ଦେଶରେ ହ୍ରାସ ପାଉଛି କରୋନା ସଂକ୍ରମିତଙ୍କ ସଂଖ୍ୟା: ଗତ ୨୪ଘଣ୍ଟାରେ ୩୮ହଜାର ପଜିଟିଭ୍‌ ଚିହ୍ନଟ

ନୂଆଦିଲ୍ଲୀ,୩।୧୧: ଦେଶରେ ଏବେ ବି କରୋନା ପ୍ରକୋପ ଜାରି ରହିଛି। ଯେ ପର୍ଯ୍ୟନ୍ତ କରୋନା ମୁକାବିଲା ପାଇଁ କୌଣସି ଔଷଧ ବା ଟିକା ଆସିନାହିଁ ସେଯାଏଁ ଅବହେଳାର ପ୍ରଶ୍ନ ଉଠୁନାହିଁ। ଯାହା ଏହି ଯୁଦ୍ଧର ଏବେ ମୂଳ ଲକ୍ଷ୍ୟ ପାଲଟିଛିି। କିନ୍ତୁ ପ୍ରତିଦିନ ଦେଖାଯାଉଥିବା ନୂଆ କରୋନା ମାମଲାରେ ପୂର୍ବାପେକ୍ଷା ଏବେ ହ୍ରାସ ପାଇବାରେ ଲାଗିଛି। ଏବେ ଲଗାତର ଭାବେ ସୁସ୍ଥ ହାର ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦେଶରେ ୩୮,୩୧୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏଥିରେ ୪୯୦ଜଣଙ୍କ ମୃତ୍ୟୁ ଘଟିଛି। ନୂଆ ଚିହ୍ନଟଙ୍କୁ ମିଶାଇ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପ୍ରାୟ ୮୩ ଲକ୍ଷରେ ପହଞ୍ଚିଛି। ଏନେଇ ମଙ୍ଗଳବାର କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଦେଶରେ ଏପର୍ଯ୍ୟନ୍ତ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୨,୬୭,୬୨୩ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୭୬,୦୩,୧୨୧ସୁସ୍ଥ ହୋଇଥିବା ବେଳେ ୫,୪୧,୪୦୫ ଚିକିତ୍ସାଧିନ ରହିଛନ୍ତି। ସେହିପରି କରୋନା ଜନିତ ମୃତ୍ୟୁ ସଂଖ୍ୟା ୧,୨୩,୦୯୭ରେ ପହଞ୍ଚିଛି ବୋଲି ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପତାକା ଉତ୍ତୋଳନ କଲେ ମନ୍ତ୍ରୀ ସମ୍ପଦ ସ୍ୱାଇଁ

କୋରାପୁଟ, ୧୪।୮ (ଅମିତାଭ ବେହେରା): କୋରାପୁଟ ପୋଲିସ ପଡ଼ିଆରେ ଶନିବାର ୮୦ତମ ଜିଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି…

ରାଇକିଆରେ ୮୦ତମ ସ୍ବାଧୀନତା ଦିବସ

ରାଇକିଆ,୧୫ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ଶନିବାର ୮୦ତମ ବ୍ଲକସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ପ୍ରତିକୂଳ ପାଗ ସତ୍ତ୍ବେ ବିଜୟ ହାଇସ୍କୁଲଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଇକିଆ…

ବେଆଇନ ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ; ଜଣେ ମୃତ

ଚାନ୍ଦବାଲି, ୧୫।୮ (ରତିକାନ୍ତ ବାରିକ): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ମତୋ ନିକଟସ୍ଥ ପରମାନନ୍ଦପୁର ଛକ ନିକଟରେ ଏକ ବେଆଇନ ବାଣ ଗଚ୍ଛିତ ଘରେ ଭୟାବହ ଅଗ୍ନିକାଣ୍ଡ…

ଏମିତି ସର୍ଟ ମାରିଲେ ରାହୁଲ, ଶ୍ରୀଲଙ୍କା ଖେଳାଳିଙ୍କ ମୁଣ୍ଡରେ ବାଜିଲା: ଆଉ ତା’ପରେ ଘଟିଲା…

ଗାଲେ,୧୫।୮: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଗାଲେରେ ଚାଲିଛି। ଟିମ ଇଣ୍ଡିଆ ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରୁଛି। ଅଧିନାୟକ ଶୁବମନ…

ମହିଳାଙ୍କୁ ବାନ୍ଧି ଘରୁ ସୁନାଗହଣା ଲୁଟ

ଚାନ୍ଦବାଲି,୧୫/୮(ମାନସ ବିଶ୍ୱାଳ/ରତିକାନ୍ତ ବାରିକ): ଚାନ୍ଦବାଲି ଥାନା ପାଞ୍ଚପଡା ଗ୍ରାମରେ ଶନିବାର ସକାଳୁ ଲୁଟ ହୋଇଥିବା ଥାନାରେ ଅଭିଯୋଗ ହୋଇଛି |କାଳୀମନ୍ଦିର ନିକଟସ୍ଥ ପ୍ରମୋଦ ତ୍ରିପାଠୀଙ୍କ ଘରେ ସକାଳେ…

ଶିକ୍ଷକ ନିଯୁକ୍ତି ନେଇ ମୋହନ କଲେ ବଡ଼ ଘୋଷଣା, ଏତେଜଣଙ୍କୁ ମିଳିବ ଚାକିରି…

ଭୁବନେଶ୍ୱର,୧୫।୮: ଭୁବନେଶ୍ୱର ମହାତ୍ମା ଗାନ୍ଧୀ ମାର୍ଗରେ ୮୦ତମ ସ୍ୱାଧୀନତା ଦିବସ ଅବସରରେ ତ୍ରିରଙ୍ଗା ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ । ସ୍ୱାଧୀନତା ଦିବସ ଅବସରରେ ଓଡ଼ିଶାବାସୀ ଓ…

ପରିତ୍ୟକ୍ତ ଖାଦାନରେ ବୁଡ଼ି ଯୁବକ ନିଖୋଜ

ରାଉରକେଲା, ୧୫/୮ (ସଙ୍ଗୀତା ଜେନା): ଝିରପାଣି ଥାନା ଅନ୍ତର୍ଗତ ଜଗଦା ଅଞ୍ଚଳରେ ଥିବା ଏକ ପରିତ୍ୟକ୍ତ ଖାଦାନରେ ବୁଡ଼ି ଜଣେ ଯୁବକ ଶନିବାର ସକାଳେ ନିଖୋଜ ହୋଇଯାଇଥିବା…

କର୍ଲାମୁଣ୍ଡାର ବିଭିନ୍ନ ଅନୁଷ୍ଠାନରେ ସ୍ବାଧୀନତା ଦିବସ, କୃତୀ ଛାତ୍ରୀଛାତ୍ରଙ୍କୁ…

କର୍ଲାମୁଣ୍ଡା,୧୫ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ପରେଡ୍‌ ପଡ଼ିଆଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri