Posted inଜାତୀୟ

ଚିନ୍ତା ବଢାଉଛି କରୋନା: ଗୋଟିଏ ଦିନରେ ୬୮,୮୯୮ରୁ ଅଧିକ ନୂଆ ଆକ୍ରାନ୍ତ, ୯୮୩ ମୃତ

ନୂଆଦିଲ୍ଲୀ,୨୧।୮: ଦେଶରେ ମହାମାରୀ କରୋନା ସଙ୍କଟ ଜାରି ରହିଛି। ଗତ ୨୪ ଘଣ୍ଟାରେ ଦେଶରେ ୬୮ ହଜାର ୮୯୮ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୯ ଲକ୍ଷ ୫ ହଜାର ୮୨୪ରେ ପହଞ୍ଚିଛି। ସେହିପରି ୨୪ ଘଣ୍ଟାରେ ଦେଶରେ ୯୮୩ ଜଣଙ୍କ ମୃତ୍ୟୁ ଘଟିଛି ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ବର୍ତ୍ତମାନ ସୁଦ୍ଧା ଦେଶରେ ୨୯ ଲକ୍ଷ ୫ ହଜାର ୮୨୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୧ଲକ୍ଷ ୫୮ହଜାର ୯୪୭ ଜଣ ସୁସ୍ଥ ହୋଇଥିବା ବେଳେ ୫୪ ହଜାର ୮୪୯ ଜଣଙ୍କର ମୃତ୍ୟୁ ହୋଇଛି। ଏବେ ଦେଶରେ ୬ ଲକ୍ଷ ୯୨ ହଜାର ୦୨୮ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନୀ ରାଲି ସମ୍ଭବ ନୁହେଁ

ନୂଆଦିଲ୍ଲୀ,୭।୧: କରୋନା ସଂକ୍ରମଣ ବଢ଼ିଚାଲିଥିବାରୁ ବଡ଼ ରାଲି ଓ ରୋଡ୍‌ ଶୋ’ ଆୟୋଜନ କରିବା ସମ୍ଭବ ନୁହେଁ ବୋଲି ନୀତି ଆୟୋଗ ସଦସ୍ୟ ତଥା ଭାରତର...

ପାଓ୍ବାର, ଉଦ୍ଧବଙ୍କୁ ଜଣାଇଲେ ଏନ୍‌ସିପି ବିଧାୟକ: ମନ୍ତ୍ରୀପଦ ଯାଚୁଛନ୍ତି ଅଜିତ

ମୁମ୍ବାଇ,୨୫ା୧୧: ଏନ୍‌ସିପି ମୁଖ୍ୟ ଶରଦ ପାଓ୍ବାର ଓ ଶିବସେନା ଅଧ୍ୟକ୍ଷ ଉଦ୍ଧବ ଠାକ୍‌ରେ ରବିବାର ଏନ୍‌ସିପି ବିଧାୟକମାନଙ୍କୁ ମୁମ୍ବାଇର ନେରେସାଁ ହୋଟେଲରେ ସାକ୍ଷାତ କରିଛନ୍ତି। ବର୍ତ୍ତମାନର...

ଏନ୍‌ଇଇଟି-ପିଜି: ପୁଣି କାଉନସେଲିଂ ଆବେଦନ ଖାରଜ

ନୂଆଦିଲ୍ଲୀ,୧୧।୬: ବିଭିନ୍ନ ମେଡିକାଲ କଲେଜରେ ଖାଲି ପଡ଼ିଥିବା ୧,୪୫୬ ସିଟ୍‌ ପୂରଣ ଲାଗି ଏନ୍‌ଇଇଟି-ପିଜି ୨୦୨୧ କାଉନସେଲିଂ ପୁଣି ଥରେ କରିବା ଲାଗି ଦାଏର ଏକାଧିକ...

ୟେଦୁରପ୍ପାଙ୍କ ଇସ୍ତଫା ପରେ କାହା ମୁଣ୍ଡରେ ସୁନା କଳସ

ବେଙ୍ଗାଲୁରୁ,୨୬।୭: କର୍ନାଟକ ରାଜନୀତିରେ ସୋମବାର ନୂଆ ମୋଡ ଆସିଛି। ଭାଜପା ନେତା ତଥା ସୁବେର ମୁଖ୍ୟମନ୍ତ୍ରୀ ବିଏସ୍‌ ୟେଦୁରପ୍ପା ମୁଖ୍ୟମନ୍ତ୍ରୀଙ୍କ ପଦରୁ ଇସ୍ତଫା ଦେଇଛନ୍ତି। ୟେଦୁରପ୍ପାଙ୍କ...

ନିଲମ୍ବିତ ହେଲେ ଭାଜପାର ୩ ବିଧାୟକ

ହାଇଦ୍ରାବାଦ,୭।୩: ତେଲେଙ୍ଗାନା ବାଚସ୍ପତି ପୋଖରାମ ଶ୍ରୀନିବାସ ରେଡ୍ଡୀ ସୋମବାର ଭାଜପାର ୩ ଜଣ ବିଧାୟକଙ୍କୁ ନିଲମ୍ବିତ କରିଛନ୍ତି। ସେମାନେ ହେଲେ ଟି.ରାଜା ସିଂହ, ଏମ୍‌. ରଘୁନନ୍ଦନ...

ଝିଅକୁ ହରାଇଲେ କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ,୩।୫: କlରୋନା ସାରା ଦେଶରେ ଏକ ଭୟଙ୍କର ପରିସ୍ଥିତି ସୃଷ୍ଟି କରିଛି। ପ୍ରତିଦିନ ଲକ୍ଷ ଲକ୍ଷ ଲୋକ ଏହି ଭୂତାଣ ସଂକ୍ରମିତ ହେଉଥିବାବେଳେ ହଜାର ହଜାର...

ପ୍ରୟାଗରାଜରେ ଫସିଥିବା ଛାତ୍ରଙ୍କୁ ଘରକୁ ପଠାଇବେ ଯୋଗୀ ସରକାର

ପ୍ରୟାଗରାଜ,୨୭।୪: ଲକ୍‌ଡାଉନ ଯୋଗୁ ପ୍ରୟାଗରାଜରେ ଫସିଥିବା ଛାତ୍ରମାନଙ୍କୁ ନେଇ ଯୋଗୀ ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି। ପ୍ରୟାଗରାଜରେ ପ୍ରତିଯୋଗିତାମୂଳକ ପରୀକ୍ଷା ପାଇଁ ପ୍ରସ୍ତୁତି କରୁଥିବା ଛାତ୍ରମାନଙ୍କୁ...

ମୂଲ୍ୟାୟନ ସୂତ୍ରକୁ ବିରୋଧ

ନୂଆଦିଲ୍ଲୀ, ୨୨ା୬: କରୋନା ଯୋଗୁ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ବାତିଲ ହୋଇଥିବାବେଳେ ସିବିଏସ୍‌ଇ ଏବଂ ସିଆଇଏସ୍‌ସିଇର ଫଳାଫଳ ମୂଲ୍ୟାୟନ ସୂତ୍ରକୁ ନେଇ କେତେଜଣ ଛାତ୍ରୀଛାତ୍ର...

Advertisement
Archives

Model This Week