Posted inଜାତୀୟ

ରେକର୍ଡ ଭାଙ୍ଗୁଛି କରୋନା: ଗୋଟିଏ ଦିନରେ ୭୭ ହଜାରରୁ ଅଧିକ ନୂଆ ଆକ୍ରାନ୍ତ, ୧୦୫୭ ମୃତ

ନୂଆଦିଲ୍ଲୀ,୨୮।୮: ଦେଶରେ ମହାମାରୀ କରୋନା ସଙ୍କଟ ଜାରି ରହିଛି। ଗତ ୨୪ ଘଣ୍ଟାରେ ଦେଶରେ ରେକର୍ଡ ୭୭ ହଜାର ୨୬୬ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୩ ଲକ୍ଷ ୮୭ ହଜାର ୫୦୧ରେ ପହଞ୍ଚିଛି। ସେହିପରି ୨୪ ଘଣ୍ଟାରେ ଦେଶରେ ୧୦୫୭ ଜଣଙ୍କ ମୃତ୍ୟୁ ଘଟିଛି ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ବର୍ତ୍ତମାନ ସୁଦ୍ଧା ଦେଶରେ ୩୩ ଲକ୍ଷ ୮୭ ହଜାର ୫୦୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୫ଲକ୍ଷ ୮୩ହଜାର ୯୪୮ ଜଣ ସୁସ୍ଥ ହୋଇଥିବା ବେଳେ ୬୧ ହଜାର ୫୨୯ ଜଣଙ୍କର ମୃତ୍ୟୁ ହୋଇଛି। ଏବେ ଦେଶରେ ୭ ଲକ୍ଷ ୪୨ ହଜାର ୦୨୩ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

PoKରେ ବଡ଼ ନାଟକ: ନିର୍ବାଚନ ହାରିଥିବା ନେତା ହେଲେ ନୂଆ PM! ନୱାଜଙ୍କ ଏକଚାଟିଆ ନିଷ୍ପତ୍ତିକୁ ନେଇ ହଙ୍ଗାମା

ଇସଲାମାବାଦ,୨୮।୮: ପାକିସ୍ତାନ ଅଧିକୃତ କାଶ୍ମୀର (PoK) ସାଧାରଣ ନିର୍ବାଚନ ପରେ ଏବେ ପ୍ରଧାନମନ୍ତ୍ରୀ ପଦକୁ ନେଇ ପାକିସ୍ତାନ ମୁସଲିମ୍ ଲିଗ୍-ନୱାଜ (PML-N) ଭିତରେ ଗୃହଯୁଦ୍ଧ ଓ ନାଟକୀୟ…

ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ପ୍ରସ୍ତୁତି: ଅମିତ ଶାହାଙ୍କ ବଡ଼ ବୈଠକ

ଅହମଦାବାଦ,୨୮ା୮: ଭାରତରେ ୨୦୩୦ ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ପ୍ରସ୍ତୁତି ଏବଂ ଦେଶର ୨୦୩୬ ଅଲିମ୍ପିକ ବିଡ୍‌ ସମ୍ପର୍କରେ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା…

ଅଷ୍ଟ୍ରେଲିଆରେ ଅନାୟା ବାଙ୍ଗରଙ୍କୁ ମହିଳା କ୍ରିକେଟ୍ ଖେଳିବାକୁ ଅନୁମତି: ଅସନ୍ତୋଷ ପ୍ରକାଶ କଲେ…

ନୂଆଦିଲ୍ଲୀ,୨୮।୮: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଅଲରାଉଣ୍ଡର ଓ କୋଚ୍ ସଞ୍ଜୟ ବାଙ୍ଗରଙ୍କ ଟ୍ରାନ୍ସଜେଣ୍ଡର ଝିଅ ଅନାୟା ବାଙ୍ଗରଙ୍କୁ ନେଇ କ୍ରିକେଟ୍ ଜଗତରେ ଏକ ନୂଆ ବିବାଦ…

ସୁଭଦ୍ରାର ପଞ୍ଚମ କିସ୍ତି ବଣ୍ଟନ, ବଲାଙ୍ଗୀରର ୩ ମହିଳା ସ୍ବାବଲମ୍ବୀ ହୋଇଥିବାରୁ…

ବଲାଙ୍ଗୀର,୨୮ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ‘ସୁଭଦ୍ରା’ ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ନେଇ ଜିଲାସ୍ତରୀୟ କାର୍ଯ୍ୟକ୍ରମ ଭୀମଭୋଇ ମେଡିକାଲ କଲେଜ ଓ ହସ୍ପିଟାଲର ଅଡିଟୋରିୟମରେ ଅନୁଷ୍ଠିତ…

ଗଞ୍ଜାମର ୯ ଲକ୍ଷରୁ ଊର୍ଦ୍ଧ୍ୱ ମହିଳାଙ୍କ ଖାତାକୁ ଗଲା ୪୬୩ କୋଟି ୩୨ ଲକ୍ଷ ସୁଭଦ୍ରା ଟଙ୍କା, ବେବି-କବିତାଙ୍କ ସହ ମୁଖ୍ୟମନ୍ତ୍ରୀ କଥା ହୋଇ…

ଛତ୍ରପୁର,୨୮ା୮(ଦିଲ୍ଲୀପ ସାମଲ): ପବିତ୍ର ରାଖି ପୂର୍ଣ୍ଣିମା ଅବସରରେ ଛତ୍ରପୁରସ୍ଥିତ ଗଞ୍ଜାମ ଜିଲା ପରିଷଦର ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲାସ୍ତରୀୟ ସୁଭଦ୍ରା ଯୋଜନାର ୫ମ କିସ୍ତି ଅର୍ଥରାଶି ବଣ୍ଟନ…

ଟିଏ, ଡିଏ ନାଁରେ କରିଥିଲେ ଦେଢ଼କୋଟି ଟଙ୍କା ଚଳୁ, ଡାଟା ଏଣ୍ଟ୍ରି ଅପରେଟରଙ୍କୁ ବାନ୍ଧିଲା ପୋଲିସ

କଟକ,୨୮ା୮(ପ୍ରଭୁକଲ୍ୟାଣ ପାଲ): ଟିଏ, ଡିଏ ନାଁରେ ଦେଢ଼ କୋଟି ଟଙ୍କା ଚଳୁ କରି ଶେଷରେ ବନ୍ଧା ହୋଇଛନ୍ତି ଡାଟା ଏଣ୍ଟ୍ରି ଅପରେଟର। ଅନ୍ୟ ଲୋକଙ୍କ ଦରମାରେ ନିଜେ…

୭-୮% ଦୁନିଆ ଶେଷ! ୨୦୨୬କୁ ନେଇ ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ ଚର୍ଚ୍ଚାରେ, ଆଉ କ’ଣ ହେବା ବାକି?

ନୂଆଦିଲ୍ଲୀ,୨୮।୮: ନେପାଳରେ ଭୟଙ୍କର ବନ୍ୟା ସହ ବିଶ୍ୱର ବିଭିନ୍ନ ସ୍ଥାନରେ ଲଗାତାର ପ୍ରାକୃତିକ ବିପର୍ଯ୍ୟୟ ଘଟୁଥିବା ବେଳେ ପୁଣିଥରେ ଚର୍ଚ୍ଚାକୁ ଆସିଛି ବୁଲଗେରିଆର ଅନ୍ଧ ଭବିଷ୍ୟବକ୍ତା ବାବା…

ପାର୍ଟିଶନ ପାଇଁ ନେଉଥିଲେ ଏତିକି ଟଙ୍କା ଲାଞ୍ଚ, ରେଭିନ୍ୟୁ ଆସିଷ୍ଟାଣ୍ଟଙ୍କୁ ଧରିଲା ଭିଜିଲାନ୍ସ

ପାଟଣା,୨୮ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲରେ କାର୍ଯ୍ୟରତ ରେଭିନ୍ୟୁ ଆସିଷ୍ଟାଣ୍ଟ ବିଏଚ୍‌ ଉମାଶଙ୍କର ମ୍ୟୁଟେଶନ ପାଇଁ ଜଣେ ଆବେଦନକାରୀଙ୍କଠାରୁ ୬ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri