ଭାରତ ବନ୍ଦ ଡାକରା: ଶ୍ରମିକ ସଂଘ ପକ୍ଷରୁ ବିକ୍ଷୋଭ

ନିଶ୍ଚିନ୍ତକୋଇଲି,୨୬।୧୧(ସ୍ବ.ପ୍ର.): କେନ୍ଦ୍ର ସରକାରଙ୍କ ଶ୍ରମିକ ଓ କୃଷକ ମାରଣ ନୀତି ବିରୋଧରେ ଗୁରୁବାର ଭାରତ ବନ୍ଦ ଡାକରା ଦିଆଯାଇଛି। ମିଳିତ କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସ୍ବାଧୀନ ମହାସଂଘ ଆହ୍ବାନ କ୍ରମେ ଦେଶବ୍ୟାପୀ ଧର୍ମଘଟ ଅନୁଷ୍ଠିତ ହୋଇଛି। ଏ ନେଇ କଟକ ଜିଲା ନିଶ୍ଚିନ୍ତକୋଇଲି ବଜାରରୁ ଏକ ଶୋଭାଯାତ୍ରା ବାହାରି ମେଡିକାଲ ଛକ ଦେଇ ନିଶ୍ଚିନ୍ତକୋଇଲି ବ୍ଲକରେ ପହଞ୍ଚିଥିଲା। ସେଠାରେ ଶ୍ରମିକ ନେତା ତ୍ରୈଲୋକ ନାଥଙ୍କ ନେତୃତ୍ୱରେ ଶତାଧିକ ଶ୍ରମିକ ବିକ୍ଷୋଭ ପ୍ରଦର୍ଶନ କରଛନ୍ତି। ଏହା ସହ କେନ୍ଦ୍ର ସରକାରଙ୍କ ଶ୍ରମିକ ମାରଣ ନୀତି ଉପରେ ବର୍ଷିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍ପାତ କରୁଛନ୍ତି ୨୬ ହାତୀ

କରଞ୍ଜିଆ,୧୮।୧୦: ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡରେ ପୁଣି ହାତୀପଲ ପଶି ବ୍ୟାପକ ଫସଲ ନଷ୍ଟ କରିଥିବା ଅଭିଯୋଗ ହୋଇଛି। ୧ ମାସର ବ୍ୟବଧାନ ପରେ ପୁଣି...

ସାମାଜିକ ଦୂରତ୍ୱକୁ ଫୁ : ବ୍ୟାଙ୍କ ସମ୍ମୁଖରେ ଅସମ୍ଭାଳ ଭିଡ଼

ବିଜେପୁର, ୧୫।୪(ଡି.ଏନ୍‌.ଏ.): କରୋନା ସଂକ୍ରମଣ ରୋକିବା ପାଇଁ ସାମାଜିକ ଦୂରତ୍ୱକୁ ସରକାର ବେଶ୍‌ ପ୍ରଧାନ୍ୟ ଦେଉଛନ୍ତି। ଲୋକଙ୍କୁ ବିଭିନ୍ନ ମାଧ୍ୟମରେ ସଚେତନ କରୁଛନ୍ତି। ମାତ୍ର ଲୋକଙ୍କ...

ମେଢ଼ ଖୋଜୁଛି ମଣ୍ଡପ

ବଅଁରପାଳ,୧୮ା୯(ଡି.ଏନ.ଏ.) ପୂଜା ପାଇଲେ ଦେବଶିଳ୍ପୀ। ରୀନିନୀତି ଅନୁଯାୟୀ କରାଗଲା ଆବାହନ। ହେଲେ ନା’ ଦୂରକୁ ଶୁଭିଲା ପଣ୍ଡିତଙ୍କ ମନ୍ତ୍ରପାଠ ନା’ ଉତ୍ସବମୁଖର ହେଲା ନାଲ୍‌କୋନଗର। ପୂଜା...

ବ୍ୟବସାୟୀ ବଢ଼ାଉଛନ୍ତି ଖାଉଟି ସାମଗ୍ରୀ ଦର: ସାଧାରଣରେ ଅସନ୍ତୋଷ

ଗୁଡଭେଲା,୨୭।୩(ଡି.ଏନ୍‌.ଏ.): କରୋନା ପାଇଁ ବଲାଙ୍ଗୀର ଜିଲା ତୁଷୁରା ସହରରେ ମାନ୍ଦା ଅବସ୍ଥା ଦେଖିବାକୁ ମିଳୁଛି। ଖାଉଟି ସାମଗ୍ରୀ, ଔଷଧ, ପନିପରିବା ଦୋକାନକୁ ଛାଡ଼ି ଅନ୍ୟ ସମସ୍ତ...

ରେଳ ଅଣ୍ଡରବ୍ରିଜ ନିର୍ମାଣ ଦାବି: ୧୨ ଘଣ୍ଟା କେସିଙ୍ଗା ବନ୍ଦ

କେସିଙ୍ଗା, ୨୨।୧: କଳାହାଣ୍ଡି ଜିଲାର ମୁଖ୍ୟଦ୍ୱାର ନିକଟରେ ରେଳ ଫାଟକ ରହିଛି। ଏହି ଫାଟକ ଦେଇ ୧୬ ନମ୍ବର ଜାତୀୟ ରାଜପଥ ଯାଇଛି। ଏହି ଫାଟକ...

ଅନ୍ୟ ରୋଗରେ କରୋନା ପଜିଟିଭ୍‌ଙ୍କ ମୃତ୍ୟୁ: ମୃତକ ଗଞ୍ଜାମ ଜିଲାର

ଭୁବନେଶ୍ୱର/ଛତ୍ରପୁର, ୧।୭(ବ୍ୟୁରୋ/ଡି.ଏନ୍‌.ଏ.): ରାଜ୍ୟରେ ବୁଧବାର ଜଣେ କରୋନା ପଜିଟିଭଙ୍କର ଅନ୍ୟ ରୋଗରେ ମୃତ୍ୟୁ ଘଟିଛି। ସେ ହେଲେ ଗଞ୍ଜାମ ଜିଲାର ୫୨ ବର୍ଷୀୟ ବ୍ୟକ୍ତି। ପୂର୍ବରୁ...

ଶେଷ ହେଲା ଶ୍ରୀଜୀଉଙ୍କ ଅଧରପଣା

ପୁରୀ ଅଫିସ,୨୨।୭: ବିଶ୍ୱବାସୀଙ୍କୁ ବୁଧବାର ତିନି ଠାକୁର ସୁନାବେଶ ଦର୍ଶନ ଦେଇଥିଲେ। ଗୁରୁବାର ରଥ ଉପରେ ଶେଷ ହୋଇଛି ଶ୍ରୀଜୀଉଙ୍କ ଅଧରପଣା ନୀତି। ବାହୁଡ଼ା ଓ...

ବରଗଡ଼ରେ ରାଜପଥକୁ ଓହ୍ଲାଇଲେ ଦିବ୍ୟାଙ୍ଗ

ବରଗଡ଼ ଅଫିସ,୧୮।୧୨: ବରଗଡ଼ ଜିଲାର ଦିବ୍ୟାଙ୍ଗମାନେ ବିଭିନ୍ନ ଦାବି ନେଇ ବୁଧବାର ବରଗଡ଼ ସହର ଉପକଣ୍ଠ ୬ନଂ. ଜାତୀୟ ରାଜପଥ ହଳଦୀପାଲୀ ବୀରଛକ ନିକଟରେ ରାସ୍ତା...

Advertisement
Archives

Model This Week