ଦେଶରେ ବଢୁଛି କରୋନା ସଂକ୍ରମଣ, ୨୪ ଘଣ୍ଟାରେ ୬୦୫୦ ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ,୭।୪: ଦେଶରେ ଲଗାତାର ଭାବେ ବଢି ଚାଲିଛି କରୋନା ସଂକ୍ରମଣ। ଶୁକ୍ରବାର ଆସିଥିବା ସଂଖ୍ୟା ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ୬୦୫୦ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ବିଗତ ଦିନରେ ମିଳିଥିବା ସଂଖ୍ୟା ତୁଳନାରେ ଏହା ପ୍ରାୟ ୧୩ ପ୍ରତିଶତ ଅଧିକ ବୋଲି କୁହାଯାଉଛି। ଦେଶରେ ଏବେ ସୁଦ୍ଧା ସକ୍ରିୟ ମାମଲା ବା ଚିକିତ୍ସିତ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧିପାଇ ୨୮,୩୦୩ ହୋଇଯାଇଛି।
ଏହା ପୂର୍ବରୁ ଗୁରୁବାର ଦେଶରେ ୧୯୫ ଦିନ ପରେ ୫,୩୩୫ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଥିଲା। ଗତ ବର୍ଷ ୨୩ ସେପ୍ଟେମ୍ବରକୁ କରୋନାର ୫,୩୮୩ ଦୈନିକ ସଂକ୍ରମଣ ସାମ୍ନାକୁ ଆସିଥିଲା। ଦେଶରେ ଏବେ ସୁଦ୍ଧା ୪.୪୭ କୋଟି ଲୋକ କରୋନାରେ ସଂକ୍ରମିତ ହୋଇ ସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ସ୍ୱନିଧି ଯୋଜନାର ୬ ବର୍ଷ ପୂର୍ତ୍ତି ଅବସରରେ ଜିଲାସ୍ତରୀୟ ସ୍ୱନିଧି ମହୋତ୍ସବ: ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼…

ଛତ୍ରପୁର, ୩୦।୬ (ଦିଲ୍ଲୀପି ସାମଲ): ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼ ପଦକ୍ଷେପ ସ୍ୱରୂପ ପ୍ରଧାନମନ୍ତ୍ରୀ ସ୍ୱନିଧି (ପିଏମ୍ ସ୍ୱନିଧି) ଯୋଜନାର ୬ ବର୍ଷ ପୂର୍ତ୍ତି…

ଭିମସାର କର୍ମଚାରୀଙ୍କ ଅଚଳାଚଳ ସମ୍ପତ୍ତି ଠାବ:୧୦ ମୂଲ୍ୟବାନ ପ୍ଲଟ ସହ ବିପୁଳ ଟଙ୍କା

ସମ୍ବଲପୁର,୩୦।୬(ପ୍ରମୋଦ ବହିଦାର): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମସାର)ର ଷ୍ଟେୱାର୍ଡ ଅଶ୍ୱିନୀ ମେହେରଙ୍କ ନାମରେ ଆୟବର୍ହିଭୂତ ସମ୍ପତ୍ତି ଠାବ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ…

ସଂସଦର ସବୁଠାରୁ ଧନୀ ଏମ୍ପି କିଏ? ଜାଣନ୍ତୁ କେଉଁ ଦଳ ସବୁଠାରୁ ଅଧିକ ମାଲାମାଲ୍!

ନୂଆଦିଲ୍ଲୀ,୩୦।୬: ଦେଶର ସଂସଦରେ ରାଜନୀତି ସହିତ ସମ୍ପତ୍ତିର ପରିମାଣ ମଧ୍ୟ ନୂଆ ରେକର୍ଡ ସୃଷ୍ଟି କରୁଛି। ଗୋଟିଏ ପଟେ ଲୋକ ସଭାରେ କୋଟିପତି ଏମ୍ପିଙ୍କ ସଂଖ୍ୟା କ୍ରମାଗତ…

କୋଟି କୋଟି ଗ୍ରାହକଙ୍କୁ ବଡ଼ ଉପହାର! ଜୁଲାଇ ମାସରୁ କମିବ ବିଜୁଳି ଦର

ନୂଆଦିଲ୍ଲୀ,୩୦।୬: ଉତ୍ତର ପ୍ରଦେଶର କୋଟି କୋଟି ବିଦ୍ୟୁତ ଗ୍ରାହକଙ୍କ ପାଇଁ ଜୁଲାଇ ମାସ ବଡ଼ ଆଶ୍ୱସ୍ତି ନେଇ ଆସୁଛି। ଯଦି ଆପଣ ମଧ୍ୟ ପ୍ରତିମାସରେ ମହଙ୍ଗା ବିଜୁଳି…

ଇପିଏଫ କି ପେନସନ ନାହିଁ: ୪୧ ବର୍ଷ ସରକାରୀ ସେବାପରେ ବିନା ସୁବିଧାରେ ଅବସର ନେଲେ ତ୍ରିନାଥ

ଭଞ୍ଜନଗର,୩୦।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ କାର୍ଯ୍ୟରତ ଥିବା ପିଅନ ତ୍ରିନାଥ ପ୍ରଧାନ ମଙ୍ଗଳବାର କର୍ମମୟ ଜୀବନରୁ ଅବସର ନେଇଛନ୍ତି। ଏନେଇ…

ଛାତ୍ରୀକୁ ପେଟ୍ରୋଲ ଢାଳି ପୋଡିବାକୁ ଉଦ୍ୟମ କରୁଥିଲେ ଯୁବକ, ହଠାତ୍…

ଧୂଷୁରୀ/ଅସୁରାଳି,୩୦।୬( ଦୀପ୍ତି ରଞ୍ଜନ ନାୟକ/ସନ୍ତୋଷ ସାହୁ ) : ଧୂଷୁରୀ ଥାନା ଅଧୀନ ଫତେପୁର ପଞ୍ଚାୟତର ଫତେପୁର ଗ୍ରାମର ଜଣେ ୩୩ ବର୍ଷୀୟ ଯୁବକ ନିକଟସ୍ଥ ଗାଁର…

ଅମାଠ ବେହେରା ରାଇସ ମିଲ ସିଲ୍‌: ଜିଲାପାଳଙ୍କ ଆଦେଶ ଅବମାନନା ଅଭିଯୋଗ

କେସିଙ୍ଗା,୩୦।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଅମାଠ ଛକସ୍ଥିତ ବେହେରା ରାଇସ ମିଲ ଏବଂ ଗୋଟିଏ ଗୋଦାମକୁ ମଙ୍ଗଳବାର ଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ ଏସିଏସଓ…

ବାବୁଙ୍କ ଘରେ ବିଡ଼ା ବିଡ଼ା ଟଙ୍କା ଦେଖି ଭିଜିଲାନ୍ସ ଚକିତ: ୨୦ରୁ ଅଧିକରୁ ପ୍ଲଟ୍‌ ସହ ଘରୁ ମିଳିଲା…

ସମ୍ବଲପୁର,୩୦।୬(ପ୍ରମୋଦ ବହିଦାର): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମସାର)ର ପ୍ରତିଷ୍ଠାନ(ଏଷ୍ଟାବ୍ଲିଶମେଣ୍ଟ) ଅଧିକାରୀ ତଥା କାର୍ଯ୍ୟାଳୟ ଅଧିକ୍ଷକ ଧନୁର୍ଦ୍ଧର ବିଶ୍ୱାଳଙ୍କ ନାମରେ ଆୟ ବର୍ହିଭୂତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri