Posted inଜାତୀୟ

ପୁଣି ଆହତ ହେଲେ ମମତା ବାନାର୍ଜୀ, ହେଲିକପ୍ଟର ଚଢ଼ିବା ବେଳେ ଗୋଡ଼ ଖସିଲା…

କୋଲକାତା,୨୭।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୁଣି ଆହତ ହୋଇଛନ୍ତି । ଦୁର୍ଗାପୁରରେ ହେଲିକପ୍ଟର ଚଢିବା ସମୟରେ ଗୋଡ ଖସିଯିବା ଯୋଗୁ ସେ ପଡିଯାଇଥିଲେ । ଏଥିରେ ସେ ଆହତ ହୋଇଥିବା କୁହାଯାଉଛି। ୨୦୨୨ ବିଧାନସଭା ନିର୍ବାଚନ ସମୟରେ ମଧ୍ୟ ମମତା ଆହତ ହୋଇଥିଲେ। ଏହାପୂର୍ବରୁ ସେ ଘରେ ପଡ଼ିଯିବା ପରେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି ହେବାକୁ ପଡ଼ିଥିଲା।

ପ୍ରକାଶ ଯେ, ମମତା ଦୁର୍ଗାପୁରରୁ ଆସନସୋଲ ଯାଉଥିଲେ । ସେଠାରେ ସେ ଟିଏମ୍‌ସି ପ୍ରାର୍ଥୀ ଶତ୍ରୁଘ୍ନ ସିହ୍ନାଙ୍କ ସମର୍ଥନରେ ଏକ ରାଲିକୁ ସମ୍ବୋଧିତ କରିବାର କାର୍ଯ୍ୟକ୍ରମ ଥିଲା। ମମତା ଯେତେବେଳେ ହେଲିକପ୍ଟର ଭିତରକୁ ଯାଉଥିଲେ ସେତେବେଳେ ସନ୍ତୁଳନ ହରାଇ ପଡିଯାଇଥିଲେ । ଫଳରେ ତାଙ୍କ ପାଦରେ ଆଘାତ ଲାଗିଛି ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ପରାଜୟର ଗୁମର ଖୋଲିଲେ ଦଳୀୟ ବିଧାୟକ ଗୌତମବୁଦ୍ଧ ଦାସ, କହିଲେ ଅଧିକ…

ଭୁବନେଶ୍ୱର,୧୩ା୬: ପୁଣି ଥରେ ବିଜେଡି ପରାଜୟର କଥା ଦୋହରାଇଛନ୍ତି ବିଜେଡିର ଭୋଗରାଇ ବିଧାୟକ ଗୌତମବୁଦ୍ଧ ଦାସ। ନିଜ ନିର୍ବାଚନ ମଣ୍ଡଳୀର ଏକ କାର୍ଯ୍ୟକ୍ରମରେ ବିଧାୟକ ବିଜେଡିର ପରାଜୟ…

ଅଧିନାୟକ ହେବା ପରେ, ମୁମ୍ବାଇର ୱର୍ଲିରେ ବିଳାସପୂର୍ଣ୍ଣ ଆପାର୍ଟମେଣ୍ଟ ନେଲେ ଶ୍ରେୟସ ଆୟର; ଭଡା ଜାଣିଲେ ଆଶ୍ଚର୍ଯ୍ୟ ହେବେ

ମୁମ୍ବାଇ,୧୩।୬: ଶ୍ରେୟସ ଆୟରଙ୍କୁ ସମ୍ପ୍ରତି ଭାରତୀୟ ଟି-୨୦ ଦଳର ଅଧିନାୟକ ଦାୟିତ୍ୱ ଦିଆଯାଇଛି। ବର୍ତ୍ତମାନ, ସେ ମୁମ୍ବାଇର ହାଇକଷ୍ଟ ୱାର୍ଲି ଅଞ୍ଚଳରେ ଏକ ବିଳାସପୂର୍ଣ୍ଣ ଆପାର୍ଟମେଣ୍ଟ ଭଡା…

ମାତ୍ର ୧୦ ବର୍ଷ ବୟସରେ କମାଲ କଲେଣି ବୈଭବ ସୂର୍ଯ୍ୟବଂଶୀଙ୍କ ସାନ ଭାଇ

ପାଟନା,୧୩।୬: ବୈଭବ ସୂର୍ଯ୍ୟବଂଶୀ ତାଙ୍କ ବ୍ୟାଟିଂରେ ଚହଳ ସୃଷ୍ଟି କରି ଟିମ ଇଣ୍ଡିଆରେ ସ୍ଥାନ ପାଇଥିଲେ ଏବଂ ଏବେ ତାଙ୍କ ସାନ ଭାଇ ସମାନ ପ୍ରଭାବ ପକାଇବାକୁ…

ରେଲେଓ଼୍ବ ଭର୍ତ୍ତି ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର, ରେଳମନ୍ତ୍ରୀ କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୩।୬: ନୂଆଦିଲ୍ଲୀରେ ଶୁକ୍ରବାର ଇଣ୍ଡିଆନ ରେଳବାଇର ବରିଷ୍ଠ ଅଧିକାରୀମାନଙ୍କ ସହ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ରେଳବାଇ ନିଯୁକ୍ତି ବୋର୍ଡ (RRB) ର ନିଯୁକ୍ତି ପ୍ରକ୍ରିୟାକୁ ନେଇ ଏକ…

ପଟ୍ଟାଜମିରେ ଚାଲିଥିଲା ମାଇନିଂ ଗାଡ଼ି, ପ୍ରଶାସନର ପ୍ରତିଶ୍ରୁତି ପରେ ବି ମିଳିଲାନି ନ୍ୟାୟ, ଶେଷରେ…

ବଣାଇଁ,୧୩ା୬(ପ୍ରଦୀପ ତ୍ରିପାଠୀ): ଖଣି ସମୃଦ୍ଧ ସୁନ୍ଦରଗଡ଼ ଜିଲା କୋଇଡ଼ା ଅଞ୍ଚଳରୁ ଆସିଛି ପ୍ରଶାସନିକ ଅବହେଳା ଓ ଜନ ଅସନ୍ତୋଷର ଏକ ସାଂଘାତିକ ଚିତ୍ର। ନିଜ ପଟ୍ଟା ଜମି…

ଭାରତୀୟ ବାୟୁସେନା ବିମାନ କ୍ରାଶ୍‌: ୫ ଯବାନ ଶହୀଦ

ନୂଆଦିଲ୍ଲୀ,୧୩।୬: ଶନିବାର ଆସାମର ଜୋରହାଟରେ ଏକ ଭାରତୀୟ ବାୟୁସେନା (IAF) AN-32 ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଘଟଣାରେ ପାଞ୍ଚ ଜଣ ବାୟୁସେନା କର୍ମଚାରୀ ପ୍ରାଣ ହରାଇଛନ୍ତି।…

ଲେଫ୍ଟନାଣ୍ଟ ଜେନେରାଲ ଧୀରଜ ସେଠଙ୍କୁ ଗୁରୁ ଦାୟିତ୍ୱ, ଜୁନ ୩୦ରେ ଦାୟିତ୍ୱ ଗ୍ରହଣ

ନୂଆଦିଲ୍ଲୀ,୧୩।୬: କେନ୍ଦ୍ର ସରକାର ଲେଫ୍ଟନାଣ୍ଟ ଜେନେରାଲ ଧୀରଜ ସେଠଙ୍କୁ ଭାରତୀୟ ସେନାର ପରବର୍ତ୍ତୀ ସେନା ମୁଖ୍ୟ ଭାବରେ ନିଯୁକ୍ତ କରିବାକୁ ନିଷ୍ପତ୍ତି ନେଇଛନ୍ତି। ବର୍ତ୍ତମାନ ଉପ ସେନା…

ବୁର୍ଲା ଏମସିଏଲର ମହିଳା କର୍ମଚାରୀଙ୍କ ଆତ୍ମହତ୍ୟା, କ୍ୱାର୍ଟରରୁ ଝୁଲନ୍ତା ମୃତଦେହ ଉଦ୍ଧାର

ସମ୍ବଲପୁର,୧୩।୬,(ପ୍ରମୋଦ ବହିଦାର): ବୁର୍ଲା ଆନନ୍ଦ ବିହାର ସ୍ଥିତ ମହାନଦୀ କୋଲଫିଲ୍ଡସ ଲିମିଟେଡ(ଏମସିଏଲ)ର ଜଣେ ମହିଳା କର୍ମଚାରୀ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି। ମୃତ ମହିଳା ଜଣକ ହେଉଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri