Posted inଖେଳ

ଭାରତ ଆଗରେ ୧୬୫ ରନ୍‌ର ଟାର୍ଗେଟ

ଅହମ୍ମଦାବାଦ,୧୪।୩ : ସ୍ଥାନୀୟ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଚାଲିଥିବା ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଭାରତ ଆଗରେ ୧୬୫ ରନ୍‌ର ବିଜୟ ଲକ୍ଷ୍ୟ ଛିଡ଼ା କରିଛି ଇଂଲଣ୍ଡ। ଭାରତୀୟ ବୋଲରଙ୍କ ମାପଚୁପ ବୋଲିଂ ଯୋଗୁ ଇଂଲଣ୍ଡ ହାସଲ କରିପାରି ନ ଥିଲା ବଡ଼ ସ୍କୋର। ଜାସନ ରୟ ୪୬, ଅଧିନାୟକ ଇଆନ ମୋର୍ଗାନ ୨୮, ଦାଓ୍ବିଦ ମଲାନ ୨୪ ଓ ବେନ ଷ୍ଟୋକ୍ସ ୨୪ ରନ୍‌ କରିଥିଲେ। ଟିମ୍‌ ଇଣ୍ଡିଆ ପକ୍ଷରୁ ଓ୍ବାଶିଂଟନ ସୁନ୍ଦର ଓ ଶାର୍ଦ୍ଦୁଳ ଠାକୁର ୨ ଲେଖାଏ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କଳିଙ୍ଗ ଷ୍ଟାଡିୟମରେ ଓଡ଼ିଶା ଏଫସି: ‘ଦର୍ଶକଙ୍କ ଉପସ୍ଥିତିରେ ଆମେ ଉଲ୍ଲସିତ’

ଭୁବନେଶ୍ୱର, ୯।୧(କ୍ରୀଡ଼ା ପ୍ରତିନିଧି)- କଳିଙ୍ଗ ଷ୍ଟାଡିୟମ ଏପର୍ଯ୍ୟନ୍ତ ଓଡ଼ିଶା ଏଫସି ପାଇଁ ଶୁଭ ସାବ୍ୟସ୍ତ ହୋଇଛି। ଦିଲ୍ଲୀ ଡାଇନାମସରୁ ଓଡ଼ିଶା ଏଫସିରେ ପରିଣତ ହୋଇଥିବା ଏହି...

ନିଜକୁ ଶାନ୍ତ ଯୁବକ କହିଲେ ରିଷଭ ପନ୍ତ: ସାଥି ଖେଳାଳି କହିଲେ…

ଲଣ୍ଡନ,୨୩।୮: ଭାରତୀୟ ଉଇକେଟ୍‌ କିପର ରିଷଭ ପନ୍ତ ସୋସିଆଲ ମିଡିଆରେ ବେଶ୍‌ ସକ୍ରିୟ ଥାନ୍ତି। ଏବେ ଭାରତୀୟ ଦଳ ଇଂଲଣ୍ଡ ଗସ୍ତରେ ଥିବାରୁ ପନ୍ତ ଦଳ...

ବିବାଦକୁ ଭୁଲିଗଲେଣି କି ଅଷ୍ଟ୍ରେଲିଆ ଅଧିନାୟକ? କୋହଲିଙ୍କୁ ନେଇ ଦେଲେ ଏଭଳି ବଡ଼ ବୟାନ

ନୂଆଦିଲ୍ଲୀ,୧୪।୫: ଭାରତୀୟ ଅଧିନାୟକ ବିରାଟ କୋହଲି ଦୁନିଆର ସର୍ବଶ୍ରେଷ୍ଠ ବ୍ୟାଟ୍ସମ୍ୟାନ। କ୍ରିକେଟ୍‌ର ତିନୋଟିଯାକ ଫର୍ମାଟ୍‌ରେ ତାଙ୍କର ରେକର୍ଡ ଅନ୍ୟଙ୍କ ପାଇଁ ପ୍ରେରଣା। ଟେଷ୍ଟ ହେଉ ଅଥବା...

ସିନ୍ଧୁ ରନରଅପ୍‌

ମାଡ୍ରିଡ୍‌, ୩ା୪(ପି.ଟି.): ଭାରତର ପି.ଭି. ସିନ୍ଧୁ ଏଠାରେ ଚାଲିଥିବା ମାଡ୍ରିଡ୍‌ ସ୍ପେନ୍‌ ମାଷ୍ଟର୍ସ ସୁପର ୩୦୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟରେ ରନରଅପ୍‌ ହୋଇ ତାଙ୍କ ଅଭିଯାନ ଶେଷ...

ଆସେସମେଣ୍ଟ ଟେଷ୍ଟ ପାଇଁ ବ୍ୟସ୍ତ ଟପ୍‌ ବ୍ୟାଡ୍‌ମିଣ୍ଟନ ଖେଳାଳି

ନୂଆଦିଲ୍ଲୀ, ୧୮ା୪ (ପି.ଟି.)-କରୋନା ଭାଇରସ୍‌ ସଂକ୍ରମଣକୁ ରୋକିବା ଲାଗି ଦେଶରେ ଲକ୍‌ଡାଉନ୍‌ ଚାଲିଛି। ଏହି ସମୟରେ ଭାରତର କେତେଜଣ ଟପ୍‌ ବ୍ୟାଡ୍‌ମିଣ୍ଟନ ଖେଳାଳି ସେମାନଙ୍କ ନିଯୁକ୍ତିଦାତା...

ଟୋକିଓ ଅଲିମ୍ପିକ୍ସ: ଜାପାନରେ ଟିକେଟ କ୍ରେତା ମୂଲ୍ୟ ଫେରିପାଇବେ

ଟୋକିଓ, ୩୧ା୧୦ (ଏପି): ଜାପାନରେ ଟୋକିଓ ଅଲିମ୍ପିକ୍ସର ଟିକେଟ କ୍ରେତାମାନେ ଚାହିଁଲେ ସେମାନଙ୍କ ମୂଲ୍ୟ ଫେରିପାଇବେ। ଏଥିପାଇଁ ସ୍ଥାନୀୟ ଆୟୋଜକ ଶୁକ୍ରବାର ଗ୍ୟାରେଣ୍ଟି ପ୍ରଦାନ କରିଛି।...

ଫାଓ ନିର୍ବାଚନ: ଦେବାଶିଷ ସଭାପତି, ଆଶୀର୍ବାଦ ସମ୍ପାଦକ

କଟକ ଅଫିସ,୫ା୨-  ନିର୍ବାଚନ ପୂର୍ବରୁ ଫୁଟବଲ ଆସୋସିଏଶନ ଅଫ ଓଡ଼ିଶା(ଫାଓ)ର କର୍ମକର୍ତ୍ତା ତାଲିକା ଚୂଡ଼ାନ୍ତ ହୋଇଯାଇଛି। ସଭାପତି ଭାବେ ପୂର୍ବତନ ବିଧାୟକ ତଥା ଫାଓର ପୂର୍ବତନ...

ମହିଳା ଫିଫା ବିଶ୍ୱକପ୍‌:ନକ୍‌ଆଉଟ୍‌ ପର୍ଯ୍ୟାୟରେ କାମେରୁନ

ପ୍ୟାରିସ,୨୧।୬(ଏଏଫ୍‌ପି)- ମ୍ୟାଚ୍‌ର ଅତିରିକ୍ତ ମିନିଟ୍‌ରେ ଆଜାରା ନଚଟଙ୍କ ଗୋଲ ଯୋଗୁ କାମେରୁନ ୨-୧ ଗୋଲରେ ନ୍ୟୁଜିଲାଣ୍ଡକୁ ହରାଇ ଦେଇଛି। ଏହି ରୋମାଞ୍ଚକ ବିଜୟ ସହ କାମେରୁନ...

Advertisement
Archives

Model This Week