Posted inଜାତୀୟ

ଦେଶରେ କୋଭିଡ ଭ୍ୟାକ୍ସିନ ବଞ୍ଚାଇଛି ୩୪ ଲକ୍ଷ ଜୀବନ: ରିପୋର୍ଟ

ନୂଆଦିଲ୍ଲୀ,୨୫ ।୨: ଠିକ୍ ସମୟରେ ନାଗରିକଙ୍କୁ ଭ୍ୟାକ୍ସିନ ଦେଇ ଭାରତ ୩୪ ଲକ୍ଷ ଲୋକଙ୍କ ଜୀବନ ବଞ୍ଚାଇ ଦେଇଛି । ଏକଥା କହିଛି ଷ୍ଟାନଫୋର୍ଡ ୟୁନିଭର୍ସିଟିର ଏକ ରିପୋର୍ଟ, ଯେଉଁଥିରେ ଭାରତର କୋଭିଡ ଭ୍ୟାକ୍ସିନ ଉପରେ ରିସର୍ଚ୍ଚ କରାଯାଇଛି । ରିସର୍ଚ୍ଚ ରିପୋର୍ଟ ଅନୁଯାୟୀ, ଭାରତରେ ଭ୍ୟାକ୍ସିନେଶନ ପ୍ରାୟ ୧୮.୩ ବିଲିୟନ ଡଲାର କ୍ଷତିକୁ ବି ରୋକି ପାରିଛି ।
ଦେଶର ସ୍ୱାସ୍ଥ୍ୟ ମନ୍ତ୍ରୀ ମନସୁଖ ମାଣ୍ଡବିୟ ଷ୍ଟାନଫୋର୍ଡର ରିପୋର୍ଟ(‘ହିଲିଂ ଦ ଇକୋନମି: ଏଷ୍ଟିମେଟିଂ ଦ ଇକନୋମିକ ଇମ୍ପ୍ୟାକ୍ଟ ଅନ ଇଣ୍ଡିଆଜ ଭ୍ୟାକ୍ସିନେଶନ ଆଣ୍ଡ ରିଲେଟେଡ ଇସ୍ୟୁଜ)କୁ ଜାରି କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଗାଁ ଗାଁରେ ବଢୁଛି କୋଚିଙ୍ଗ ସେଣ୍ଟର: ସରକାରୀ ନିୟମକୁ ଫୁ’

କୃଷ୍ଣପ୍ରସାଦ,୧୬।୪(କୈଳାଶ ଚନ୍ଦ୍ର ପଟ୍ଟନାୟକ): ଶିକ୍ଷାର ବିକାଶ ପାଇଁ ସରକାର ତତ୍ପର ହୋଇ ଉଠିଛନ୍ତି। ଆଧୁନିକ ଶିକ୍ଷାର ଉନ୍ନତୀକରଣ ପାଇଁ ସର୍ବଭାରତୀୟସ୍ତରରେ ଆରମ୍ଭ ହୋଇଛି ଉଦ୍ୟମ। ଏଥିପାଇଁ ଚଳିତବର୍ଷ…

ଟ୍ରମ୍ପଙ୍କ ତେଲ କିଣିବାକୁ ନେଇ ରୋକ୍‌ ଭିତରେ ଭାରତକୁ ବଡ଼ ଅଫର୍‌ ଦେଲା ରୁଷିଆ, ଏଣିକି ପେଟ୍ରୋଲ-ଏଲପିଜିରେ…

ନୂଆଦିଲ୍ଲୀ,୧୬।୪: ଭାରତରେ ରୁଷର ରାଷ୍ଟ୍ରଦୂତ ଡେନିସ ଆଲିପୋଭ ସମ୍ପ୍ରତି ଭାରତ-ରୁଷ ସମ୍ପର୍କ, ପ୍ରତିରକ୍ଷା ସହଯୋଗ, ଶକ୍ତି ଯୋଗାଣ ଏବଂ ପରିବର୍ତ୍ତନଶୀଳ ବିଶ୍ୱ ଭୂ-ରାଜନୈତିକ ଦୃଶ୍ୟପଟ ସମ୍ପର୍କରେ ସ୍ପଷ୍ଟ…

IMFର ଚେତାବନୀ; ଯଦି ତୈଳ ମୂଲ୍ୟ ଅଧିକ ରୁହେ, ବିଶ୍ୱ ଉପରେ ପଡ଼ିବ ଏହି ସଙ୍କଟ

ନୂଆଦିଲ୍ଲୀ,୧୬।୪: ଇଣ୍ଟରନ୍ୟାସନାଲ ମୋନିଟାରୀ ଫଣ୍ଡ(IMF) ମୁଖ୍ୟ କ୍ରିଷ୍ଟାଲିନା ଜର୍ଜିଭା ବିଶ୍ୱ ଅର୍ଥନୀତି ସମ୍ପର୍କରେ ଚିନ୍ତା ପ୍ରକାଶ କରିଛନ୍ତି । ସେ କହିଛନ୍ତି ଯେ ଯଦି ମଧ୍ୟପ୍ରାଚ୍ୟରେ ସଂଘର୍ଷ…

ହର୍ମୁଜ ଭଳି ବଡ଼ ରାସ୍ତା ବନ୍ଦ କରିବ ଚାଇନା! ସମୁଦ୍ରରେ ଲଗାଇଲା ବ୍ୟାରିକେଡ; ବିଶ୍ୱରେ ଚହଳ

ବେଜିଂ,୧୬।୪: ଚାଇନା ହର୍ମୁଜ ପ୍ରଣାଳୀ ଠାରୁ ମଧ୍ୟ ବଡ଼ ଏକ ସାମୁଦ୍ରିକ ପଥକୁ ଅବରୋଧ କରିବାକୁ ପ୍ରସ୍ତୁତ ହେଉଛି। ପ୍ରକୃତରେ, ଫିଲିପାଇନ୍ସ ଏବଂ ଜାପାନ ସହିତ ଚାଲିଥିବା…

ଏଆରଏସଏସ ରାସ୍ତା କାମରେ ଠକେଇ: ଉଠିଯାଉଛି ପିଚୁ

କୃଷ୍ଣପ୍ରସାଦ,୧୬।୪(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକର ଗଞ୍ଜାମ ଜିଲା ସୀମାଠାରୁ କୃଷ୍ଣପ୍ରସାଦ ଗଡ଼ ଯାଏ ପକ୍କା ରାସ୍ତା ନିର୍ମାଣ କାର୍ଯ୍ୟ ଚାଲିଛି। ୨୩ କୋଟି…

ନିଶାମୁକ୍ତ ଅଞ୍ଚଳ ପାଇଁ ଜୋରଦାର ପଦକ୍ଷେପ: ଶତାଧିକ ଲୋକ ହେଲେ ଏକାଠି

ଦାରିଙ୍ଗବାଡି, ୧୬।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଡବେରୀ ଅଞ୍ଚଳରେ ନିଶାମୁକ୍ତ ଅଞ୍ଚଳ ପାଇଁ ଜୋରଦାର ପଦକ୍ଷେପ ନେଲେ ଅଞ୍ଚଳବାସୀ। ଶତାଧିକ ମହିଳା ଓ…

ଅକ୍ଷୟ ତୃତୀୟାରେ ୨ ଲକ୍ଷ ଧରିବ ସୁନାଦର! ସୁନାପ୍ରେମୀଙ୍କୁ ଝଟ୍‌କା

ନୂଆଦିଲ୍ଲୀ,୧୬।୪: ଅକ୍ଷୟ ତୃତୀୟା ରବିବାର ପଡୁଛି। କିନ୍ତୁ, ଯଦି ଆପଣ ସୁନା କିଣିବାକୁ ଯୋଜନା କରୁଛନ୍ତି, ତେବେ ବଜାରରେ ସାମ୍ପ୍ରତିକ ମୂଲ୍ୟ ବୃଦ୍ଧି ଆପଣଙ୍କୁ ଚିନ୍ତାରେ ପକାଇପାରେ।…

ଐତିହାସିକ ପଦକ୍ଷେପ ନେବା ପୂର୍ବରୁ ମହିଳାମାନଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି: ମା’-ଭଉଣୀମାନଙ୍କ…

ନୂଆଦିଲ୍ଲୀ,୧୬।୪: ଦେଶର ସମସ୍ତ ମହିଳାଙ୍କୁ ଗୁରୁବାର ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସଂସଦର ସ୍ବତନ୍ତ୍ର ଅଧିବେଶନରେ ମହିଳା ସଂରକ୍ଷଣ ବିଲ ଆଲୋଚନା ପୂର୍ବରୁ ସୋସିଆଲ ମିଡିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri