ଗ୍ଲୋବାଲ ଜୈବ ଇନ୍ଧନ ପାଇଁ ଭାରତ, ବ୍ରାଜିଲ ଏବଂ ଆମେରିକା ମିଳିତ ଭାବେ କାର୍ଯ୍ୟ କରିବେ…

ନୂଆଦିଲ୍ଲୀ,୧୨।୨ :ଗ୍ଲୋବାଲ ଜୈବ ଇନ୍ଧନ ଆଲାଏନ୍ସ ଗଠନ ପାଇଁ ଭାରତ, ବ୍ରାଜିଲ ଏବଂ ଆମେରିକା ମିଳିତ ଭାବେ କାର୍ଯ୍ୟ କରିବେ। ଆସନ୍ତା କିଛି ମାସ ମଧ୍ୟରେ ଭାରତ, ବ୍ରାଜିଲ ଏବଂ ଆମେରିକା ମିଳିତ ଭାବେ ଗ୍ଲୋବାଲ ଜୈବ ଇନ୍ଧନ ଆଲାଏନ୍ସ (ଜିବିଏ) ଗଠନ କରିବେ।

ଜି -୨୦ର ଭାରତର ଅଧ୍ୟକ୍ଷତାରେ ସମସ୍ତ ଆଗ୍ରହୀ ଦଳ ସହିତ ଜିବିଏ ଗଠନ ଏକ ପ୍ରମୁଖ ପ୍ରାଥମିକତା। ଏହି ତିନୋଟି ଦେଶ ଜୈବ ଇନ୍ଧନର ଅଗ୍ରଣୀ ଉତ୍ପାଦକ ଏବଂ ଗ୍ରାହକ ଅଟନ୍ତି।

ସରକାରୀ ବିବୃତ୍ତିରେ କୁହାଯାଇଛି ଯେ ଏହି ମିଳିତ ମଞ୍ଚ ସଦସ୍ୟ ଦେଶମାନଙ୍କ ମଧ୍ୟରେ ସହଯୋଗକୁ ସୁଗମ କରିବା ଏବଂ ପରିବହନ ସମେତ ସ୍ଥାୟୀ ଜୈବ ଇନ୍ଧନର ବ୍ୟବହାରକୁ ତ୍ୱରାନ୍ବିତ କରିବାକୁ ଲକ୍ଷ୍ୟ ରଖିଛି। ଏହା ବଜାରକୁ ମଜବୁତ କରିବା, ବିଶ୍ୱର ଜୈବ ଇନ୍ଧନ ବାଣିଜ୍ୟକୁ ସୁଗମ କରିବା, ଏକ ସହଭାଗୀ ସୁଦୃଢ଼ ନୀତି ସୃଷ୍ଟି କରିବା ଏବଂ ବିଶ୍ୱର ଜାତୀୟ ଜୈବ ଇନ୍ଧନ କାର୍ଯ୍ୟକ୍ରମ ପାଇଁ ବୈଷୟିକ ସହାୟତା ପ୍ରଦାନ ଉପରେ ଧ୍ୟାନ ଦେବ।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ହତ୍ୟାକୁ ନେଇ ଟ୍ରମ୍ପଙ୍କ ବଡ଼ ଘୋଷଣା: କହିଦେଲେ ଏମିତି…ସାରା ବିଶ୍ୱ ସ୍ତବ୍ଧ

ଓ୍‌ବାଶିଂଟନ୍‌,୧୧।୭: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ତିକ୍ତତା ଏବେ ଚରମ ସୀମାରେ ପହଞ୍ଚିଛି। ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲ୍ଲୀ ଖାମେନେଇଙ୍କ ଶେଷକୃତ୍ୟ ସମୟରେ ଟ୍ରମ୍ପଙ୍କୁ…

ଇ୨୦ରୁ ପ୍ରିମିୟମ ପେଟ୍ରୋଲ ଆଡ଼କୁ ମୁହାଁଉଛନ୍ତି ଖାଉଟି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧୧ା୭: ଇଥାନଲ ମିଶ୍ରିତ ଇ୨୦ ପେଟ୍ରୋଲ ବ୍ୟବହାରକୁ ନେଇ ଖାଉଟି ସ୍ତରରେ ଚିନ୍ତା ବଢ଼ିବା ପରେ ଏବେ ଦିଲ୍ଲୀ ସମେତ ବିଭିନ୍ନ ସହରରେ ଗାଡ଼ି ମାଲିକମାନେ ବିକଳ୍ପ…

ରାଜଧାନୀରୁ ନକଲି ପୋଲିସକୁ ଗିରଫକଲା ଅସଲି ପୋଲିସ: ୫ ବର୍ଷରେ ଗିରଫ ହେଲେଣି ୪୫

ଭୁବନେଶ୍ୱର,୧୧।୭(ତ୍ରିନାଥ ମହାନ୍ତି):ରାଜଧାନୀରୁ ପୁଣି ଗିରଫ ହୋଇଛନ୍ତି ଆଉ ଜଣେ ନକଲି ପୋଲିସ ଅଫିସର। ନିଜକୁ ଆଡିଶନାଲ ଏସ୍‌ପି ପରିଚୟ ଦେଇ ଧମକାଇବା ସହ ଠକୁଥିଲେ। ପୁରୁଣା ଏକ…

ଇରାନକୁ ଟ୍ରମ୍ପଙ୍କ ୨୪ ଘଣ୍ଟାର ଅଲ୍ଟିମେଟମ ଦେଲେ ଟ୍ରମ୍ପ: ନ ମାନିଲେ ଭୟଙ୍କର ହେବ ପରିଣାମ

ଓ୍‌ବାଶିଂଟନ୍‌,୧୧।୭: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ତିକ୍ତତା ଏବେ ଏକ ଅତି ବିପଜ୍ଜନକ ମୋଡ଼ରେ ପହଞ୍ଚିଛି । ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଆମେରିକାର ଟ୍ରମ୍ପ ପ୍ରଶାସନ…

ଷଣ୍ଢକୁ ହାଣି ଜେଲ ଗଲେ ଯବାନ: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ରାଜନଗର,୧୧ା୭ (ଭାସ୍କର ରାଉତରାୟ): ବିଲରେ ଷଣ୍ଢ ପଶିଲା ବୋଲି ଷଣ୍ଢକୁ ଖଣତିରେ ବାଡ଼େଇବା ସହ କଟୁରିରେ ହାଣି ଜଣେ ଯବାନ ହତ୍ୟା କରିଛନ୍ତି। ଏଥିରେ ଅନ୍ୟ ଗୋଟିଏ…

ଛାତ୍ରୀଛାତ୍ରଙ୍କୁ ଫେରସ୍ତ ହେବ ନାମଲେଖା ଫି’: ବ୍ଲକ୍‌ ଗ୍ରାଣ୍ଟ୍‌ କଲେଜକୁ ସରକାର ଦେବେ ଟଙ୍କା

ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ):କେଜିରୁ ପିଜି ମାଗଣା ଶିକ୍ଷା ପାଇଁ ସରକାର ନିଷ୍ପତ୍ତି ନେବା ପରେ ମଧ୍ୟ ଅନେକ ଶିକ୍ଷାନୁଷ୍ଠାନରେ ନାମଲେଖା ସମୟରେ ଫି’ ନିଆଯାଉଥିବା ଅଭିଯୋଗ ହୋଇଛି। ଏ…

ଗ୍ରୀଷ୍ମ ପ୍ରବାହ ଯୋଗୁ ବଢୁଛି ଆର୍ଥିକ ସଙ୍କଟ

ନୂଆଦିଲ୍ଲୀ, ୧୧ା୭ : ଜଳବାୟୁ ପରିବର୍ତ୍ତନଜନିତ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ବିଶ୍ୱବ୍ୟାପୀ ଶ୍ରମଜୀବୀଙ୍କ ଜୀବନ ଜୀବିକା ବିପନ୍ନ ହେବାରେ ଲାଗିଛି। ଏହାଫଳରେ ବିଶେଷକରି ପରିବାର ଚଳାଇବା…

ଜନଗଣନା ପରେ ପଞ୍ଚାୟତ ଭୋଟ

ଭୁବନେଶ୍ୱର,୧୧।୭(ରବିନାରାୟଣ ଜେନା): ରାଜ୍ୟରେ ଚାଲିଥିବା ଭୋଟରତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ(ଏସ୍‌ଆଇଆର୍‌) ଏବଂ ଜନଗଣନା ପରେ ପଞ୍ଚାୟତ ଓ ପୌର ନିର୍ବାଚନ ହେବ ବୋଲି ରାଜ୍ୟ ନିର୍ବାଚନ ଆୟୁକ୍ତ(କମିଶନର)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri