ଅଷ୍ଟ୍ରେଲିଆରେ ହିନ୍ଦୁ ମନ୍ଦିର ଭଙ୍ଗାରୁଜାକୁ ନିନ୍ଦା କଲା ଭାରତ

ବ୍ରିସ୍‌ବେନ୍‌/ନୂଆଦିଲ୍ଲୀ,୪ା୩: ଅଷ୍ଟ୍ରେଲିଆରେ ହିନ୍ଦୁ ମନ୍ଦିର ଉପରେ ଆକ୍ରମଣ ବନ୍ଦ ହେବାର ନାଁ ନେଉନି। ଶନିବାର ବ୍ରିସବେନର ଶ୍ରୀ ଲକ୍ଷ୍ମୀନାରାୟଣ ମନ୍ଦିରରେ ଖଲିସ୍ତାନ ସମର୍ଥକଙ୍କ ଦ୍ୱାରା ଭଙ୍ଗାରୁଜା କରାଯାଇଛି। ମନ୍ଦିରର ସଭାପତି ସତୀନ୍ଦର ଶୁକ୍ଳା କହିଛନ୍ତି, ଆଜି ସକାଳେ ମନ୍ଦିରର ପୁରୋହିତ ଏବଂ ଭକ୍ତମାନେ ଫୋନ୍‌ କରି ଆମ ମନ୍ଦିରର ସୀମାରେ ଥିବା ଭଙ୍ଗାରୁଜା ବିଷୟରେ ମୋତେ ଜଣାଇଥିଲେ। ଏହି ଭଙ୍ଗାରୁଜାକୁ ଭାରତ ନିନ୍ଦା କରିଛି। ଏଥିସହ କାନବେରାରେ ଅଷ୍ଟ୍ରେଲିଆ ସରକାରଙ୍କ ବିରୋଧରେ ଏହି ମାମଲା ଉଠାଇଛି ଏବଂ ଅପରାଧୀଙ୍କ ବିରୋଧରେ ଶୀଘ୍ର ତଦନ୍ତ କରିବାକୁ ଦାବି କରିଛି।

ଏମ୍‌ଇଏ ମୁଖପାତ୍ର ଅରିନ୍ଦମ ବାଗ୍‌ଚି ଆଶ୍ୱାସନା ଦେଇଛନ୍ତି, ‘ଅଷ୍ଟ୍ରେଲିଆରେ ଆମର କନ୍‌ସୁଲେଟ ଜେନେରାଲ ସ୍ଥାନୀୟ ପୋଲିସ ସହ ଏହି ମାମଲା ନେଇଛନ୍ତି। ଅପରାଧୀଙ୍କ ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନିଆଯିବ। ଭବିଷ୍ୟତରେ ଏପରି ଘଟଣାକୁ ରୋକିବା ପାଇଁ ଆମେ ଅନୁରୋଧ କରିଛୁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫ ବର୍ଷ ମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ବିଦେଶ ଗସ୍ତରେ କେତେ ଖର୍ଚ୍ଚ ହୋଇଛି? ସଂସଦରେ ତଥ୍ୟ ପ୍ରକାଶ କଲେ ସରକାର

ନୂଆଦିଲ୍ଲୀ,୬।୮: ବୈଦେଶିକ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ପବିତ୍ରା ମାର୍ଗେରିଟା ଗୁରୁବାର (ଅଗଷ୍ଟ ୬) ସଂସଦରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୨୦୨୬ରେ ସରକାରୀ ବିଦେଶ ଗସ୍ତରେ ହୋଇଥିବା ଖର୍ଚ୍ଚ ସମ୍ପର୍କରେ…

ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଫୋନ କଲେ ନେତାନ୍ୟାହୁ, ଜାଣନ୍ତୁ କ’ଣ କହିଲେ

ନୂଆଦିଲ୍ଲୀ,୬।୮: ମଧ୍ୟପ୍ରାଚ୍ୟରେ ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଫୋନ କରିଥିଲେ। ସେମାନେ…

Gen Zକୁ ନେଇ ବଡ଼ ବୟାନଦେଲେ ମୋହନ ଭାଗବତ, ରାଜନୈତିକ ମହଲରେ ଉଠିଲାଣି ବିରାଟ ଝଡ଼!

ନୂଆଦିଲ୍ଲୀ,୬।୮: Gen Zଙ୍କ ସହ ଜଡିତ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆରଏସଏସ) ମୁଖ୍ୟ ଡକ୍ଟର ମୋହନ ଭାଗବତ କହିଥିଲେ ଯେ ଯଦି ସ୍ବର…

ଛେଳି ଚରାଇବାକୁ ଯାଇଥିବା ବେଳେ କାମୁଡ଼ି ଦେଲା ସାପ, ତାପରେ….

ଛତ୍ରପୁର,୬।୮(ଦିଲ୍ଲୀପି ସାମଲ /ଦ୍ଵାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ରମ୍ଭା ଥାନା ଅନ୍ତର୍ଗତ କାଠଗଡା ଗ୍ରାମରେ ସାପ କାମୁଡ଼ାରେ ଜଣେ ଛେଳି ଚରାଳିଙ୍କ ମୃତ୍ୟୁ ହୋଇଛି । ମୃତକ…

ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ଗୃହ ନିର୍ମାଣ ଦାବି

କୋରାପୁଟ,୬ା୮(ଅମିତାଭ ବେହେରା): କୋରାପୁଟ ଜିଲାର ନନ୍ଦପୁର ବ୍ଲକ ଅନ୍ତର୍ଗତ ମାଳିବେଲଗାଁ ପଞ୍ଚାୟତର ଛେଲିଆମୁଣ୍ଡା ଗ୍ରାମରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଗୃହ ନିର୍ମାଣ କରିବା ପାଇଁ…

ଅମିତ ଶାହାଙ୍କୁ ଭେଟି ବଡ଼ ଦାବି କଲେଣି ତିନି ବିଦ୍ରୋହୀ ମୁସଲିମ ଟିଏମସି ଏମପି

ନୂଆଦିଲ୍ଲୀ,୬।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଦଳ (TMC) ବିରୋଧରେ ବିଦ୍ରୋହ କରିଥିବା ତିନି ଜଣ ଏମପି ଆବୁ ତାହିର ଖାନ, ୟୁସୁଫ ପଠାନ ଏବଂ ଖଲିଲୁର…

ରିଷିଡା ଡାକ୍ତରଖାନାରେ ସ୍ୱାସ୍ଥ୍ୟସେବା ବିପର୍ଯ୍ୟସ୍ତ; ଛୁଟିରେ ଡାକ୍ତର, ରୋଗୀ ହନ୍ତସନ୍ତ

ରିଷିଡା, ୬।୮(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକର ରିଷିଡା ସ୍ଥିତ ସରକାରୀ ଡାକ୍ତରଖାନାରେ କାର୍ଯ୍ୟରତ ଡାକ୍ତର ଆଜକୁ ପ୍ରାୟ ୨ମାସ ହେଲା ଛୁଟିରେ ରହିଛନ୍ତି । ଫଳରେ ରୋଗୀ…

ଗିଲଙ୍କୁ ନେଇ ବଢିଲା ଟିମ ଇଣ୍ଡିଆର ଟେନସନ! ଶ୍ରୀଲଙ୍କା ଟେଷ୍ଟ ସିରିଜ ପୂର୍ବରୁ…

ନୂଆଦିଲ୍ଲୀ,୬।୮: ଶୁବମନ ଗିଲଙ୍କ ନେତୃତ୍ୱରେ ଟିମ ଇଣ୍ଡିଆ ଅଗଷ୍ଟ ୧୫ରୁ ଶ୍ରୀଲଙ୍କାରେ ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଖେଳିବାକୁ ଯାଉଛି। ଏହା ପୂର୍ବରୁ, ‘ମେନ ଇନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri