Posted inଜାତୀୟ

ଉତ୍ତେଜନା ମଧ୍ୟରେ ଭାରତ-ଚାଇନା କମାଣ୍ଡର ସ୍ତରୀୟ ବୈଠକ

ନୂଆଦିଲ୍ଲୀ,୨୨ ।୧୨: ଭାରତ-ଚାଇନା କୋର କମାଣ୍ଡର ସ୍ତରର ୧୭ ତମ ବୈଠକ ୨୦ ଡିସେମ୍ବରରେ ଚୁଶୁଲ ମୋଲ୍‌ଡୋ(ଲଦ୍ଦାଖ)ରେ ଆୟୋଜିତ ହୋଇଯାଇଛି । ଉଭୟ ପକ୍ଷରୁ ପଶ୍ଚିମ ଅଞ୍ଚଳରେ ଏଲଏସି ସହ ବିଚାରର ଆଦାନ ପ୍ରଦାନ କରାଯାଇଛି । ଏହାହସ ଶେଷ ପ୍ରସଙ୍ଗକୁ ନେଇ ଖୁବଶୀଘ୍ର କାମ କରିବା ପାଇଁ ଖୋଲାଖୋଲି କଥା ହୋଇଛି । ଏହି ସୂଚନା ବୈଦେଶିକ ମନ୍ତ୍ରଣାଳୟର ପ୍ରବକ୍ତା ଦେଇଛନ୍ତି ।

ବୈଦେଶିକ ମ୍‌ନ୍ତ୍ରଣାଳୟ ଗୁରୁବାର କହିଛି ଭାରତ-ଚାଇନା କୋର କମାଣ୍ଡର ସ୍ତରର ୧୭ତମ ବୈଠକ ୨୦ ଡିସେମ୍ବରରେ ଚୁଶୁଲ ମୋଲଡୋ(ଲଦ୍ଦାଖ)ରେ ଆୟୋଜିତ ହୋଇଯାଇଛି । ଉଭୟ ପକ୍ଷ ପଶ୍ଚିମ ଅଞ୍ଚଳରେ ଶାନ୍ତି ବଜାର ରଖିବାକୁ ସହମତି ପ୍ରକାଶ କରିଛନ୍ତି ।
ବୈଦେଶିକ ମନ୍ତ୍ରଣାଳୟର ପ୍ରବକ୍ତା କହିଛନ୍ତି ବୈଠକରେ ୧୭ ଜୁଲାଇରେ ହୋଇଥିବା ପିଛିଲା ବୈଠକରେ ହୋଇଥିବା ସମାଧାନର ସମୀକ୍ଷା କରାଯାଇଥିଲା । ବୈଠକରେ ୱେଷ୍ଟର୍ଣ୍ଣ ସେକ୍ଟରରେ ହୋଇଥିବା ସହମତିକୁ ନେଇ ବି କଥା ହୋଇଛି । ପ୍ରବକ୍ତା କହିଛନ୍ତି, ଉଭୟ ପକ୍ଷ ପଶ୍ଚିମ ଅଞ୍ଚଳରେ ସ୍ଥଳଭାଗରେ ସୁରକ୍ଷା ଓ ସ୍ଥିରତା ବଜାୟ ରଖିବା ଓ ସେନା ଏବଂ ରାଜନୈତିକ ଚ୍ୟାନେଲ ମାଧ୍ୟମରେ କଥାବାର୍ତ୍ତା ଜାରି ରଖିବା ଓ ପାରସ୍ପରିକ ଭାବେ ସ୍ୱୀକୃତ ସଂକଳ୍ପ ଉପରେ କାମ କରିବାକୁ ସହମତି ପ୍ରକାଶ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଡୋକରୀଦର ଝରଣା ନିକଟରେ ଅଜଣା ମୃତଦେହ: ଖବର ପାଇ ବି ପହଞ୍ଚିଲାନି ପୋଲିସ, ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ

କୋକସରା, ୨ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖଲିଗଡ ପାଦଦେଶରେ ଥିବା ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ଗୁଡହାଣ୍ଡି ଡୋକରୀ ଚଞ୍ଚରାର ‘ଡୋକରୀଦର’ ଝରଣା ନିକଟରେ…

ବଦଳିଲା ଭାରତ-ଇଂଲଣ୍ଡ ଟି-୨୦ ମ୍ୟାଚର ସମୟ, ଜାଣନ୍ତୁ କେତେବେଳେ ଆରମ୍ଭ ହେବ…

ନୂଆଦିଲ୍ଲୀ,୨।୭: ଭାରତୀୟ କ୍ରିକେଟ ଦଳ ବର୍ତ୍ତମାନ ଇଂଲଣ୍ଡ ଗସ୍ତରେ ଅଛି। ଟିମ ଇଣ୍ଡିଆ ଇଂଲଣ୍ଡ ବିପକ୍ଷରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳୁଛି। ବର୍ଷା ଯୋଗୁ…

ବରଗଡ଼ ମଣ୍ଡିରୁ ଆସିଲା ଚିନ୍ତାଜନକ ଚିତ୍ର: ବିକ୍ରି ଧାନରୁ ବାହାରିଲାଣି ଗଜା, ଚାଷୀଙ୍କୁ ମିଳିନି ପ୍ରାପ୍ୟ; କଟନୀ-ଛଟନୀ…

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଗତମାସ ୩୦ତାରିଖରୁ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ସରିଯାଇଛି। କିନ୍ତୁ ବିଭାଗୀୟ ଅବ୍ୟବସ୍ଥା ଯୋଗୁ ଏପର୍ଯ୍ୟନ୍ତ ଧାନ କିଣାବିକାରେ ଚାଷୀଙ୍କ ଦୁଃଖ…

ସିଂହ ରାଶିରେ ଶୁକ୍ରଙ୍କ ଗୋଚର: ଜୁଲାଇ ୪ରୁ ଚମକିବ ଏହି ୪ ରାଶିର ଭାଗ୍ୟ, ଧନଲାଭ ସହ ମିଳିବ ସୁଖ-ସମୃଦ୍ଧି

ଜ୍ୟୋତିଷ ଶାସ୍ତ୍ରରେ ଶୁକ୍ର ଗ୍ରହଙ୍କୁ ସୁଖ, ସମୃଦ୍ଧି, ପ୍ରେମ, ସୌନ୍ଦର୍ଯ୍ୟ ଓ ଭୌତିକ ସୁଖ-ସୁବିଧାର କାରକ ବୋଲି କୁହାଯାଏ। ଯେତେବେଳେ ବି ଶୁକ୍ର ନିଜର ରାଶି ପରିବର୍ତ୍ତନ…

ଗଜପତି ଜିଲା ଭାରତୀୟ ଜନତା ପାର୍ଟି ଯୁବମୋର୍ଚ୍ଚାର ନୂଆ ଟିମ ଘୋଷିତ

ମୋହନା,୨।୭,( ମନ୍ମଥ ମିଶ୍ର ): ଭାରତୀୟ ଜନତା ପାର୍ଟିର ରାଜ୍ୟ ଯୁବ ମୋର୍ଚ୍ଚା ସଭାପତି ଅଭିଳାଷ ପଣ୍ଡାଙ୍କ ସୁପାରିଶ ଓ ଗଜପତି ଜିଲା ସଭାପତି ନବ କିଶୋର…

ଜୁଆ ଖେଳୁଥିବା ସମୟରେ ବାଲାଜୀ ରାଇସ ମିଲରେ ପୋଲିସର ଚଢ଼ାଉ

ରିଷିଡା, ୨।୭,(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ଅନ୍ତର୍ଗତ ଗଜବାହଲ ପଞ୍ଚାୟତ ସ୍ଥିତ ବାଲାଜୀ ରାଇସ ମିଲ ଭିତରେ ଗୁରୁବାର କୌଣସି ସୂତ୍ରରୁ ଖବର ପାଇ…

ଘରେ ପାଠ ପଢିବାକୁ କହିବାରୁ ରାଜି ନ ହୋଇ ଚରମ ପଦକ୍ଷେପ ନେଲେ ନାବାଳିକା

ଦାରିଙ୍ଗବାଡି, ୨।୭, (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଘଟିଯାଇଛି ବଡ଼ ଅଘଟଣ ଜଣେ ଯୁକ୍ତ ୨ ପଢୁଥିବା ଛାତ୍ରୀ ପାଠ ପଢିବାକୁ…

ଜାତୀୟ ରାଜପଥର ଫୁଟ୍‌ପାଥରୁ ଲୁହା ରେଲିଂ କାଟି ନେଇଗଲେ ଦୁର୍ବୃତ୍ତ, ଠିକାସଂସ୍ଥାର ପ୍ରକଳ୍ପ ଅଧିକାରୀ କହିଲେ…

ଦାରିଙ୍ଗବାଡ଼ି,୨ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଦେଇ ଯାଇଥିବା ଗୋପାଳପୁରଠାରୁ ରାଇପୁର ରାସ୍ତାର ସିମନବାଡ଼ି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ନିକଟରେ ରାଜପଥର ଫୁଟ୍‌ପାଥରେ ଲାଗିଥିବା ଲୁହା ରେଲିଂଗୁଡିକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri