Posted inଜାତୀୟ

ସୁଦାନରେ ଫସି ରହିଥିବା ଭାରତୀୟଙ୍କୁ ଫେରାଇ ଆଣିବା ପାଇଁ ‘ଅପରେଶନ କାବେରୀ’ ଆରମ୍ଭ

ନୂଆଦିଲ୍ଲୀ,୨୪।୪: ଆଫ୍ରିକୀୟ ଦେଶ ସୁଦାନରେ ସେନା ଏବଂ ସାମରିକ ବାହିନୀ ମଧ୍ୟରେ ଚାଲିଥିବା ବିବାଦରେ ଏ ପର୍ଯ୍ୟନ୍ତ ୪୦୦ରୁ ଅଧିକ ଲୋକ ପ୍ରାଣ ହରାଇଛନ୍ତି। ଭାରତ ସମେତ ଅନେକ ଦେଶର ନାଗରିକ ସେଠାରେ ଫସି ରହିଛନ୍ତି। ଏହି ସମୟରେ, ସୁଦାନରୁ ଭାରତୀୟମାନଙ୍କୁ ବାହାର କରି ଦେଶକୁ ଫେରାଇ ଆଣିବା ପାଇଁ ଭାରତ ‘ଅପରେଶନ କାବେରୀ’ ଆରମ୍ଭ କରିଛି। ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର ଟୁଇଟ୍‌ କରି ଏହି ସୂଚନା ଦେଇଛନ୍ତି।

ବାୟୁସେନାର ଦୁଇଟି ସି-୧୩୦ ବିମାନ ଏବଂ ନୌସେନାର ଆଇଏନ୍‌ଏସ ସୁମେଧା ସୁଦାନରେ ଗୃହଯୁଦ୍ଧରେ ଫସି ରହିଥିବା ଭାରତୀୟଙ୍କୁ ଫେରାଇ ଆଣିବା ପାଇଁ ସାଉଦି ଆରବ ଏବଂ ସୁଦାନରେ ପହଞ୍ଚିଛନ୍ତି। ବାୟୁସେନା ଜାହାଜ ସାଉଦି ଆରବର ଜେଡ୍ଡାଠାରେ ଥିବାବେଳେ ଆଇଏନ୍‌ଏସ ସୁମେଧା ସୁଦାନ ବନ୍ଦରରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ମହାବିଦ୍ୟାଳୟରେ ଯୋଗଦେଲେ ନୂଆ ପ୍ରିନ୍ସିପାଲ, କହିଲେ ଛାତ୍ରୀଛାତ୍ରଙ୍କୁ ଠିକ୍‌ ଭାବେ…

କେସିଙ୍ଗା,୧ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରସ୍ଥିତ କେସିଙ୍ଗା ମହାବିଦ୍ୟାଳୟରେ ନୂତନ ଭାବେ ପ୍ରିନ୍ସିପାଲ ଅଶ୍ୱିନୀ ପଟ୍ଟନାୟକ ଶନିବାର ଯୋଗଦାନ କରିଛନ୍ତି। ସେ ଏହି ମହାବିଦ୍ୟାଳୟ ଗତ…

ଏଟିଏମ ଭଙ୍ଗା ଘଟଣା: ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୧।୮(ସଙ୍ଗୀତା ଜେନା): ଜରେଇକେଲାରେ ଥିବା ଏକ ବ୍ୟାଙ୍କ ଅଫ ଇଣ୍ଡିଆ ଏଟିଏମ ଭଙ୍ଗା ଘଟଣାରେ ବିସ୍ରା ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତଙ୍କଠାରୁ ପୋଲିସ ୮,୩୦୦…

ସାଧୁ ବେଶରେ ଅଭିନୟ ପଡ଼ିଲା ମହଙ୍ଗା, ପପୁ ଯାଦବଙ୍କ ବିରୋଧରେ ଏତଲା

ନୂଆଦିଲ୍ଲୀ,୧।୮: ମୌସୁମୀ ଅଧିବେଶନ ୨୦୨୬ ସମୟରେ ସଂସଦରେ ରାମ ମନ୍ଦିର ଦାନ ଚୋରିକୁ ନେଇ ନାଟକ କରି ସାଂସଦ ପପୁ ଯାଦବ ଆଇନଗତ ଜାଲରେ ଫସିଯାଇଛନ୍ତି। କାରଣ…

‘ମୁଁ ଲଜ୍ଜିତ, ନିଜ ମୁହଁକୁ ଆଇନାରେ ଦେଖିପାରୁନି’ ପିଏମ ମୋଦିଙ୍କୁ ଅପଶବ୍ଦ କହିଥିବା ଯୁବତୀ ମାଗିଲେ କ୍ଷମା

ନୂଆଦିଲ୍ଲୀ,୧।୮: ଦିଲ୍ଲୀର ଜନ୍ତର-ମନ୍ତରରେ CJP ପ୍ରଦର୍ଶନ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ଆପତ୍ତିଜନକ ଭାଷା ପ୍ରୟୋଗ କରିଥିବା ଯୁବତୀଜଣକ ସୋସିଆଲ ମିଡିଆରେ ଭିଡିଓ ଜାରି କରି…

ସରେଣ୍ଡର କଲା ହମାସ! ଗାଜାରୁ ସେନା ପ୍ରତ୍ୟାହାର କରିବ ଇସ୍ରାଏଲ, ଟ୍ରମ୍ପ କଲେ ବଡ଼ ଘୋଷଣା

ଓ୍ବାଶିଂଟନ୍‌,୧।୮: ଗାଜା ସଂଘର୍ଷ ସମ୍ପର୍କରେ ଏକ ବଡ଼ କୂଟନୈତିକ ବିକାଶ ଘଟିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାବି କରିଛନ୍ତି ଯେ, ହମାସ ଆତ୍ମସମର୍ପଣ କରିଛି ଏବଂ…

ହାର୍ଦ୍ଦିକ ପାଣ୍ଡ୍ୟା CSK ଆସିବା ପରେ ଅଧିନାୟକଙ୍କ ସବୁଠାରୁ ବଡ଼ ସମସ୍ୟାର ହେବ ସମାଧାନ, ଜାଣନ୍ତୁ କେମିତି

ନୂଆଦିଲ୍ଲୀ,୧।୮: ନିଲାମ ହେଉ କିମ୍ବା ଟ୍ରେଡ ମାଧ୍ୟମରେ, ଚେନ୍ନାଇ ସୁପର କିଙ୍ଗ୍ସ (CSK )ଏକ ସୁଲଭ ମୂଲ୍ୟରେ ଅସାଧାରଣ ପ୍ରତିଭା ସଂଗ୍ରହ କରିବାରେ କେବେ ପଛରେ ପଡ଼ିନାହିଁ।…

ଅଜିତ ଡୋଭାଲଙ୍କୁ ଲୋକମାନ୍ୟ ତିଲକ ଜାତୀୟ ପୁରସ୍କାର: ପଗଡ଼ି ପିନ୍ଧାଇଦେଲେ ଅମିତ ଶାହା

ନୂଆଦିଲ୍ଲୀ,୧।୮: କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ପୁଣେରେ ଭାରତର ଜାତୀୟ ସୁରକ୍ଷା ପରାମର୍ଶଦାତା (NSA) ଅଜିତ ଡୋଭାଲଙ୍କୁ ସମ୍ମାନିତ କରିଛନ୍ତି। ଲୋକମାନ୍ୟ ତିଲକ ସ୍ମାରକୀ ଟ୍ରଷ୍ଟ ଦ୍ୱାରା…

‘ଯଦି ଇଥାନଲ ନଥାନ୍ତା, ତେବେ ପେଟ୍ରୋଲ ଲିଟର ପିଛା ୧୨୫ ଟଙ୍କାରେ ବିକ୍ରି ହେଉଥାନ୍ତା’: E-20 ଇନ୍ଧନକୁ ନେଇ ସଂସଦରେ ସରକାରଙ୍କ ଦାବି

ନୂଆଦିଲ୍ଲୀ,୧।୮: କେନ୍ଦ୍ର ସରକାର ସଂସଦରେ ପେଟ୍ରୋଲରେ ଇଥାନଲ ମିଶ୍ରଣ ନୀତିକୁ ଦୃଢ଼ ଭାବରେ ସମର୍ଥନ କରିଛନ୍ତି। ସରକାର ସ୍ପଷ୍ଟ କରିଛନ୍ତି ଯେ ଯଦି ଏହି ପଦକ୍ଷେପ ନିଆଯାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri