Posted inଜାତୀୟ

ଚିନ୍ତା ବଢାଇଲାଣି କରୋନା: ୨୪ ଘଣ୍ଟାରେ ୫୨୯ ନୂଆ ଆକ୍ରାନ୍ତ ଚିହ୍ନଟ, ୩ ମୃତ, ୭ ରାଜ୍ୟରେ କାୟା ବିସ୍ତାର କରିସାରିଲାଣି ନୂଆ ଭାରିଆଣ୍ଟ

ନୂଆଦିଲ୍ଲୀ,୨୭।୧୨: ପୁଣିଥରେ ଭାରତରେ କରୋନା ଦ୍ରୁତ ଗତିରେ ବ୍ୟାପୁଛି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ୨୪ ଘଣ୍ଟାରେ ଭାରତରେ ୫୨୯ ଟି ନୂଆ କରୋନା ମାମଲା ରେକର୍ଡ ହୋଇଥିବା ବେଳେ ମୋଟ ସକ୍ରିୟ ମାମଲା ୪୦୯୩ରେ ପହଞ୍ଚିଛି। ଏଥିସହିତ ତିନି ଜଣ ଆକ୍ରାନ୍ତଙ୍କର ମଧ୍ୟ ମୃତ୍ୟୁ ଘଟିଛି, ସେଥିମଧ୍ୟରୁ ଦୁଇଜଣ କର୍ନାଟକର ଏବଂ ଜଣେ ଗୁଜରାଟର ବୋଲି ଜଣାପଡିଛି।

ଏହି ସମୟରେ କରୋନା ଭୂତାଣୁ ବୃଦ୍ଧି ପାଉଥିବା ବେଳେ କର୍ନାଟକ ସରକାର ଏକ ନୂତନ ଆହଭାଇଜରୀ ଜାରି କରିଛନ୍ତି। ଯାହା ଅଧୀନରେ ବର୍ତ୍ତମାନ ସଂକ୍ରମିତ ଲୋକଙ୍କୁ ସାତ ଦିନ ପାଇଁ ଘର ଭିତରେ ଆଇସୋଲେଶନରେ ରହିବାକୁ ପଡ଼ିବ । ଏହା ବ୍ୟତୀତ ତାଙ୍କ ସହ ଯୋଗାଯୋଗରେ ଆସିଥିବା ଲୋକଙ୍କ ଯାଞ୍ଚ ପାଇଁ ନିର୍ଦ୍ଦେଶ ମଧ୍ୟ ଦିଆଯାଇଛି। ଚିନ୍ତାର ବିଷୟ ହେଉଛି, କରୋନାର ସବ-ଭାରିଆଣ୍ଟ ଜେଏନ୍‌.୧ ମଧ୍ୟ ଦ୍ରୁତ ଗତିରେ ବଢି ଚାଲିଛି। ବର୍ତ୍ତମାନ ଏହା ଦେଶର ୭ଟି ରାଜ୍ୟରେ ଲୋକଙ୍କୁ ପ୍ରଭାବିତ କରିଛି । ନୂଆ ଭାରିଆଣ୍ଟରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ୮୩କୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଙ୍ଗଳାର ନୂଆ ମୁଖ୍ୟମନ୍ତ୍ରୀ ନାଁ ଘୋଷଣା ହେଉ ହେଉ ଶୁଭେନ୍ଦୁଙ୍କ ପ୍ରଥମ ପ୍ରତିକ୍ରିୟା, ରାଜନୀତିରେ ହଲଚଲ

କୋଲକାତା,୮।୫: ଶୁଭେନ୍ଦୁ ଅଧିକାରୀ ପଶ୍ଚିମବଙ୍ଗର ନୂତନ ମୁଖ୍ୟମନ୍ତ୍ରୀ ହେବେ। ଭାଜପା ବିଧାୟକ ଦଳର ବୈଠକରେ ତାଙ୍କୁ ନେତା ଭାବରେ ନିର୍ୱାଚିତ କରାଯାଇଥିଲା। ମୁଖ୍ୟମନ୍ତ୍ରୀ ପଦ ପାଇଁ ତାଙ୍କ…

ପଶ୍ଚିମବଙ୍ଗକୁ ମିଳିଲା ଆଉ ଜଣେ ଅବିବାହିତ ମୁଖ୍ୟମନ୍ତ୍ରୀ, ବିବାହ କରିନାହାନ୍ତି ଶୁଭେନ୍ଦୁ, ତାଙ୍କ ପୂର୍ବରୁ ୪… 

କୋଲକାତା, ୮।୫: ପଶ୍ଚିମବଙ୍ଗ ରାଜନୀତିରେ ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି। ଭାରତୀୟ ଜନତା ପାର୍ଟି (ଭାଜପା) ଶୁଭେନ୍ଦୁ ଅଧିକାରୀଙ୍କୁ ରାଜ୍ୟର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ଭାବେ…

ବଙ୍ଗଳାର ସିଏମ ହେବାପରେ ଶୁଭେନ୍ଦୁଙ୍କୁ ମାସକୁ ମିଳିବ କେତେ ଦରମା? କାଲିଠୁ ବଙ୍ଗର ଧରିବେ ମଙ୍ଗ

କୋଲକାତା,୮।୫: ପଶ୍ଚିମବଙ୍ଗ ରାଜନୀତିରେ ଏକ ନୂତନ ଯୁଗର ଆରମ୍ଭ ହେଉଛି। ଏକ ଐତିହାସିକ ବିଜୟ ପରେ, ଭାରତୀୟ ଜନତା ପାର୍ଟି (ବିଜେପି) ଶୁଭେନ୍ଦୁ ଅଧିକାରୀଙ୍କୁ ତାଙ୍କ ବିଧାୟକ…

ତାଳଚେର ଉପନଗରପାଳଙ୍କ ବିରୋଧରେ ଅନାସ୍ଥା

ତାଳଚେର,୮ା୫(ମନୋଜ ନନ୍ଦ): ତାଳଚେର ଉପନଗରପାଳ ଶୁଭଶ୍ରୀ ଶୁଭସ୍ମିତା ପ୍ରଧାନଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆସିଛି। ପୌରପାଳିକାର ୧୬ କାଉନସିଲର ତାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଛନ୍ତି। ଶୁକ୍ରବାର…

ପ୍ରଥମେ ମମତା ବାନାର୍ଜୀଙ୍କ ସହ କାମ କରି ରାଜନୀତିରେ ପାଇଥିଲେ ସ୍ବତନ୍ତ୍ର ସ୍ଥାନ, ଶୁଭେନ୍ଦୁ ଅଧିକାରୀଙ୍କ କାହାଣୀ ଜାଣିଲେ…

କୋଲକାତା,୮।୫: ବଙ୍ଗଳାରେ ଭାଜପାର ପ୍ରଥମ ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବା ଶୁଭେନ୍ଦୁ ଅଧିକାରୀଙ୍କୁ ଦଳ ଏବେ ଏକ ପ୍ରମୁଖ ଦାୟିତ୍ୱ ଦେଇଛି। ଶୁଭେନ୍ଦୁ ଅଧିକାରୀ ହେବେ…

ବାଜିଲା ମୋହର: ଶୁଭେନ୍ଦୁ ଅଧିକାରୀ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ

କୋଲକାତା,୮ା୫: ଶୁଭେନ୍ଦୁ ଅଧିକାରୀ ପଶ୍ଚିମବଙ୍ଗର ନୂଆ ମୁଖ୍ୟମନ୍ତ୍ରୀ।  ଶୁକ୍ରବାର ବସିଥିବା ବିଧାୟକ ଦଳ ବୈଠକରେ ଶୁଭେନ୍ଦୁଙ୍କ ନାଁ ଉପରେ ମୋହର ବାଜିଛି। ରାଜ୍ୟ ସଭାପତି ସମିକ ଭଟ୍ଟାଚାର୍ଯ୍ୟ…

ବିଜୟ ହେବେ ତାମିଲନାଡୁର ମୁଖ୍ୟମନ୍ତ୍ରୀ! ପଥ ହେଲା ସ୍ପଷ୍ଟ, ସମର୍ଥନ ଦେଲେ ଏମାନେ…

ଚେନ୍ନାଇ,୮।୫: ବିଜୟଙ୍କ ଦଳ, ଟିଭିକେ, ତାମିଲନାଡୁରେ ସରକାର ଗଠନ କରିବା ପାଇଁ ପଥ ପରିଷ୍କାର ହୋଇଛି। ସିପିଆଇ, ସିପିଏମ ଏବଂ ଭିସିକେ ଟିଭିକେକୁ ସମର୍ଥନ କରିବାକୁ ନିଷ୍ପତ୍ତି…

ଭବାନୀପୁର ନା ନନ୍ଦୀଗ୍ରାମ, କେଉଁ ଆସନ ଛାଡ଼ିବେ ଶୁଭେନ୍ଦୁ ଅଧିକାରୀ, ମୁଖ୍ୟମନ୍ତ୍ରୀ ରେସ୍‌ରେ ଅଛନ୍ତି…

କୋଲକାତା,୮ା୫: ପଶ୍ଚିମବଙ୍ଗ ନିର୍ବାଚନରେ ବିପୁଳ ବିଜୟ ପରେ ଭାଜପା ପ୍ରଥମଥର ପାଇଁ ସରକାର ଗଠନ କରିବାକୁ ଯାଉଛି। ଭାଜପା ନେତା ଶୁଭେନ୍ଦୁ ଅଧିକାରୀ ଦୁଇଟି ଆସନରୁ ପ୍ରତିଦ୍ୱନ୍ଦ୍ୱିତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri