ରୁଷିଆରେ ଏକାଠି ଯୁଦ୍ଧାଭ୍ୟାସ କରିବେ ଭାରତ-ଚାଇନା ସେନା, ସାଥିରେ ରହିବେ ବେଲାରୁଷ, ତାଜିକିସ୍ତାନ, ମଙ୍ଗୋଲିଆ

ବେଜିଂ.୧୮ ।୮: ପୂର୍ବ ଲଦ୍ଦାଖର ଏଲଏସିରେ ୨ ବର୍ଷରୁ ଅଧିକ ସମୟ ହେବ ଚାଇନା ସେନାଙ୍କ ଗତିରୋଧ ମଧ୍ୟରେ ଏବେ ଭାରତ ଓ ଚାଇନା ସେନା ରୁଷିଆରେ ହେବାକୁ ଥିବା ବିଶ୍ୱ ଯୁଦ୍ଧାଭ୍ୟାସରେ ଏକାଠି ଭାଗ ନେବେ ବୋଲି ଜଣାପଡିଛି । ବୁଧବାର ଚାଇନା ଏହି ଯୁଦ୍ଧାଭ୍ୟାସରେ ଯୋଗଦେବା କଥା ଘୋଷଣା କରିଛି । ଚଳିତ ମାସ ଶେଷକୁ ଆୟୋଜିତ ଏହି ଯୁଦ୍ଧାଭ୍ୟାସରେ ଭାରତୀୟ ସେନା ବି ସାମିଲ ହେବାକୁ ଯାଉଛି ।
ଚାଇନା ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି କି ଚାଇନା ଓ ରୁଷିଆ ସେନାଙ୍କ ମଧ୍ୟରେ ବାର୍ଷିକ ସହଯୋଗ ଯୋଜନା ଅନୁଯାୟୀ, ଚାଇନା ପିପୁଲ୍ସ ଲିବରେଶନ ଆର୍ମି(ପିଏଲଏ) ଯୁଦ୍ଧାଭ୍ୟାସରେ ଭାଗ ନେବାକୁ କିଛି ସେନାଙ୍କୁ ରୁଷିଆ ପଠାଇବ । ଏହି ଯୁଦ୍ଧାଭ୍ୟାସରେ ଭାରତ ସମେତ ବେଲାରୁଷ, ତାଜିକିସ୍ତାନ, ମଙ୍ଗୋଲିଆ ଓ ଅନ୍ୟ ଦେଶମାନେ ଭାଗନେବାକୁ ଯାଉଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସ୍ତର ଯୁଗ ରହସ୍ୟ ଖୋଲିଲା ‘ଚୁଇଂଗମ୍‌’

କୋପେନହେଗେନ: ଡେନ୍‌ମାର୍କର ସିଲ୍‌ଥୋଲମ୍‌ରେ ଉତ୍‌ଖନନ ସମୟରେ ୫୭୦୦ ବର୍ଷର ପୁରୁଣା ଏକ ଚୁଇଂଗମ୍‌ ମିଳିଛି। ବିଶେଷଜ୍ଞମାନେ ଏହା ଉପରେ ଅଧିକ ଗବେଷଣା କରି ପ୍ରସ୍ତର ଯୁଗ...

ସମସ୍ତ ସର୍ଭେରୁ ସଙ୍କେତ, ନଭେମ୍ବର ୮ରେ ବାଇଡେନଙ୍କ ପାର୍ଟିର ପରାଜୟ ଆଶଙ୍କା…

ଓ୍ବାଶିଂଟନ,୧୮।୧୦ : ଆମେରିକାର ହେବାକୁଥିବା ମଧ୍ୟବର୍ତ୍ତୀ କାଳୀନ ନିର୍ବାଚନର ତିନି ସପ୍ତାହ ପୂର୍ବରୁ ରାଷ୍ଟ୍ରପତି ଜୋ ବାଇଡେନଙ୍କ ଡେମୋକ୍ରାଟିକ ପାର୍ଟିର ବିଜୟ ଆଶା ଦୁର୍ବଳ ହେବାରେ...

ଆଫଗାନିସ୍ତାନରୁ ଆସିବାକୁ ଚାହୁଁଥିବା ଲୋକଙ୍କ ପାଇଁ ନିର୍ଦ୍ଦିଷ୍ଟ ସମୟ ସୀମା ନାହିଁ…

ଓ୍ବାଶିଂଟନ,୩୧।୮: ଆଫଗାନିସ୍ତାନ ଛାଡ଼ିବା ନେଇ ଆମେରିକା ପକ୍ଷରୁ ବଡ଼ ଘୋଷଣା କରାଯାଇଛି। ଆମେରିକା ସେନାଙ୍କ ପାଇଁ ସମୟ ସୀମା ଅଗଷ୍ଟ ୩୧ ରହିଛି। ତେବେ ଯେଉଁମାନେ...

ଇମ୍ରାନ୍‌ଙ୍କୁ ଝଟ୍‌କା

ଇସଲାମାବାଦ,୭ା୪: ପାକିସ୍ତାନରେ ଚାଲିଥିବା ରାଜନୈତିକ ଅସ୍ଥିରତା ଉପରେ ସୁପ୍ରିମକୋର୍ଟ ଶୁଣାଣି କରିଛନ୍ତି। ତେବେ ଏହି ଶୁଣାଣିରେ ଇମ୍ରାନ ଖାନ୍‌ଙ୍କୁ ଏକ ଶକ୍ତ ଧକ୍କା ଲାଗିଛି। ରିପୋର୍ଟ...

ସାପୁଆ କେଳାଙ୍କ ନାଗେଶ୍ୱରୀ ଧ୍ୱନୀ ପିଲାଙ୍କ ମସ୍ତିଷ୍କ ବିକାଶ କରେ: ରିପୋର୍ଟ

ଜେନେଭା,୩୦।୫: ଭାରତରେ ସାପୁଆ କେଳା ସାପ ଖେଳ ସମୟରେ ବଜାଉଥିବା ନାଗେଶ୍ୱରୀ ଧ୍ୱନୀ ଛୋଟ ପିଲାଙ୍କ ମସ୍ତିଷ୍କ ବିକାଶରେ ସହାୟକ ହୋଇଥାଏ। ଏନେଇ ଜେନେଭା ବିଶ୍ୱ...

ସୋସିଆଲ ମିଡିଆ ସର୍ଭର ଡାଉନ

ନୂଆଦିଲ୍ଲୀ,୪।୧୦: ପାଖାପାଖି ୩୦ମିନିଟ୍‌ ଧରି ସୋସିଆଲ ମିଡିଆ ଫେସ୍‌ବୁକ୍‌, ଇନଷ୍ଟାଗ୍ରାମ,ହ୍ବାଟ୍ସଆପ୍‌ରେ ସର୍ଭର ଡାଉନ ରହିଛି। ବ୍ୟବହାରକାରୀମାନେ ପରସ୍ପର ସହ ଯୋଗଯୋଗ କରିବାରେ ବହୁ ଅସୁବିଧାର ସମ୍ମୁଖୀନ...

କୁହୁଡ଼ିରେ ୨୦୦ ଗାଡ଼ି ଧକ୍କା

ବେଜିଂ, ୨୯।୧୨: ସେଣ୍ଟ୍ରାଲ୍‌ ଚାଇନାର ଝେଙ୍ଗଜହୋଉରେ ବୁଧବାର ପ୍ରବଳ କୁହୁଡ଼ି ସକାଶେ ୨୦୦ରୁ ଊର୍ଦ୍ଧ୍ୱ ଗାଡ଼ି ଏକାସଙ୍ଗେ ପିଟି ହୋଇଯାଇଛନ୍ତି। ସେଥିମଧ୍ୟରୁ ୧୨ଟି ଗାଡ଼ି ଅଧିକ...

ବାତ୍ୟା ଫିଓନା ଯୋଗୁ ପୁର୍ତ୍ତୋ ରିକୋରେ ଏମରଜେନ୍ସି ଘୋଷଣା କଲେ ଆମେରିକା ରାଷ୍ଟ୍ରପତି, ଆସିପାରେ ବଡ ଧରଣର ବନ୍ୟା

ୱାଶିଂଟନ,୧୯ ।୯: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ରବିବାର ପୁର୍ତ୍ତୋ ରିକୋ ପାଇଁ ଏମରଜେନ୍ସି ଘୋଷଣା କରିଛନ୍ତି । ପୁର୍ତ୍ତୋ ରିକାରେ ଆସିଥିବା ଟ୍ରପିକାଲ ଷ୍ଟର୍ମ...

Advertisement
Archives

Model This Week