Posted inଜାତୀୟ

ଭାରତ-ଚାଇନା କମାଣ୍ଡର ସ୍ତରୀୟ ବୈଠକ ଆଜି

ନୂଆଦିଲ୍ଲୀ,୨୦ ।୨: ଭାରତ-ଚାଇନା ମଧ୍ୟରେ ଏଲ୍‌ଏସିରେ ଲାଗି ରହିଥିବା ତୁତୁମେମେ ମଧ୍ୟରେ ଏବେ ଏହା ଶେଷ ହେବାକୁ ଯାଉଛି । ଉଭୟ ଦେଶର ସେନାପଛକୁ ଫେରିବା ଆରମ୍ଭ କରିଥିବା ବେଳେ ଏବେ ଦୁଇ ଦେଶ ମଧ୍ୟରେ ୧୦ମ କମାଣ୍ଡର ସ୍ତରୀୟ ବୈଠକ ଶନିବାର ଆୟୋଜିତ ହେବ । ଦୁଇ ଦେଶ ମଧ୍ୟରେ ହୋଇଥିବା ଚୁକ୍ତିକୁ ନେଇ ଏବେ ସେନାଙ୍କୁ ପଛକୁ ହଟାଇବକୁ ପ୍ରଥମ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି । ଏବେ ଏହି ବୈଠକ ଭାରତର ଚୁରୁଲ ସେକ୍ଟର ନିକଟ ଚାଇନାର ମୋଲଡୋରେ ହେବ । ଏହି ବୈଠକକୁ ଖୁବ୍ ଗୁରୁତ୍ୱପୂର୍ଣ୍ଣ ବୋଲି କୁହାଯାଉଛି । କାରଣ ଏଲ୍‌ଏସିରୁ ସେନା ହଟାଇବାର ଦ୍ୱିତୀୟ ପ୍ରକ୍ରିୟା ବିଷୟରେ ଆଲୋଚନା କରାଯିବ । ସୂଚନାଯୋଗ୍ୟ, ପୋଙ୍ଗୟାଙ୍ଗ ଅଞ୍ଚଳରୁ ସେନା ହଟାଇବା ପ୍ରଥମ ପ୍ରକ୍ରିୟା ଗୁରୁବାର ଶେଷ ହୋଇଛି । ଫିଙ୍ଗର ଚାରି ଓ ଆଠ ମଧ୍ୟରେ ଟ୍ୟାଙ୍କ, ବହୁ ମାତ୍ରାରେ ସେନା ବାହାନ, ଅସ୍ତ୍ରଶସ୍ତ୍ର ସହ ସେଠାରେ ହୋଇଥିବା ଅସ୍ଥାୟୀ ନିର୍ମାଣକୁ ମଧ୍ୟ ଭାଙ୍ଗି ଦେଇଛି ଚାଇନା । ଅନ୍ୟପଟେ ଡ୍ରୋନ୍ ଜରିଆରେ ଫିଙ୍ଗର ଆଠରୁ ଚାଇନା ସେନା ପଛକୁ ହଟୁଥିବା ପ୍ରକ୍ରିୟାର ଗତିବିଧି ମଧ୍ୟ ଦେଖିଛି ଭାରତୀୟ ସେନା । ଶନିବାର ବୈଠକ ପରେ ହୁଏତ ସୀମାରେ ଲାଗି ରହିଥିବା ଉତ୍ତେଜନା କମ୍ ହୋଇପାରେ ବୋଲି ଅନୁମାନ କରାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କ ପାଇଁ ବଡ଼ କଥା କହିଦେଲେ ନେପାଳର ନୂଆ ପ୍ରଧାନମନ୍ତ୍ରୀ

କାଠମାଣ୍ଡୁ,୨୮।୩: ନେପାଳର ନୂଆ ପ୍ରଧାନମନ୍ତ୍ରୀ ବାଲେନ୍ଦ୍ର ଶାହା ଶନିବାର ଦିନ କହିଛନ୍ତି ଯେ ସେ ‘ଭାରତ ସହିତ ମିଶି କାମ କରିବାକୁ ଖୁବ ଆଗ୍ରହୀ ଅଛନ୍ତି।’ ତାଙ୍କ…

ଥକି ପଡିଲେଣି ଇସ୍ରାଏଲୀ ସେନା? ଫସିଗଲେ କି ନେତାନ୍ୟାହୁ? ସର୍ଭେରେ ଆସିଲା ଆଶ୍ଚର୍ଯ୍ୟଜନକ ତଥ୍ୟ

ଜେରୁଜେଲମ,୨୮।୩: ଇସ୍ରାଏଲୀ ସାମରିକ ବାହିନୀ ସମ୍ପର୍କରେ ଏକ ବଡ଼ ଚେତାବନୀ ସାମ୍ନାକୁ ଆସିଛି। ଦେଶର ମୁଖ୍ୟ କର୍ମଚାରୀ ଇୟାଲ ଜମିର ସରକାରଙ୍କୁ ସତର୍କ କରାଇ ଦେଇଛନ୍ତି ଯେ…

ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ: ୧୮ ପଦବୀ ପାଇଁ ୩୫ ପ୍ରାର୍ଥୀ

ବାଲେଶ୍ୱର,୨୮ା୩(ବାଞ୍ଛାନିଧି ଦେ): ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ ଶନିବାର ଅନୁଷ୍ଠିତ ହେଉଛି। ନିର୍ବାଚନରେ ୧୮ ପଦବୀ ପାଇଁ ୩୫ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ସଭାପତି ପଦବୀ…

ଯୁଦ୍ଧ ଭିତରେ ଭାରତ ପାଇଁ ଆସିଲା ଆଉ ଏକ ଖୁସି ଖବର

ନୂଆଦିଲ୍ଲୀ,୨୮।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ସହିତ ଚାଲିଥିବା ବିବାଦ ପରେ ମଧ୍ୟପ୍ରାଚ୍ୟରେ ପ୍ରବଳ ଉତ୍ତେଜନା ରହିଛି। ଫଳସ୍ବରୂପ, ହର୍ମୁଜ ପ୍ରଣାଳୀକୁ ବନ୍ଦ କରିଦିଆଯାଇଛି। ତଥାପି, ଇରାନ…

ଦୁଃଖ ବଖାଣିଲେ ବରୁଣ ଧାୱନ: ଝିଅ ଲାରାଙ୍କୁ ହୋଇଛି…

ଅଭିନେତା ବରୁଣ ଧାୱନ ଇଣ୍ଡଷ୍ଟ୍ରିର ସବୁଠାରୁ ନିର୍ଭରଯୋଗ୍ୟ ଅଭିନେତା ଭାବରେ ଉଭା ହୋଇଛନ୍ତି। ଆଜିକାଲି ସେ ତାଙ୍କର ବ୍ଲକବଷ୍ଟର ଓ୍ବାର୍‌ ଡ୍ରାମା ଫିଲ୍ମ ‘ବର୍ଡର ୨’ର ସଫଳତାରେ…

୧୪ ଦିନରେ ୪ କିଲୋ ଓଜନ ହ୍ରାସ, ହସ୍ପିଟାଲ୍‌ରେ ହ୍ରିତିକ୍‌ ରୋଶନଙ୍କ ଗର୍ଲଫ୍ରେଣ୍ଡ

ବଲିଉଡ ଅଭିନେତା ହ୍ରିତିକ ରୋଶନଙ୍କ ଗର୍ଲଫ୍ରେଣ୍ଡ ସବା ଆଜାଦ ଆଜିକାଲି କଷ୍ଟକର ପରିସ୍ଥିତି ଦେଇ ଗତି କରୁଛନ୍ତି। ସବା ସାଇକ୍ଲୋସ୍ପୋରା କାଏଟାନେନ୍ସିସ ନାମକ ଏକ ରୋଗର ଶିକାର…

ଯୁଦ୍ଧ ଭିତରେ ପୁଟିନ୍‌ଙ୍କ ବଡ଼ ଘୋଷଣା, ଏପ୍ରିଲ ୧ରୁ ପେଟ୍ରୋଲ ରପ୍ତାନୀ ବନ୍ଦ; ଭାରତକୁ ଝଟ୍‌କା!

ମସ୍କୋ,୨୮।୩: ଇରାନ, ଇସ୍ରାଏଲ ଏବଂ ଆମେରିକା ସହିତ ଜଡିତ ବିବାଦ ମଧ୍ୟରେ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଏବଂ ବିଶ୍ୱ ଅନିଶ୍ଚିତତା ଭିତରେ ରୁଷିଆ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି।…

ମହାପ୍ରଭୁଙ୍କୁ ଦର୍ଶନ କଲେ ଭାରତର ସ୍ଥଳସେନା ମୁଖ୍ୟ, ଆଶିଷ ନେଇ ସେନା ପାଇଁ କଲେ ଏହି ପ୍ରାର୍ଥନା

ପୁରୀ,୨୮ା୩(ଅଜିତ କୁମାର ମହାନ୍ତି): ଭାରତର ସ୍ଥଳସେନା ମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀ ୩ ଦିନିଆ ଗସ୍ତରେ ଆସି ଶନିବାର ପୁରୀରେ ପହଞ୍ଚିଛନ୍ତି। ଜେନେରାଲ ଦ୍ୱିବେଦୀ ବାଇପାସ୍‌ ରୋଡ୍‌ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri