Posted inଜାତୀୟ

ଭାଜପାରେ ଶିବରାଜ ପାଟିଲଙ୍କ ବୋହୂ

ମୁମ୍ବାଇ,୩୧।୩: ପୂର୍ବତନ ଲୋକ ସଭା ବାଚସ୍ପତି ତଥା ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ବୋହୂ ଅର୍ଚ୍ଚନା ପାଟିଲ ଚନ୍ଦୁରକର ଶନିବାର ଭାଜପାରେ ଯୋଗଦେଇଛନ୍ତି। ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ୍‌ନବିସ ଏବଂ ଭାଜପା ରାଜ୍ୟ ସଭାପତି ଚନ୍ଦ୍ରଶେଖର ବଓ୍ବାନକୁଲେଙ୍କ ଉପସ୍ଥିତିରେ ଅର୍ଚ୍ଚନା ପଦ୍ମ ଧରିଛନ୍ତି। ସେ ଉଦ୍‌ଗିରସ୍ଥିତ ଲାଇଫ୍‌କେୟାର ହସ୍ପିଟାଲ ଆଣ୍ଡ ରିସର୍ଚ୍ଚ ସେଣ୍ଟରର ଅଧ୍ୟକ୍ଷା ଥିବାବେଳେ ତାଙ୍କ ସ୍ବାମୀ ଶୈଳେଶ ପାଟିଲ ଚନ୍ଦୁରକର କଂଗ୍ରେସର ରାଜ୍ୟ ସମ୍ପାଦକ ଅଛନ୍ତି। ଶିବରାଜ ୨୦୦୪-୨୦୦୮ ଉପା ସରକାରରେ ସ୍ବରାଷ୍ଟ୍ର ମନ୍ତ୍ରୀ ଥିଲେ। ସ୍ବାଧୀନ ଏମ୍‌ପି ନବନୀତ ରାଣା ମଧ୍ୟ ନାଗପୁରରେ ଭାଜପାରେ ସାମିଲ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତାଙ୍କୁ ଆକ୍ରମଣ, ଚାପୁଡ଼ା ମାରି….

ଜୟପୁର,୧୫।୬: ରାଜସ୍ଥାନର ଜୟପୁରରେ କକ୍ରୋଚ୍ ଜନତା ପାର୍ଟିର ଅଭିଜିତ୍ ଦୀପକେଙ୍କୁ ଚାପୁଡ଼ା ମାଡ଼ ହୋଇଛି । ରିପୋର୍ଟ ଅନୁଯାୟୀ, ଜଣେ ଅଜଣା ଯୁବକ ଏକ ପ୍ରତିବାଦ ସମୟରେ…

ସରକାରଙ୍କ ବଡ଼ ପ୍ରସ୍ତୁତି, ଖୁବଶୀଘ୍ର ଶସ୍ତା ହେବ ପେଟ୍ରୋଲ୍-ଡିଜେଲ୍‌! ଏତିକି ଟଙ୍କା କମିବ

ନୂଆଦିଲ୍ଲୀ,୧୫।୬: ଆମେରିକା-ଇରାନ ଚୁକ୍ତିନାମା ଘୋଷଣା ପରେ ଅଶୋଧିତ ତୈଳ ଦର ହ୍ରାସ ପାଇଛି । ସୋମବାର ପ୍ରାରମ୍ଭିକ ବାଣିଜ୍ୟ ସମୟରେ, ଅନ୍ତର୍ଜାତୀୟ ଅଶୋଧିତ ତୈଳ ଦର ୪% ରୁ…

ଆମେରିକା-ଇରାନ ମଧ୍ୟରେ ଶାନ୍ତି ଚୁକ୍ତିକୁ ଭାରତର ସ୍ବାଗତ: ପ୍ରଧାନମନ୍ତ୍ରୀ ମୋଦି କହିଲେ, ମୁଁ ଏହି ଚୁକ୍ତିକୁ…

ନୂଆଦିଲ୍ଲୀ,୧୫।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକା ଏବଂ ଇରାନ ମଧ୍ୟରେ ହୋଇଥିବା ଶାନ୍ତି ଚୁକ୍ତିକୁ ସ୍ବାଗତ କରିଛନ୍ତି। ଏହି ଚୁକ୍ତି ଏହି ଅଞ୍ଚଳରେ ଶାନ୍ତି ଏବଂ ସ୍ଥିରତା…

ଆମେରିକା-ଇରାନ ଚୁକ୍ତି ଭାରତର ବଲ୍ଲେ-ବଲ୍ଲେ: ପାଇବ ସର୍ବାଧିକ ଲାଭ

ନୂଆଦିଲ୍ଲୀ,୧୫।୬: ମାସ ମାସର ସଂଘର୍ଷ ପରେ, ଶେଷରେ ଆମେରିକା ଏବଂ ଇରାନ ମଧ୍ୟରେ ଏକ ଶାନ୍ତି ଚୁକ୍ତିନାମା ହୋଇଛି। ଡୋନାଲ୍ଡ ଟ୍ରମ୍ପ ଏବଂ ପାକିସ୍ତାନୀ ପ୍ରଧାନମନ୍ତ୍ରୀ ଶେହବାଜ…

ଘାସ କାଟିବାକୁ ଯାଇଥିଲେ ମହିଳା, ନିଶାଦେଇ ଗଣବଳାତ୍କାର କଲେ ୫ ଯୁବକ: ଆଉ ତା’ପରେ…

ମୁଜାଫରନଗର(ଉତ୍ତର ପ୍ରଦେଶ), ୧୫ା୬ (ପି.ଟି.):ଉତ୍ତର ପ୍ରଦେଶର ମୁଜାଫରନଗର ଜିଲାରେ ଜଣେ ୨୪ ବର୍ଷୀୟା ମହିଳାଙ୍କୁ ନିଶାଦ୍ରବ୍ୟ ପିଆଇ ୫ ଜଣ ଯୁବକ ଗଣବଳାତ୍କାର କରିଥିବା ରବିବାର ପୋଲିସ…

ହଜାର ହଜାର ଟଙ୍କା ବଢିଲା ସୁନା-ରୁପା ଦର: ୧୦ ଗ୍ରାମ ପିଛା ଅଛି…

ନୂଆଦିଲ୍ଲୀ,୧୫।୬: ବିଶ୍ୱ ସ୍ତରରେ ଘଟୁଥିବା ଭୂରାଜନୈତିକ ପରିବର୍ତ୍ତନର ସିଧାସଳଖ ପ୍ରଭାବ ଆଜି ଘରୋଇ ଅଳଙ୍କାର ବଜାର ଉପରେ ପଡ଼ିଛି। ଆମେରିକା ଏବଂ ଇରାନ ମଧ୍ୟରେ ଏକ ଶାନ୍ତି…

ଥାନା ଭିତରେ ଝିଅଙ୍କୁ ଛୁରିଭୁସି ହତ୍ୟାକଲେ ବାପା: କାରଣ ଜାଣିଲେ ଗୋଡ଼ ତଳୁ ଖସିଯିବ ମାଟି

ଲକ୍ଷ୍ନୌ,୧୫ା୬:ଉତ୍ତରପ୍ରଦେଶର ବାନ୍ଦା ଜିଲା ଅନ୍ତର୍ଗତ ବଦୌସା ଥାନା ଭିତରେ ଶୁକ୍ରବାର ଜଣେ ୧୯ ବର୍ଷୀୟା ଯୁବତୀଙ୍କୁ ତାଙ୍କ ବାପା ଛୁରିଭୁସି ହତ୍ୟା କରିଛନ୍ତି। ବାନ୍ଦା ଏସ୍‌ପି ପଳାଶ…

ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆଡମିଟ୍‌ କାର୍ଡ ଜାରି, ଜୁନ୍‌ ୨୧ରେ…

ନୂଆଦିଲ୍ଲୀ,୧୪ା୬ : ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆସନ୍ତା ୨୧ରେ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥିପାଇଁ ପରୀକ୍ଷା ପରିଚାଳନାକାରୀ ସଂସ୍ଥା ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଆଡମିଟ୍‌ କାର୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri