Posted inଜାତୀୟ

ସୀମାରୁ ଦୁଇ ଦିନରେ ୨ଶହ ଟ୍ୟାଙ୍କ ହଟାଇଲାଣି ଚାଇନା!

ନୂଆଦିଲ୍ଲୀ,୧୨ ।୨: ଲଦ୍ଦାଖ ନିକଟ ଏଲଏସିରେ ଭାରତ-ଚାଇନା ମଧ୍ୟରେ ପାଖାପାଖି ୯ ମାସ ହେବ ଲାଗି ରହିଥିବା ଉତ୍ତେଜନା ପରିସ୍ଥିତିରେ ସାମାନ୍ୟ ପରିବର୍ତ୍ତନ ଲକ୍ଷ୍ୟ କରାଯାଇଛି । ଏଥର ପୁଣିଥରେ ଚାଇନା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଗଣମାଧ୍ୟମର ସୂଚନାରୁ ଜଣାପଡିଛି କି ଦୁଇ ଦେଶ ମଧ୍ୟରେ ଆପୋଷ ବୁଝାମଣା କଥା ହେବା ପରେ ୨ ଦିନ ମଧ୍ୟରେ ଚାଇନା ପ୍ରାୟ ୨୦୦ରୁ ଅଧିକ ଟ୍ୟାଙ୍କ ସୀମାରୁ ହଟାଇ ଦେଇଛି । ଅନୁମାନ କରାଯାଉଛି କି ଆସନ୍ତା ୧୫ ଦିନ ମଧ୍ୟରେ ଚାଇନା ପୋଙ୍ଗଙ୍ଗ ଲେକ ଅଞ୍ଚଳକୁ ସମ୍ପୂର୍ଣ୍ଣ ରୂପେ ଖାଲି କରିପାରେ । ଯଦି ଏହା ଖାଲି କରାଗଲା ଏହାପରେ ଭାରତ ସରକାର ଅନ୍ୟ ଅଞ୍ଚଳକୁ ଖାଲି କରିବାକୁ କହିବେ । ସୂଚନାଯୋଗ୍ୟ, ଗୁରୁବାର ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ ରାଜ୍ୟ ସଭାରେ ସୂଚନା ଦେଇଥିଲେ କି ଚାଇନା ସେନା ଫିଙ୍ଗର ଆଠରୁ ପଛକୁ ହଟିବାକୁ ରାଜି ହୋଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍‌: ଅଭିଯୁକ୍ତ ଯୁବକ ଗିରଫ

ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି…

ଭାରତ-ଆଫଗାନିସ୍ତାନ ଟି୨୦ ସିରିଜ୍‌ ଏହି ଚ୍ୟାନେଲର ହେବ ପ୍ରସାରଣ, ଜାଣନ୍ତୁ…

ନୂଆଦିଲ୍ଲୀ,୮ା୯: ଆସନ୍ତା ୧୩ ତାରିଖରୁ ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ହେବାକୁ ଥିବା ଅନ୍ତର୍ଜାତୀୟ ଟି୨୦ ସିରିଜ୍‌ ଲାଗି ସୋନୀ ସ୍ପୋଟର୍‌ସ ନେଟ୍‌ଓ୍ବର୍କ ପ୍ରସାରଣ ଅଧିକାର…

ଗଣେଶପୂଜା କମିଟିକୁ ପୋଲିସର କଡ଼ା ନିର୍ଦ୍ଦେଶ, ଡିଜେ ସାଉଣ୍ଡ, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ପୁରୁଷୋତ୍ତମପୁର,୮।୯(ସବିତା ମିଶ୍ର): ଆସନ୍ତା ୧୪ ତାରିଖରେ ହେବାକୁ ଥିବା ଗଣେଷପୂଜାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବାକୁ ପୁରୁଷୋତ୍ତମପୁର ପୋଲିସ ଏବଂ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି।…

ଋଷିକୁଲ୍ୟା ପାଇଁ ବିପଦ ସାଜିଛି କାଶତଣ୍ଡୀ

ଧରାକୋଟ,୮ା୯ (ବିଷ୍ଣୁ କେଶରୀ ଆଚାର୍ଯ୍ୟ): କନ୍ଧମାଳ ଜିଲାର ଋଷୀମାଳ ପର୍ବତରୁ ଋଷିକୁଲ୍ୟା ନଦୀ ଜନ୍ମନେଇ ଗଞ୍ଜାମ ଜିଲାର ସୋରଡା, ଧାକୋଟ, ଆସିକା, ହିଞ୍ଜିଳି, ପୁରୁଷୋତ୍ତମପୁର ବ୍ଲକ୍‌ ପରେ…

ବାଲୁଙ୍କେଶ୍ୱର ହାଇସ୍କୁଲ ସହକାରୀ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ

ଖଲ୍ଲିକୋଟ, ୮/୯/୨୦୨୬ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଏନ୍‌ଏସି ଅନ୍ତର୍ଗତ ବାଲୁଙ୍କେଶ୍ୱର ହାଇସ୍କୁଲର ଜଣେ ସହକାରୀ ଶିକ୍ଷକଙ୍କୁ ସ୍କୁଲ ଗେଟ୍‌ ନିକଟରେ ମଙ୍ଗଳବାର ମରଣାନ୍ତକ ଆକ୍ରମଣ କରାଯାଇଛି।…

ଦୁର୍ଗମ ଜଙ୍ଗଲରେ ଚଢାଉ: ମଦ କାରଖାନା ଭାଙ୍ଗିଲା ଅବକାରୀ ବିଭାଗ, ୧୯ ହଜାର ଲିଟର ମଦ ପୋଚ * ୧୧ ଶହ ଲିଟର ଦେଶୀ ମଦ ଜବତ

ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ଜନଜାତି ବହୁଳ ଦାମପୁର ଗାଁ ନିକଟ ଦୁର୍ଗମ ଜଙ୍ଗଲରେ ମଙ୍ଗଳବାର ସକାଳେ ସାନଖେମୁଣ୍ଡି…

ଭ୍ରମରପୁର ସ୍କୁଲରେ ଶିକ୍ଷକ ବଦଳି ବାତିଲ ଦାବିରେ ଜେନ୍ ଆଲଫାଙ୍କ ଆନ୍ଦୋଳନ, ସ୍କୁଲ ସମ୍ମୁଖରେ ଉତ୍ତେଜନା            

ଦିଗପହଣ୍ଡି,୮|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ଗ୍ରାମ ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ଭାଗବତ ପ୍ରସାଦ ନାୟକଙ୍କୁ ଚୌଧୁରୀ ଟିକରପଡ଼ା ଗ୍ରାମ ବିଦ୍ୟାଳୟକୁ…

ଘରେ କରୁଥିଲେ କାମ: ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଦିନ ମଜୁରିଆଙ୍କ ଜୀବନ

କୁଆଁରମୁଣ୍ଡା,୮।୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ ଚୁଟିଆଟୋଲି ଗ୍ରାମ ରୀତା ତିର୍କୀଙ୍କ ଘର ସେଣ୍ଟ୍ରିଂ କାମ କରୁଥିବା ବେଳେ ମଙ୍ଗଳବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri