Posted inଜାତୀୟ

ଭୋଟଗଣତି ପୂର୍ବରୁ ଇସିଙ୍କୁ ଭେଟିଲେ ଇଣ୍ଡିଆ ବ୍ଲକ୍‌ ନେତା

ନୂଆଦିଲ୍ଲୀ,୨ା୬: ଲୋକ ସଭା ନିର୍ବାଚନ ଭୋଟଗଣତି ପୂର୍ବରୁ ବିରୋଧୀ ବରିଷ୍ଠ କଂଗ୍ରେସ ନେତା ଅଭିଷେକ ମନୁ ସିଂଘଭିଙ୍କ ନେତୃତ୍ୱରେ ଇଣ୍ଡିଆ ମେଣ୍ଟର ନେତାମାନେ ରବିବାର ନିର୍ବାଚନ କମିଶନ (ଇସି)ଙ୍କୁ ଭେଟିଛନ୍ତି। ସେମାନେ ଇସିଙ୍କ ସହ ଗଣତି ନିୟମାବଳୀ ଉପରେ ଆଲୋଚନା କରିବା ସହ ଧାର୍ଯ୍ୟ ପ୍ରକ୍ରିୟାଗୁଡ଼ିକ ଯେପରି ଅନୁପାଳନ ହୁଏ, ତାହା ସୁନିଶ୍ଚିତ କରିବାକୁ କହିଥିଲେ।

ଇଣ୍ଡିଆ ବ୍ଲକ୍‌ର ନେତାମାନେ ନୂଆଦିଲ୍ଲୀରେ ବୈଠକ କରି ଗଣତି ଦିବସ ପାଇଁ ରଣକୌଶଳ ପ୍ରସ୍ତୁତ କରିଥିଲେ। ସମ୍ପୂର୍ଣ୍ଣ ଗଣତି ପ୍ରକ୍ରିୟା ଶେଷ ନ ହେବା ଯାଏ, ମେଣ୍ଟ ଦଳର କର୍ମୀମାନେ କାଉଣ୍ଟିଂ ହଲ୍‌ ଛାଡ଼ି ନ ଯିବାକୁ ବୈଠକରେ ନିଷ୍ପତ୍ତି ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଛିଡା ହୋଇଥିବା ଟ୍ରକ୍‌ ପଛରେ ପିଟିଲା ଟ୍ରାଭେଲର: ୧୦ରୁ ଅଧିକ ଯାତ୍ରୀ ଆହତ

କଳିଙ୍ଗନଗର ୨୨।୫(ଶୁଭାଶିଷ ରାଉତ ): ମା’ ତାରିଣୀଙ୍କ ଦର୍ଶନ ପାଇଁ ଘଟଗାଁ ଯିବା ସମୟରେ ଅଘଟଣ। ଟ୍ରକ ପଛପଟୁ ପିଟିଲା ଟ୍ରାଭେଲର। ୧୦ରୁ ଅଧିକ ଯାତ୍ରୀ ଆହତ…

ୟୁଟ୍ୟୁବର ସବ୍ୟସାଚୀ ଅମିତାଭଙ୍କ ଗିରଫକୁ ନେଇ ଚର୍ଚ୍ଚା: ଜୋର୍‌ ଧରିଛି ରାଜନୀତି

କେନ୍ଦୁଝର,୨୨ା୫(ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ଜିଲା ମୁଖ୍ୟାଳୟ ସର୍କିଟ ହାଉସ୍‌ରେ କାର୍‌ ଧକ୍କାରେ ସେଠାକାର କର୍ମଚାରୀଙ୍କ ବାଇକ୍‌ ଭାଙ୍ଗିବା ଏବଂ ଜଗୁଆଳିଙ୍କୁ ଜାତିଆଣ ଆକ୍ଷେପ କରିବା ଅଭିଯୋଗରେ ୟୁଟ୍ୟୁବର…

କଲେଜ କ୍ୟାଣ୍ଟିନରେ ପ୍ରଥମ ଭେଟ…କିଏ ଏହି ଏହି ଶ୍ରୀନାଥ? ଯାହାଙ୍କୁ ଅନ୍ଧ ଭାବରେ ବିଶ୍ୱାସ କରନ୍ତି ବିଜୟ

ଥିରୁଭାନନ୍ତପୁରମ,୨୨।୫: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଥଲାପତି ବିଜୟ ଗୁରୁବାର ତାଙ୍କ କ୍ୟାବିନେଟର ବିସ୍ତାର କରିଛନ୍ତି। ଏହି ସମାରୋହରେ ୨୩ ଜଣ ମନ୍ତ୍ରୀ ଶପଥ ଗ୍ରହଣ କରିଥିଲେ । ରାଜ୍ୟପାଳ…

କେତେ ତାପମାତ୍ରାରେ ତରଳିଯାଏ ମଣିଷ ଚର୍ମ? ଜାଣନ୍ତୁ ଆମ ଶରୀର କେତେ ଗରମ ସହିପାରିବ…

ପ୍ରଚଣ୍ଡ ସୂର୍ଯ୍ୟ ଏବଂ ରେକର୍ଡ ଭାଙ୍ଗି ଯାଉଥିବା ଗରମ ସମସ୍ତଙ୍କୁ କଷ୍ଟରେ ପକାଇଛି। ଯେତେବେଳେ ପାରଦ 45 ଡିଗ୍ରୀ ସେଲସିୟସ ଅତିକ୍ରମ କରେ, ଏହା କେବଳ ଝାଳ…

ହର୍ମୁଜରେ ବଢି ଚାଲିଛି ସମସ୍ୟା ଉପରେ ସମସ୍ୟା, ଦେଖି ଚାହିଁ ଖର୍ଚ୍ଚ କରନ୍ତୁ LPG

ନୂଆଦିଲ୍ଲୀ/ତେହରାନ,୨୨।୫: ଇରାନ ସହିତ ସଂଘର୍ଷ ଯୋଗୁ ପଶ୍ଚିମ ଏସିଆରେ ବୃଦ୍ଧି ପାଉଥିବା ଉତ୍ତେଜନା ମଧ୍ୟରେ, ଆଉ ଏକ ନିରାଶାଜନକ ଖବର ସାମ୍ନାକୁ ଆସିଛି। ଏହି ସମୟରେ, ସମସ୍ତଙ୍କ…

ପଛରେ ପଡିଗଲେ କୋହଲି: ଜାଣନ୍ତୁ କାହା ପାଖରେ ଅଛି ଅରେଞ୍ଜ-ପର୍ପଲ କ୍ୟାପ୍‌

ନୂଆଦିଲ୍ଲୀ,୨୨।୫: ଇଣ୍ଡିଆନ ପ୍ରିମିୟର ଲିଗ (IPL 2026) ର ୧୯ତମ ସଂସ୍କରଣରେ ୬୬ଟି ମ୍ୟାଚ ଖେଳାଯାଇଛି। ଲିଗ ପର୍ଯ୍ୟାୟରେ ଆଉ ୪ଟି ମ୍ୟାଚ ବାକି ଅଛି। ତିନୋଟି…

୨୦୨୯ ନିର୍ବାଚନରେ ଭାଜପା-କଂଗ୍ରେସକୁ ଟକ୍କର ଦେବ କକ୍‌ରୋଚ ଜନତା ପାର୍ଟି! ରାତାରାତି ବଢିଗଲା…

ନୂଆଦିଲ୍ଲୀ,୨୨।୫: ପ୍ରଧାନ ବିଚାରପତି (CJI) ସୂର୍ଯ୍ୟକାନ୍ତଙ୍କ ଦ୍ୱାରା ଦିଆଯାଇଥିବା ‘କାକରୋଚ’ (ଅସରପା) ବୟାନ ପରଠାରୁ ସୋସିଆଲ ମିଡିଆରେ ଏକ ନୂଆ ବିତର୍କ ଆରମ୍ଭ ହୋଇଯାଇଛି। ଏହି ବୟାନର…

୧୨ ଦିନ ମଧ୍ୟରେ ଶୁଭେନ୍ଦୁ ସରକାରଙ୍କ ପ୍ରଥମ ୟୁ-ଟର୍ଣ୍ଣ, ଗଣମାଧ୍ୟମକୁ ନେଇ ନେଲେ ଏଭଳି ନିଷ୍ପତ୍ତି

କୋଲକାତା,୨୨।୫: ଶୁଭେନ୍ଦୁ ଅଧିକାରୀଙ୍କ ନେତୃତ୍ୱରେ ଭାଜପା ସରକାର ପଶ୍ଚିମବଙ୍ଗରେ ଦାୟିତ୍ୱ ଗ୍ରହଣ କରିବାର ୧୨ ଦିନ ବିତିଗଲାଣି। ଏହି ସମୟ ମଧ୍ୟରେ ପ୍ରଶାସନ ଦ୍ରୁତ ଗତିରେ ନିଷ୍ପତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri