେ ଶୁକ୍ରବାର ସନ୍ଧ୍ୟାରେ ଦୁଇଟି କଲରାପତରିଆ ବାଘ ଛୁଆ ରାସ୍ତା…

ଧରିତ୍ରୀ ପ୍ରଭାବ: ବାପାଙ୍କ ଦଶାହ କାର୍ଯ୍ୟପାଇଁ  ଝିଅପୁଅ ଗାଁ ଲୋକଙ୍କୁ ଭିକ୍ଷା ମାଗିବା ଘଟଣା, ଅସହାୟ ପରିବାରଙ୍କୁ ମିଳିଲା …

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ଗାଁ ନୂଆସାହିର ଗୋବିନ୍ଦ ମହାରଣା(୪୯)ଙ୍କ ୧୫ ତାରିଖ ବିଳମ୍ବିତ ରାତିରେ ଆକସ୍ମିକ ମୃତ୍ୟୁ ଘଟିଥିଲା। ଗୋବିନ୍ଦଙ୍କ ମୃତ୍ୟୁପରେ…

ଟୁରିଷ୍ଟ ବସ୍‌ରେ ଯାତ୍ରୀ ନେବା ପଡ଼ିଲା ମହଙ୍ଗା

କୋକସରା,୨୧।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଳକ ବିଜୁ ଏକ୍ସପ୍ରେସ ୱେ ଏବଂ ୨୬ ନମ୍ବର ଜାତୀୟ ରାଜପଥରେ ୧୫ରୁ ଊଦ୍ଦର୍‌ବ ଟୁରିଷ୍ଟ ବସ୍‌ ବେଆଇନ…

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ଅସ୍ତିତ୍ୱ ହରାଉଛି ପ୍ରାକୃତିକ ଜଳ ଉତ୍ସ ସୁନ୍ଦରନାଳ

କୁଆଁରମୁଣ୍ଡା,୨୧ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରନାଳ ହେଉଛି କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ପ୍ରବାହିତ ଏକ ପ୍ରାକୃତିକ ଜଳ ଉତ୍ସ। ଏହି ଜଳ ଉତ୍ସ କୁମଝରିଆ ପଞ୍ଚାୟତର ପଟୁଆ ବାହାଲ-ତାଲସେରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri