Posted inଖେଳ

IND vs SA: ଅଷ୍ଟ୍ରେଲିଆର ରେକର୍ଡ ଭାଙ୍ଗିଲା ଇଣ୍ଡିଆ, ସିରିଜ ଜିତି କଲା ଐତିହାସିକ ରେକର୍ଡ

ନୂଆଦିଲ୍ଲୀ, ୨୦।୧୨: ଭାରତୀୟ ଦଳ ପଞ୍ଚମ ଟି-୨୦ରେ ଦକ୍ଷିଣ ଆଫ୍ରିକାକୁ ୩୦ରନରେ ପରାସ୍ତ କରି ୩-୧ସିରିଜ ବିଜୟ ହାସଲ କରିଛି । ହାର୍ଦ୍ଦିକ ପାଣ୍ଡ୍ୟା ଏବଂ ତିଲକ ବର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ଯୋଗୁଁ ଭାରତ ମୋଟ ୨୩୧ ରନ କରିଥିଲା। ଅନ୍ୟପଟେ ଆଫ୍ରିକା ଦଳ କେବଳ ୨୦୧ ରନ କରିପାରିଥିଲା। ସୂର୍ଯ୍ୟକୁମାର ଯାଦବଙ୍କ ଅଧିନାୟକତ୍ୱରେ, ଭାରତୀୟ ଟିମ୍ କିଛି ସମୟ ଧରି ଅସାଧାରଣ ଭାବରେ ଭଲ ପ୍ରଦର୍ଶନ କରିଆସୁଛି ଏବଂ ଏବେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ସିରିଜ ଜିତିଛି ।

ଅଷ୍ଟ୍ରେଲିଆର ରେକର୍ଡ ଭାଙ୍ଗିଲା ଭାରତୀୟ ଟିମ୍- ଟି-୨୦ କ୍ରିକେଟରେ ଘରୋଇ ମାଟିରେ ଏହା ଭାରତୀୟ ଦଳର ଲଗାତାର ନବମ ଦ୍ୱିପାକ୍ଷିକ ସିରିଜ ବିଜୟ। ଭାରତ ୨୦୨୨ ରୁ ୨୦୨୫ ପର୍ଯ୍ୟନ୍ତ ଏହି ସମସ୍ତ ସିରିଜ ଜିତି ଅଷ୍ଟ୍ରେଲିଆର ରେକର୍ଡ ଭାଙ୍ଗିଛି । ୨୦୦୬ ରୁ ୨୦୧୦ ପର୍ଯ୍ୟନ୍ତ ଅଷ୍ଟ୍ରେଲିଆ ଟି-୨୦ କ୍ରିକେଟରେ ଘରୋଇ ମାଟିରେ ଲଗାତାର ଆଠ ଦ୍ୱିପାକ୍ଷିକ ସିରିଜ ଜିତିଛି। ଭାରତୀୟ ଦଳ ୨୦୧୯ ରୁ ୨୦୨୨ ପର୍ଯ୍ୟନ୍ତ ଟି-୨୦ କ୍ରିକେଟରେ ଘରୋଇ ମାଟିରେ ସାତ ଦ୍ୱିପାକ୍ଷିକ ସିରିଜ ଜିତି ତୃତୀୟ ସ୍ଥାନ ମଧ୍ୟ ଅଧିକାର କରିଛି ।

ଭାରତ ପକ୍ଷରୁ ସଞ୍ଜୁ ସାମସନ ଏବଂ ଅଭିଷେକ ଶର୍ମା ଇନିଂସ ଆରମ୍ଭ କରି ପ୍ରଥମ ଓ୍ବିକେଟ ପଡିବା ପର୍ଯ୍ୟନ୍ତ ୬୩ ରନ୍ କରିଥିଲେ । ତୃତୀୟ ନମ୍ବରରେ ବ୍ୟାଟିଂ କରୁଥିବା ତିଲକ ବର୍ମା ୭୩ ରନ କରିଥିଲେ। ପରେହାର୍ଦ୍ଦିକ ପାଣ୍ଡ୍ୟା ବିସ୍ଫୋରକ ବ୍ୟାଟିଂ ପ୍ରଦର୍ଶନ କରିଥିଲେ। ସେ ୨୫ ବଲ୍ ରେ ୬୩ ରନ କରିଥିଲେ, ଯେଉଁଥିରେ ପାଞ୍ଚଟି ଚୌକା ଏବଂ ପାଞ୍ଚଟି ଛକା ସାମିଲ ଥିଲା। ଏହି ଖେଳାଳିମାନଙ୍କ ପାଇଁ ଦଳ ମୋଟ ୨୩୧ ରନରେ ପହଞ୍ଚିପାରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ଦମ୍‌ ଦେଖାଇଲେ ସ୍ପିନର: ସ୍କଟଲାଣ୍ଡକୁ ୫ଉଇକେଟରେ ହରାଇଲା ଇଂଲଣ୍ଡ

କୋଲକାତା,୧୪ା୨: ଭେଟେରାନ ଲେଗ୍‌ ସ୍ପିନର ଆଦିଲ ରଶିଦ(୩/୩୬)ଙ୍କ ୩ ଉଇକେଟ ସଫଳତା ଏବଂ ମିଡଲ ଓଭରରେ ଟମ୍‌ ବାଣ୍ଟନଙ୍କ ଆକର୍ଷଣୀୟ ଅପରାଜିତ ଅର୍ଦ୍ଧଶତକ ସହାୟତାରେ ଇଂଲଣ୍ଡ ଚଳିତ…

ଭାରତ-ପାକିସ୍ତାନ ମ୍ୟାଚ୍‌ ଦେଖିବେ ବିସିବି ମୁଖ୍ୟ, ଜାଣନ୍ତୁ କହିଁକି…

କଲମ୍ବୋ,୧୪ା୨: ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ମୁଖ୍ୟ ଅନିମୁଲ ଇସ୍ଲାମ ବୁଲବୁଲ ରବିବାର ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ହାଇ ଭୋଲ୍ଟେଜ ଟି୨୦ ବିଶ୍ୱକପ୍‌…

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

ବୁଲାଣି ରାସ୍ତାରେ ଅଘଟଣ: ଓଭରଟେକ୍‌ କରିବା ବେଳେ ଓଲଟି ପଡ଼ିଲା ବସ୍‌, ୧୪ ଯାତ୍ରୀ…

ଗଜପତି/ମୋହନା,୧୪।୨(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର )): ଗଜପତି ଜିଲା ଚାନ୍ଦିପୁଟ କଲେଜ ନିକଟରେ ଥିବା ବୁଲାଣି ରାସ୍ତାରେ ଶନିବାର ବଡ଼ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା ମାଟି ଅତଡ଼ାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri