ବ୍ରିଟେନ୍‌ରେ ହିନ୍ଦୁ ବିରୋଧୀ ହିଂସା ନିନ୍ଦା କଲା ଭାରତ

ଲଣ୍ଡନ,୧୯।୯: ବ୍ରିଟେନର ଲିସେଷ୍ଟରରେ ହିନ୍ଦୁଙ୍କ ପ୍ରତି ହିଂସାତ୍ମକ ଅପରାଧ ଘଟଣାକୁ ଲଣ୍ଡନ ସ୍ଥିତ ଭାରତୀୟ ଉଚ୍ଚାୟୁକ୍ତ ସୋମବାର ଦୃଢ଼ ନିନ୍ଦା କରିଛି। ହିନ୍ଦୁ ଧର୍ମସ୍ଥଳୀରେ ହିଂସା ଓ ଭଙ୍ଗାରୁଜା ଘଟଣାର ଦୃଢ଼ ପ୍ରତିବାଦ କରାଯାଉଛି ବୋଲି ଉଚ୍ଚାୟୁକ୍ତଙ୍କ ପକ୍ଷରୁ କୁହାଯାଇଛି। ଏ ସମ୍ପର୍କରେ ବ୍ରିଟେନ୍‌ ଉଚ୍ଚ କର୍ତ୍ତୃପକ୍ଷଙ୍କ ଦୃଷ୍ଟି ଆକର୍ଷଣ କରାଯିବା ସହ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଦାବି କରାଯାଇଛି। ଏଥିସହ ହିନ୍ଦୁ ସମ୍ପ୍ରଦାୟଙ୍କୁ ସୁରକ୍ଷା ଯୋଗାଇ ଦେବା ଲାଗି ଭାରତୀୟ ଉଚ୍ଚାୟୁକ୍ତ ବ୍ରିଟେନ୍‌ କର୍ତ୍ତୃପକ୍ଷଙ୍କୁ କହିଛନ୍ତି। ଏହି ଘଟଣାରେ ୨ ଜଣଙ୍କୁ ଗିରଫ କରାଯାଇଥିବା ଲିସେଷ୍ଟରଶାୟାର ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଧୁକ ଦେଖାଇ ମାଗୁଥିଲେ ସୁନା ଗହଣା: ପନିକି ଫୋପାଡିଲେ ମହିଳା, ପରେ…

ପାଟଣା, ୧୩/୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ମୁରୁସୁଆଁ ଗ୍ରାମରେ ମଙ୍ଗଳବାର ମଧ୍ୟାହ୍ନରେ ବନ୍ଧୁକ ଦେଖାଇ ଲୁଟ୍‌ ଉଦ୍ୟମ ହୋଇଛି। ଘରେ…

ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା, ଆଳି କଲେଜରେ ସାଇନ୍‌ ଡାଏ ଘୋଷଣା

କେନ୍ଦ୍ରାପଡ଼ା/ଆଳି, ୧୩।୧୦(ଜଗନ୍ନାଥ ଧଳ/ବନମାଳୀ ସେନାପତି) କେନ୍ଦ୍ରାପଡ଼ା ଜିଲା ଆଳି ବ୍ଲକ୍‌ ଅନ୍ତର୍ଗତ ଆୟତପୁରସ୍ଥିତ ଲକ୍ଷ୍ମୀବରାହ ଜୀଉ ଡିଗ୍ରୀ କଲେଜରେ ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା ଦେଖାଦେଇଛି।…

ଝୁଲିପଡ଼ିଲେ +୨ ଛାତ୍ର, କାରଣ ଜାଣିଲେ…

ଡେରାବିଶ,୧୩ା୧୦(ବେବର୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ଡେରାବିଶ ବ୍ଳକ ବାରିମୂଳ ପଞ୍ଚାୟତ ରାୟପୁର ଗ୍ରାମର ବିରକିଶୋର ମଳିକଙ୍କ ପୁଅ ଚନ୍ଦନ(୧୭) ବେକରେ ରଶି ଲଗାଇ…

ଗେଟ୍‌ରେ ତାଲା, ବାହାରେ ଘଣ୍ଟା ଘଣ୍ଟା ଅପେକ୍ଷା କଲେ ଛାତ୍ରୀଛାତ୍ର: ଅଧ୍ୟକ୍ଷଙ୍କ ନିରବତାକୁ ନେଇ ଅସନ୍ତୋଷ

ମୋହନା, ୧୩।୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ୍‌ରେ ଥିବା ଏକମାତ୍ର ଶିଳ୍ପ ତାଲିମ କେନ୍ଦ୍ରରେ ଛାତ୍ରଛାତ୍ରୀଙ୍କୁ ଗେଟ୍‌ ବାହାରେ ଅପେକ୍ଷା କରିବାକୁ ପଡ଼ୁଥିବା ଘଟଣାକୁ ନେଇ…

SIRକୁ ନେଇ ରାଜନୈତିକ ହଟଚମଟ ମଧ୍ୟରେ ଭାଜପାର ବଡ଼ ବିଜୟ, ବିରୋଧୀଙ୍କୁ ଲାଗିଲା ଝଟ୍‌କା

ଗାନ୍ଧୀନଗର,୧୩।୧୦: ଗୁଜରାଟରେ ସ୍ଥାନୀୟ ନିକାୟ ନିର୍ବାଚନର ଭୋଟ ଗଣତି ଶେଷ ହେବା ପରେ ଗାନ୍ଧୀନଗର ମ୍ୟୁନିସିପାଲ କର୍ପୋରେସନ, ଓଖା ଓ ଥାରାରେ ଭାଜପା ଚମତ୍କାର ବିଜୟ ହାସଲ…

ବଡ଼ ନିଷ୍ପତ୍ତି; ଅକ୍ଟୋବର ୧୫ରୁ UPI ଉପରେ ଲାଗୁ ହେବନି MDR ଚାର୍ଜ, ଜାଣନ୍ତୁ କେବେଠୁ…

ନୂଆଦିଲ୍ଲୀ,୧୩।୧୦: ଡିଜିଟାଲ୍‌ ପେମେଣ୍ଟକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । UPI ପେମେଣ୍ଟ୍‌ ଉପରେ ନୂଆ ଚାର୍ଜ ଲାଗୁ କରିବା ନିଷ୍ପତ୍ତିକୁ ଦୀପାବଳି ପର୍ଯ୍ୟନ୍ତ ସ୍ଥଗିତ…

ଆଇପିଏଲ୍‌ ୨୦୨୭ରେ ଖେଳିବେ କି ଧୋନି? ବଡ଼ ଖୁଲାସା କଲେ….

ନୂଆଦିଲ୍ଲୀ,୧୩।୧୦: ଆଇପିଏଲ୍‌ର ସଫଳତମ ଫ୍ରାଞ୍ଚାଇଜି ମଧ୍ୟରୁ ଅନ୍ୟତମ ଚେନ୍ନାଇ ସୁପର କିଙ୍ଗ୍ସ (CSK)ର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂହ ଧୋନିଙ୍କ ଭବିଷ୍ୟତକୁ ନେଇ ପୁଣି ଚର୍ଚ୍ଚା ଜୋର…

ଛାତ୍ର ସଂସଦ ନିର୍ବାଚନକୁ ନେଇ ବିଜେଡିର କାର୍ଯ୍ୟାନୁଷ୍ଠାନ: ୩ ଜଣ ନିଲମ୍ବିତ

ଭୁବନେଶ୍ୱର,୧୩।୧୦: ଛାତ୍ର ସଂସଦ ନିର୍ବାଚନକୁ କେନ୍ଦ୍ର କରି ଦଳବିରୋଧୀ କାର୍ଯ୍ୟ ଅଭିଯୋଗରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ୩ ଜଣଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?