Posted inଜାତୀୟ

ଆଜି ଭାରତକୁ ମିଳିପାରେ ୩ ସ୍ବର୍ଣ୍ଣ: ଜାଣନ୍ତୁ କେଉଁ ଖେଳାଳି ଅଛନ୍ତି ରେସ୍‌ରେ

ପ୍ୟାରିସ୍‌,୨୯ା୭: ପ୍ୟାରିସ୍‌ ଅଲିମ୍ପିକ୍ସ ୨୦୨୪ରେ ମନୁ ଭାକର ବ୍ରୋଞ୍ଜ ପଦକ ଜିତିଥିବା ବେଳେ ସମ୍ଭାବ୍ୟ ପଦକ ରେସ୍‌ରେ ନିଜକୁ ସାମିଲ କରି ଫାଇନାଲରେ ପ୍ରବେଶ କରିଛନ୍ତି ଆଉ ୨ ଜଣ ଭାରତୀୟ। ରବିବାର ୧୦ ମିଟର ଏୟାର ରାଇଫଲ ମହିଳା ଓ ପୁରୁଷ ବର୍ଗର ଫାଇନାଲରେ ପ୍ରବେଶ କରିଛନ୍ତି ଭାରତର ରମିତା ଜିନ୍ଦଲ ଓ ଅର୍ଜୁନ ବବୁତା। ଆଜି ଏହି ଇଭେଣ୍ଟର ଫାଇନାଲ ଅନୁଷ୍ଠିତ ହେବ।
ଭାରତର କାର୍ଯ୍ୟସୂଚୀ(ସୋମବାର)
ଶୁଟିଂ: ୧୦ ମିଟର ଏୟାର ରାଇଫଲ ମହିଳା ଫାଇନାଲ(ସମୟ : ଅପରାହ୍ନ ୧.୦୦)
ରମିତା ଜିନ୍ଦଲ
୧୦ ମିଟର ଏୟାର ରାଇଫଲ ପୁରୁଷ ଫାଇନାଲ(ସମୟ : ଅପରାହ୍ନ ୩.୩୦)
ଅର୍ଜୁନ ବବୁତା
୧୦ ମିଟର ଏୟାର ପିସ୍ତଲ ମିକ୍ସଡ ଟିମ୍‌ ଯୋଗ୍ୟତା ପର୍ଯ୍ୟାୟ (ଅପରାହ୍ନ ୧୨.୪୫)
ମନୁ ଭାକର-ସରବଜୋତ ସିଂ, ରିଦିମ୍‌ ସାଙ୍ଗଓ୍ବନ-ଅର୍ଜୁନ ସିଂ ଚିମା
ଟ୍ରାପ୍‌ ପୁରୁଷ ଯୋଗ୍ୟତା ପର୍ଯ୍ୟାୟ(ଅପରାହ୍ନ ୧.୦୦)
ପୃଥ୍ବୀରାଜ ଟୋଣ୍ଡାଇମାନ।
ଆର୍ଚେରୀ : ପୁରୁଷ ଦଳ କ୍ୱାର୍ଟର ଫାଇନାଲ
ତରୁଣଦୀପ ରାୟ, ପ୍ରବୀଣ ଯାଦବ, ଧୀରଜ ବୋମ୍ମାଦେବରା ସମୟ: ସନ୍ଧ୍ୟା ୬.୩୧।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

ବୁଲାଣି ରାସ୍ତାରେ ଅଘଟଣ: ଓଭରଟେକ୍‌ କରିବା ବେଳେ ଓଲଟି ପଡ଼ିଲା ବସ୍‌, ୧୪ ଯାତ୍ରୀ…

ଗଜପତି/ମୋହନା,୧୪।୨(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର )): ଗଜପତି ଜିଲା ଚାନ୍ଦିପୁଟ କଲେଜ ନିକଟରେ ଥିବା ବୁଲାଣି ରାସ୍ତାରେ ଶନିବାର ବଡ଼ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା ମାଟି ଅତଡ଼ାରେ…

ନବ ନିଯୁକ୍ତ କର୍ମକର୍ତ୍ତାଙ୍କୁ ସମ୍ବର୍ଦ୍ଧିତ କଲା କଂଗ୍ରେସ

କର୍ଲାମୁଣ୍ଡା:୧୪।୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତ ବିଜାପାଟିଠାରେ କଂଗ୍ରେସ ଦଳର ନବ ନିଯୁକ୍ତ କର୍ମକର୍ତ୍ତାଙ୍କ ଉଦ୍ଦେଶ୍ୟରେ ଏକ ସମ୍ବର୍ଦ୍ଧନା ସଭା ଶନିବାର…

ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି…

କୋରାପୁଟ,୧୪ା୨(ଅମିତାଭ ବେହେରା): କୋରାପୁଟ ନିକଟରେ ଏକ ମାଲବାହୀ ଟ୍ରେନର ଗୋଟିଏ ଓ୍ବାଗନ ଲାଇନଚ୍ୟୁତ ହୋଇଥିବା ଜଣାଯାଇଛି। କେ କେ ଲାଇନର ଦୟାନିଧିଗୁଡ଼ା-ମାନବାର ମଧ୍ୟରେ ଏହି ଓ୍ବାଗନ ଲାଇନଚ୍ୟୁତ…

ଲକ୍ଷ ଲକ୍ଷ ଟଙ୍କା ଠକେଇ: ଜୟଦୂର୍ଗା ଫାଉଣ୍ଡେସନ ଅଧ୍ୟକ୍ଷା ଗିରଫ

ହାଟଡିହୀ,୧୪।୨(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଜଳକଳଙ୍ଗ ଗ୍ରାମର ସୁରେଶରୀ ସାଗରିକା ଜେନା ନାମ୍ନୀ ଜଣେ ମହିଳାଙ୍କୁ କେନ୍ଦୁଝର ଜିଲା ନନ୍ଦିପଦା ପୋଲିସ ସହାୟତାରେ ଖଣ୍ଡଗିରି…

ପ୍ରେମ ସପ୍ତାହରେ ପଢ଼ାଉଥିଲେ ପ୍ରେମପାଠ, ଛାତ୍ରୀଙ୍କୁ ଗୁଲଗୁଲା-ସିଙ୍ଗଡ଼ା ଡାକି ବନ୍ଧାହେଲେ ବିଜ୍ଞାନ ଶିକ୍ଷକ

ଦେବଗଡ଼,୧୪ା୨(ଶଶାଙ୍କ ଶେଖର ଝାଙ୍କର): ପ୍ରେମ ସପ୍ତାହରେ ବିଜ୍ଞାନ ଶିକ୍ଷକ ସ୍କୁଲ ଛାତ୍ରୀଙ୍କୁ ପ୍ରେମର ପାଠ ପଢ଼ାଉଥିବା ଘଟଣାରେ ଶନିବାର ଗିରଫ ହେଇଥିବା ଜଣାପଡ଼ିଛି। ଖବର ମୁତାବକ କୁଣ୍ଢେଇଗୋଳା…

ବିଧାୟକଙ୍କ ବଡ଼ ବୟାନ: ଏଣିକି ତଡ଼ିପାର୍‌ ହେବେ ସହରର…

ବରଗଡ଼,୧୪ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ବିକାଶ ଆଡ଼କୁ ମୁହାଁଉଛି। ମାତ୍ର ଏଠାରେ ଆଇନଶୃଙ୍ଖଳା ତଥା ସୁରକ୍ଷା ବ୍ୟବସ୍ଥା ହୁଗୁଳା ହୋଇପଡ଼ିଛି। ସ୍ଥାନୀୟ ଯୁବପିଢ଼ି ନିଶାଖୋର୍‌ ହୋଇ ପଥଭ୍ରଷ୍ଟ…

ଜୀବିତ ବୃଦ୍ଧାଙ୍କୁ ମୃତ ସଜାଇ ୪ ବର୍ଷ ହେଲା ମୁହଁରୁ ଦାନା ଛଡ଼ାଇ ନେଇଛନ୍ତି, ଏଯାଏ ମିଳିନି ଆବାସ କି…

ଥୁଆମୂଳ ରାମପୁର,୧୪ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଅଡ୍ରି ପଞ୍ଚାୟତସ୍ଥିତ ଦୋଲଗୁଡ଼ା (ଟଟା ପଡ଼ା) ଗ୍ରାମରେ ଯେଉଁ ଦୃଶ୍ୟ ଦେଖିବାକୁ ମିଳିଛି, ତାହା ବିକାଶର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri