Posted inଜାତୀୟ

ଚିନ୍ତା ବଢାଉଛି କରୋନା: ଗୋଟିଏ ଦିନରେ ୬୪,୫୫୩ ହଜାରରୁ ଅଧିକ ନୂଆ ଆକ୍ରାନ୍ତ, ୧୦୦୭ ମୃତ

ନୂଆଦିଲ୍ଲୀ,୧୪।୮: ଦେଶରେ ମହାମାରୀ କରୋନା ସଙ୍କଟ ଜାରି ରହିଛି। ଶୁକ୍ରବାର କରୋନା ଦେଶରେ ସବୁ ରେକର୍ଡ ଭାଙ୍ଗିଛି। ଗତ ୨୪ ଘଣ୍ଟାରେ ଦେଶରେ ୬୪ ହଜାର ୫୫୩ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୪ ଲକ୍ଷ ୬୧ ହଜାରରେ ପହଞ୍ଚିଛି। ସେହିପରି ୨୪ ଘଣ୍ଟାରେ ଦେଶରେ ୧୦୦୭ ଜଣଙ୍କ ମୃତ୍ୟୁ ଘଟିଛି ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ବର୍ତ୍ତମାନ ସୁଦ୍ଧା ଦେଶରେ ୨୪ ଲକ୍ଷ ୬୧ ହଜାର ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୭ଲକ୍ଷ ୫୧ହଜାର ୫୫୫ ଜଣ ସୁସ୍ଥ ହୋଇଥିବା ବେଳେ ୪୮ ହଜାର ୦୪୦ ଜଣଙ୍କର ମୃତ୍ୟୁ ହୋଇଛି। ଏବେ ଦେଶରେ ୬ ଲକ୍ଷ ୬୧ ହଜାର ୫୯୫ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କର୍ମଚାରୀଙ୍କୁ ଘରେ ରହି କାମ କରିବାକୁ ପରାମର୍ଶ: କମିଲା ଇଣ୍ଟରନେଟ୍‌ ସ୍ପିଡ୍‌

ନୂଆଦିଲ୍ଲୀ,୨୩।୩: କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ଭାରତ ସରକାରଙ୍କ ପକ୍ଷରୁ ଲକ୍‌ଡାଉନ୍‌ ଜାରି ହୋଇଛି। ବହୁ କାର୍ଯ୍ୟାଳୟ ସେମାନଙ୍କ କର୍ମଚାରୀଙ୍କୁ ଘରେ ରହି କାମ...

୧୧୧ ଦିନ ପରେ ସର୍ବନିମ୍ନ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ,୬।୭: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଦେଶରେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟାରେ ଲଗାମ୍‌ ଲାଗିଛି। ଦୈନିକ ସଂକ୍ରମଣ...

ଏମ୍‌ସିଡି ନିର୍ବାଚନ ପୂର୍ବରୁ ଭାଜପାର ବଡ଼ ଯୋଜନା, ଝୁମ୍ପୁଡ଼ି ବସ୍ତିରେ ଖୋଲିବ ନମୋ ସେବା କେନ୍ଦ୍ର…

ନୂଆଦିଲ୍ଲୀ, ୧୬।୧: ଦିଲ୍ଲୀ ମ୍ୟୁନିସିପାଲିଟି କର୍ପୋରେଶନ(ଏମ୍‌ସିଡି) ନିର୍ବାଚନକୁ ଦୃଷ୍ଟିରେ ରଖି ଭାଜପା ପକ୍ଷରୁ ରାଜଧାନୀର ଝୁମ୍ପୁଡ଼ି ବସ୍ତିରେ ନମୋ ସେବା କେନ୍ଦ୍ର ଖୋଲିବାକୁ ଯୋଜନା କରାଯାଉଛି।...

୨୦ ଲକ୍ଷ କୋଟିର ଆର୍ଥିକ ପ୍ୟାକେଜ ସମ୍ପର୍କରେ ଅପରାହ୍ନ ୪ଟାରେ ସୂଚନା ଦେବେ ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୧୩।୫: ଭାରତରେ କରୋନା ସଂକ୍ରମଣ ଯୋଗୁ ସଙ୍କଟ ଦେଖାଦେଇଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ଦେଶବ୍ୟାପୀ ଲକ୍‌ଡାଉନ୍‌ ମଧ୍ୟ ଜାରି ରହିଛି। ଫଳରେ ଦିନକୁ ଦିନ...

ଅଭିଯୁକ୍ତଙ୍କ ମାନସିକ ସ୍ବାସ୍ଥ୍ୟ ଯାଞ୍ଚ୍‌ ଜରୁରୀ, ହାଇକୋର୍ଟଙ୍କ ଗୁରୁତ୍ୱାରୋପ…

ଚେନ୍ନାଇ,୨୦।୧୧: ମାନସିକ ସମସ୍ୟା ରହିଥିବା ଅଭିଯୁକ୍ତଙ୍କ ଯାଞ୍ଚ୍‌ ଜରୁରୀ। ପ୍ରଥମେ ସେମାନଙ୍କୁ ଆବଶ୍ୟକ ମାନସିକ ସ୍ବାସ୍ଥ୍ୟ ଯାଞ୍ଚ୍‌ ସୁବିଧା ଉପଲବ୍ଧ କରାଇବା ଆବଶ୍ୟକ ବୋଲି ପୋଲିସ,...

ପ୍ରିମିୟମ୍‌ ପୈଠ କରି ନ ଥିଲେ ବୀମା ଦାବି କରି ହେବ ନାହିଁ…

ନୂଆଦିଲ୍ଲୀ,୧।୧୧: ନିର୍ଦ୍ଦିଷ୍ଟ ତାରିଖରେ ଇନସ୍ୟୁରାନ୍ସ୍‌ ପ୍ରିମିୟମ୍‌ ପୈଠ କରି ନ ଥିଲେ ବୀମା ଦାବି କରିହେବ ନାହିଁ। ଏଭଳି ଦାବୀକୁ ସ୍ବୀକାର କରାଯିବ ନାହିଁ ବୋଲି...

ଦେଶର ପ୍ରଥମ ପ୍ରଧାନମନ୍ତ୍ରୀଙ୍କ ୫୮ତମ ପୁଣ୍ୟତିଥିରେ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ-ସୋନିଆ ଗାନ୍ଧୀ

ନୂଆଦିଲ୍ଲୀ,୨୭।୫: ଦେଶର ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହାରଲାଲ ନେହେରୁଙ୍କ ୫୮ତମ ପୁଣ୍ୟତିଥି ଶୁକ୍ରବାର ପାଳନ କରାଯାଇଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମେତ କଂଗ୍ରେସ ଅଧ୍ୟକ୍ଷ...

ଯେଉଁଠି ଚାଲେ ଭୂତଙ୍କ କୋର୍ଟ

ଦୁନିଆରେ ଅନେକ ପ୍ରକାରର କୋର୍ଟ ଦେଖିଥିବେ। ଯେଉଁଠାରେ ମଣିଷଙ୍କ ଉପରେ ମାମଲା ଚାଲେ ଏବଂ ଦଣ୍ଡବିଧାନ କରାଯାଏ। ଏଠାରେ କିନ୍ତୁ ଯେଉଁ କୋର୍ଟ ବିଷୟରେ ଆଲୋଚନା...

Advertisement
Archives

Model This Week