Posted inଜାତୀୟ

ଭଗବତ୍‌ ଗୀତା ପାର୍କ ଭଙ୍ଗାରୁଜାକୁ ଘୃଣା ହିଂସା କହି ନିନ୍ଦାକଲା ଭାରତ

ନୂଆଦିଲ୍ଲୀ,୩।୧୦ : କାନାଡାର ବ୍ରମ୍ପଟନ୍‌ ସ୍ଥିତ ଶ୍ରୀ ଭଗବତ୍‌ ଗୀତା ପାର୍କରେ ଦୁର୍ବୃତ୍ତମାନେ ଭଙ୍ଗାରୁଜା କରିଛନ୍ତି। ଏଭଳି ଘୃଣା ହିଂସାକୁ ଭାରତ ପକ୍ଷରୁ ନିନ୍ଦା କରାଯାଇଛି। କାନାଡା କର୍ତ୍ତୃପକ୍ଷ ଏବଂ ପୋଲିସ ଘଟଣାର ତଦନ୍ତ କରି ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଲାଗି ଭାରତୀୟ ଉଚ୍ଚାୟୁକ୍ତ ଅନୁରୋଧ କରିଛନ୍ତି। ପୂର୍ବରୁ ଟ୍ରୟର୍ସ ପାର୍କ ଭାବେ ଜଣାଶୁଣା ଥିବା ଏହି ପାର୍କକୁ ଭଗବତ ଗୀତା ନାମରେ ନାମିତ କରାଯାଇ ଗତ ମାସ ୨୮ରେ ଏହାର ଶୁଭାରମ୍ଭ କରାଯାଇଥିଲା। କାନାଡ଼ାରେ ଭାରତ ବିରୋଧୀ କାର୍ଯ୍ୟ ଓ ଘୃଣିତ ଅପରାଧ ବଢ଼ୁଥିବାରୁ ସେଠାରେ ଥିବା ଭାରତୀୟଙ୍କୁ ୧୦ ଦିନ ପୂର୍ବରୁ ସତର୍କ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନେହେରୁଙ୍କୁ କାହିଁକି ଘୃଣା କରୁଛନ୍ତି କେନ୍ଦ୍ର ସରକାର, ସଞ୍ଜୟଙ୍କ ପ୍ରଶ୍ନ…

ମୁମ୍ବାଇ,୫।୯: ଶିବସେନା ଏମ୍‌ପି ସଞ୍ଜୟ ରାଉତ ରବିବାର କେନ୍ଦ୍ର ସରକାରଙ୍କ ବିରୋଧରେ ଏକ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ ଭାରତର ସ୍ବାଧିନତାର ୭୫ ତମ...

ମୋଦି ଦିଅନ୍ତୁ ଇସ୍ତଫା, ତେଜସ୍ବୀ କାହିଁକି ଦେବେ: ତେଜପ୍ରତାପ…

ପାଟନା,୪।୭ : ରାଷ୍ଟ୍ରhୟ ଜନତା ଦଳ (ଆରଜେଡି) ସୁପ୍ରିମୋ ତଥା ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ ଯାଦବଙ୍କ ବଡ଼ ପୁଅ ଏବଂ ବିହାର ସରକାରଙ୍କ...

ଆଜି ପ୍ରଚାରର ଶେଷ ଦିନ: ନନ୍ଦିଗ୍ରାମରେ ଶାହା-ମମତା ମୁହାଁମୁହିଁ

କୋଲକାତା,୩୦।୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟଗ୍ରହଣ ଏପ୍ରିଲ ୧ରେ ଅନୁଷ୍ଠିତ ହେବ। ଆଜି ପ୍ରଚାରର ଶେଷ ଦିନ ହୋଇଥିବାରୁ ନନ୍ଦିଗ୍ରାମରେ ଏକ ନିର୍ବାଚନ...

ଶାହାଙ୍କୁ ଭେଟିଲେ ପଞ୍ଜାବ ମୁଖ୍ୟମନ୍ତ୍ରୀ: ଏହି ପ୍ରସଙ୍ଗରେ ହେଲା ଆଲୋଚନା

ନୂଆଦିଲ୍ଲୀ,୯।୧୨: ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗଓ୍ବନ୍ତ ମାନ ଶୁକ୍ରବାର କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିଛନ୍ତି। ସଂସଦ ଭବନରେ ମାନ ଶାହାଙ୍କୁ ଭେଟିବା ସହ ଅନେକ ପ୍ରସଙ୍ଗରେ...

ଦୋହଲିଲା ମୂଳଦୁଆ

ଚମୋଲି/ନୂଆଦିଲ୍ଲୀ,୧୪ା୧: ଉତ୍ତରାଖଣ୍ଡର ଚମୋଲି ଜିଲା ଜୋଷୀମଠର ମୂଳଦୁଆ ଦୋହଲିଯାଇଛି। ଗତ ଡିସେମ୍ବର ୨୭ରୁ ଜାନୁୟାରୀ ୮ ତାରିଖ (ମାତ୍ର ୧୨ ଦିନ) ଭିତରେ ଏହି ଧର୍ମନଗରୀ...

ଗୋଟିଏ ମଣ୍ଡପରେ ମା’-ଝିଅ କଲେ ବିବାହ

ରାଞ୍ଚି,୯।୨: ଝାଡ଼ଖଣ୍ଡରେ ଗୋଟିଏ ବିବାହ ମଣ୍ଡପରେ ମା’ ଏବଂ ଝିଅଙ୍କର ବିବାହ ସମ୍ପନ୍ନ ହୋଇଛି। ଏହି ବିବାହକୁ ଦେଖିବା ପାଇଁ ବହୁ ଲୋକଙ୍କ ସମାଗମ ହୋଇଥିଲା।...

ବିପିଏଲ କାର୍ଡଧାରୀଙ୍କ ପାଇଁ ଶସ୍ତା ହେବ ପେଟ୍ରୋଲ

ରାଞ୍ଚି,୨୯।୧୨: ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ବୁଧବାର ରାଜ୍ୟର ବିପିଏଲ କାର୍ଡଧାରୀମାନଙ୍କୁ ଏକ ବଡ଼ ଉପହାର ଦେଇଛନ୍ତି। ବିପିଏଲ କାର୍ଡଧାରୀଙ୍କ ପାଇଁ ପେଟ୍ରୋଲ ଦର ହ୍ରାସ...

ଇତିହାସରେ ପ୍ରଥମ ଥର: ଷ୍ଟାଚ୍ୟୁ ଅଫ୍ ୟୁନିଟି ପର୍ଯ୍ୟନ୍ତ ୮ ଟ୍ରେନ୍‌କୁ ଗ୍ରୀନ୍ ସିଗନାଲ

ନୂଆଦିଲ୍ଲୀ,୧୭ ।୧: ଗୁଜରାଟର କେବଡିୟାରେ ନିର୍ମାଣ କରାଯାଇଥିବା ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ଆକାଶ ଛୁଆଁ ପ୍ରତିମାକୁ ବିଶ୍ୱ ପର୍ଯ୍ୟଟନ ନକ୍ସାରେ ସ୍ଥାନ ଦେବାକୁ ପ୍ରଧାନମନ୍ତ୍ରୀ...

Advertisement
Archives

Model This Week