Posted inଜାତୀୟ

ମୋଦିଙ୍କ ନେତୃତ୍ୱରେ ପାକିସ୍ତାନକୁ କଡ଼ା ଜବାବ ଦେଇପାରେ ଭାରତ: ଆମେରିକା…

ଓ୍ବାଶିଂଟନ/ନୂଆଦିଲ୍ଲୀ,୯।୩ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଭାରତ ପାକିସ୍ତାନ ଦ୍ୱାରା ସୃଷ୍ଟି କରାଯାଉଥିବା ଉତ୍ତେଜନାର ସାମରିକ ଭାବେ ଜବାବ ଦେବାର ସମ୍ଭାବନା ରହିଛି। ଆମେରିକା ଦ୍ୱାରା ପ୍ରକାଶିତ ଏକ ରିପୋର୍ଟରେ ଏହା ଦର୍ଶାଯାଇଛି। ଭାରତ ଏବଂ ପାକିସ୍ତାନ ମଧ୍ୟରେ ସଙ୍କଟ ଅଧିକ ଗୁରୁତର କାରଣ ହେଉଛି ଉଭୟ ଆଣବିକ ଅସ୍ତ୍ରଶସ୍ତ୍ର ରଖିଥିବା ଦେଶ।

ଭାରତ ବିରୋଧୀ ଆତଙ୍କବାଦୀ ଗୋଷ୍ଠୀକୁ ସମର୍ଥନ କରିବାର ପାକିସ୍ତାନର ଏକ ଦୀର୍ଘ ଇତିହାସ ରହିଛି। ରିପୋର୍ଟ ଅନୁଯାୟୀ, ଦୁଇ ଆଣବିକ ଅସ୍ତ୍ରଶସ୍ତ୍ର ବିଶିଷ୍ଟ ରାଷ୍ଟ୍ର ମଧ୍ୟରେ ଉତ୍ତେଜନା ବୃଦ୍ଧି ହେବାଆଶଙ୍କା ରହିଛି। ଭାରତ ଏବଂ ପାକିସ୍ଥାନ ମଧ୍ୟରେ ସଙ୍କଟ ଅନ୍ତର୍ଜାତୀୟ କ୍ଷେତ୍ରରେ ବିଶେଷ ଚିନ୍ତାର କାରଣ ହୋଇଛି।

ଆମେରିକାର ଇଣ୍ଟେଲିଜେନ୍ସ କମ୍ୟୁନିଟି ରିପୋର୍ଟ ଅନୁଯାୟୀ, ଉତ୍ତେଜନାକୁ ନେଇ ଉଭୟ ପକ୍ଷ ମଧ୍ୟରେ ସାମରିକ କାର୍ଯ୍ୟକଳାପର ଆଶଙ୍କାକୁ ବଢ଼ାଇ ଦେଇଛି। କାଶ୍ମୀରରେ ହିଂସାତ୍ମକ ଅଶାନ୍ତି କିମ୍ବା ଭାରତରେ ଆତଙ୍କବାଦୀ ଆକ୍ରମଣ ସମ୍ଭାବ୍ୟ ଫ୍ଲାସପଏଣ୍ଟ ହୋଇପାରେ ବୋଲି ରିପୋର୍ଟରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୋସିଆଲ ମିଡିଆରେ ଫସାଇ ୧୮୦ ନାବାଳିକାଙ୍କୁ ଯୌନ ଶୋଷଣ

ଅମରାବତୀ,୧୬ା୪: ସୋସିଆଲ ମିଡିଆ ସ୍ନାପ୍‌ଚାଟ୍‌ ଏବଂ ହ୍ବାଟ୍ସଆପ୍‌ ଜରିଆରେ ସମ୍ପର୍କ ବଢ଼ାଇବା ପରେ ଯୁବତୀ ଓ ନାବାଳିକାମାନଙ୍କୁ ଯୌନଶୋଷଣ କରାଯାଇଛି। ଏହାସହ ଯୌନକ୍ରିୟାର ଭିଡିଓ ଉତ୍ତୋଳନ କରି…

ଡିଲିମିଟେଶନ୍‌ ବିରୋଧରେ ଭୋଟ ଦେବେ ବିପକ୍ଷ

ନୂଆଦିଲ୍ଲୀ/ଚେନ୍ନାଇ,୧୬ା୪(ପି.ଟି./ଏଜେନ୍ସି): ସଂସଦରେ ଗୁରୁବାରଠାରୁ ୩ ଦିନିଆ ସ୍ବତନ୍ତ୍ର ଅଧିବେଶନ ଆରମ୍ଭ ହେବାକୁ ଯାଉଥିବାବେଳେ ଏହାର ଅବ୍ୟବହିତ ପୂର୍ବରୁ ବିରୋଧୀ ଦଳଗୁଡ଼ିକର ନେତାମାନେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ…

ହର୍ମୁଜକୁ ନେଇ ଇରାନ ଆଗରେ ସର୍ତ୍ତ ରଖିଦେଲେ ଟ୍ରମ୍ପ, ନ ମାନିଲେ ହେବ ବଡ଼ ଯୁଦ୍ଧ

ଓ଼୍ବାଶିଂଟନ,୧୬।୪: ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ ସମାପ୍ତ କରିବା ପାଇଁ କୂଟନୈତିକ ପ୍ରୟାସ ପୁଣି ଆରମ୍ଭ ହୋଇଛି। ଉଭୟ ଦେଶ ଦ୍ୱିତୀୟ ପର୍ଯ୍ୟାୟ ଶାନ୍ତି ଆଲୋଚନା…

ସିବିଏସ୍‌ଇ ଦଶମ ପାସ୍‌ ହାର ୯୩.୭୦%

ଭୁବନେଶ୍ୱର,୧୬ା୪(ସୁଚିସ୍ମିତା ସାହୁ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ(ସିବିଏସ୍‌ଇ) ଦ୍ୱାରା ପରିଚାଳିତ ଦଶମ ପରୀକ୍ଷାଫଳ ବୁଧବାର ପ୍ରକାଶ ପାଇଛି। ସର୍ବ ଭାରତୀୟସ୍ତରରେ ଦଶମ ପାସ୍‌ ହାର ୯୩.୭୦% ରହିିଥିବାବେଳେ…

ଆମେରିକା ଦେଲା ଝଟକା: ଆଉ ରୁଷିଆଠାରୁ ଶସ୍ତା ତେଲ କିଣିପାରିବ ନାହିଁ ଭାରତ

ତେହରାନ୍‌,୧୬।୪: ହର୍ମୁଜ ଅବରୋଧ ମଧ୍ୟରେ, ଆମେରିକା ଏକ ଗୁରୁତ୍ୱପୂର୍ଣ୍ଣ ଆଘାତ ଦେଇଛି। ଯାହା ଅନେକ ଦେଶକୁ ପ୍ରଭାବିତ କରିବ। ପ୍ରକୃତରେ, ଆମେରିକା ଆଉ ଭାରତକୁ ରୁଷୀୟ ତେଲ…

RCBର ଏତିହାସିକ ବିଜୟ, ପ୍ରଥମ ଥର ପାଇଁ ଘରୋଇ ମଇଦାନରେ ଲକ୍ଷ୍ନୌକୁ କଲା ପରାସ୍ତ

ନୂଆଦିଲ୍ଲୀ,୧୫।୪: ଭାରତୀୟ ପ୍ରିମିୟର ଲିଗ୍  ର ଏକ ରୋମାଞ୍ଚକର ମୁକାବିଲାରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ନିଜର ଘରୋଇ ଗ୍ରାଉଣ୍ଡ ଏମ୍.ଏ. ଚିନ୍ନାସ୍ୱାମୀ ଷ୍ଟାଡିୟମରେ ଲକ୍ଷ୍ନୌ ସୁପର ଜାଏଣ୍ଟସ…

ଏଥର ରାଜସ୍ଥାନ ରୟାଲ୍ସ ହିଁ ଜିତିବ ଆଇପିଏଲ୍‌? ଗୋଟିଏ ପରାଜୟ ଦେଲା ଖୁସିଖବର!

ନୂଆଦିଲ୍ଲୀ,୧୫।୪: ଆଇପିଏଲ୍‌ ୨୦୨୬ ସଂସ୍କରଣରେ ରାଜସ୍ଥାନ ରୟାଲ୍ସ (RR) ଚମତ୍କାର ପ୍ରଦର୍ଶନ ଜାରି ରଖିଛି। ବର୍ତ୍ତମାନ ସୁଦ୍ଧା ଖେଳିଥିବା ୫ଟି ମ୍ୟାଚ୍‌ରୁ ଦଳ ୪ଟିରେ ବିଜୟୀ ହୋଇଥିବାବେଳେ,…

RCB ପ୍ଲେଇଂ ୧୧ରୁ ବାଦ୍‌ ପଡ଼ିଲେ ବିରାଟ କୋହଲି, କାହିଁକି ନିଆଗଲା ଏଭଳି ବଡ଼ ନିଷ୍ପତ୍ତି?

ବେଙ୍ଗାଲୁରୁ,୧୫।୪: ଆଇପିଏଲ୍‌ ୨୦୨୬ର ୨୩ତମ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ଏବଂ ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ମଧ୍ୟରେ କଡ଼ା ଟକ୍କର ଦେଖିବାକୁ ମିଳୁଛି। ବେଙ୍ଗାଲୁରୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri