Posted inଜାତୀୟ

ମହାରାଣୀ ଏଲିଜାବେଥ ଦ୍ୱିତୀୟଙ୍କ ପରଲୋକକୁ ନେଇ ଆଜି ଦେଶରେ ଗୋଟିଏ ଦିନିଆ ରାଜକୀୟ ଶୋକ, ଅର୍ଦ୍ଧନମିତ ରହିବ ଜାତୀୟ ପତାକା

ନୂଆଦିଲ୍ଲୀ,୧୧ ।୯: ବ୍ରିଟେନର ମହାରାଣୀ ଏଲିଜାବେଥ ଦ୍ୱିତୀୟଙ୍କ ବିୟୋଗରେ ଭାରତରେ ଆଜି ଗୋଟିଏ ଦିନ ରାଜକୀୟ ଶୋକ ଘୋଷଣା କରାଯାଇଛି । ଏଲିଜାବେଥ ଦ୍ୱିତୀୟଙ୍କ ସ୍ମୃତି ଓ ତାଙ୍କର ସମ୍ମାନରେ ସମ୍ପୂର୍ଣ୍ଣ ଦେଶରେ ଗୋଟିଏ ଦିନ ରାଜକୀୟ ଶୋକ ପାଳନ ପାଇଁ ନିଷ୍ପତ୍ତି ନିଆଯାଇଛି । ସେପ୍ଟେମ୍ବର ୮ ଗୁରୁବାର ମହାରାଣୀଙ୍କ ପରଲୋକ ହୋଇଥିଲା । ମହାରାଣୀଙ୍କ ସମ୍ମାନରେ ଆଜି ଭାରତରେ ଜାତୀୟ ପତାକା ଅର୍ଦ୍ଧନମିତ ରହିବ । ଏହାସହ କୌଣସି ମନୋରଞ୍ଜନ କାର୍ଯ୍ୟକ୍ରମର ବି ଆୟୋଜନ କରାଯିବ ନାହିଁ । ସୂଚନାଯୋଗ୍ୟ, ମହାରାଣୀ ଏଲିଜାବେଥ ଦ୍ୱିତୀୟଙ୍କର ଗୁରୁବାର ପରଲୋକ ହେବା ପରେ ତାଙ୍କ ସମ୍ମାନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଉପରାଷ୍ଟ୍ରପତି ଜଗଦିପ ଧନଖଡ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୋକ ପ୍ରକାଶ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ମାନବ ବଳି ମାମଲାରେ ମହିଳାଙ୍କ ଜାମିନ ନାମଞ୍ଜୁର କଲେ ହାଇକୋର୍ଟ…

ଥିରୁଭାନନ୍ତପୁରମ୍‌,୪।୧ : କେରଳର ହୃଦୟ ବିଦାରକ ମାନବ ବଳି ମାମଲାରେ ଅଭିଯୁକ୍ତା ମହିଳାଙ୍କ ଜାମିନ ଆବେଦନକୁ ହାଇକୋର୍ଟ ଖାରଜ କରିଦେଇଛନ୍ତି। ଜଷ୍ଟିସ ବେଚୁ କୁରିଆନ ଥୋମାସ...

ମୋଦି ସରକାରଙ୍କ ଶାସନ କାଳରେ ୨୦୧୪ଠାରୁ ବିଶ୍ୱ କ୍ଷୁଧା ସୂଚକାଙ୍କରେ ଭାରତ ପଛୁଆ: ଚିଦାମ୍ବରମ…

ନୂଆଦିଲ୍ଲୀ,୧୫।୧୦ : ବିଶ୍ୱ କ୍ଷୁଧା ସୂଚକାଙ୍କରେ (ଗ୍ଲୋବାଲ ହଙ୍ଗର ଇଣ୍ଡେକ୍ସ)-୨୦୨୨ରେ ଭାରତ ୧୨୧ଟି ଦେଶର ମଧ୍ୟରେ ପୂର୍ବର ୧୦୧ ସ୍ଥାନରୁ ୧୦୭ ତମ ସ୍ଥାନକୁ ଖସି...

ଥମୁନି କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ଦିନକରେ ୮୧ ହଜାରରୁ ଅଧିକ ଚିହ୍ନଟ, ୧୦୯୫ ମୃତ୍ୟୁ

ନୂଆଦିଲ୍ଲୀ,୨।୧୦: ଦେଶରେ ଲଗାତାର କରୋନା ସଂକ୍ରମଣ ବଢିଚାଲିଛି। ଶୁକ୍ରବାର ପୁଣିଥରେ ଦେଶରେ ସଂକ୍ରମଣ ମାମଲା ପ୍ରାୟ ୮୧ ହଜାରରୁ ଅଧିକ ରହିଛି। ଗତ ୨୪ ଘଣ୍ଟା...

ମୋବାଇଲରେ ଅନ୍‌ଲାଇନ୍‌ ଗେମ୍‌ ଖେଳି ଆତ୍ମହତ୍ୟା କଲେ ନାବାଳକ

କୋଟା,୨୦।୬: ରାଜସ୍ଥାନର କୋଟାରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ବିଜ୍ଞାନ ନଗରରେ ରହୁଥିବା ଫତେହଚନ୍ଦଙ୍କ ୧୨ବର୍ଷର ପୁଅ କୁଶଳ ମୋବାଇଲରେ ଅନ୍‌ଲାଇନ ଗେମ୍‌ ଖେଳୁଥିବା...

ଭାରତୀୟ ଯବାନଙ୍କ ଅପହରଣ, ହତ୍ୟା ପଛରେ ଆତଙ୍କବାଦୀ

ଶ୍ରୀନଗର,୧୫।୩: ଜଣେ ଯବାନଙ୍କୁ ଅପହରଣ ଏବଂ ହତ୍ୟା ମାମଲା ଉପରୁ ପରଦା ହଟାଇଛି ଜମ୍ମୁ-କଶ୍ମୀର ପୋଲିସ। ଯବାନଙ୍କ ହତ୍ୟାକାରୀମାନେ ଅନ୍ୟ ଦୁଇଟି ଆକ୍ରମଣ ଘଟଣାରେ ସମ୍ପୃକ୍ତ...

ବ୍ରିଜ୍‌ଭୂଷଣଙ୍କୁ ୫ ଦିନରେ ଗିରଫ କର

ନୂଆଦିଲ୍ଲୀ/ହରିଦ୍ୱାର,୩୧ା୫: ଦେଶରେ ଆମ ପାଇଁ ଆଉ କିଛି ବାକି ରହିନି। ଆମେ ବହୁ ଅଧ୍ୟବସାୟ କରି ଝାଳ ଓ ରକ୍ତ ବୁହାଇ ଦେଶ ପାଇଁ ଆଣିଥିବା...

ମାଳଦ୍ୱୀପକୁ ସହାୟତା ଯୋଗାଇବ ଭାରତ, ଦ୍ୱିପାକ୍ଷିକ ଚୁକ୍ତି ସ୍ବାକ୍ଷରିତ…

ନୂଆଦିଲ୍ଲୀ, ୨।୮ : ଚାରି ଦିନିଆ ଗସ୍ତରେ ମାଳଦ୍ୱୀପ ରାଷ୍ଟ୍ରପତି ଇବ୍ରାହିମ ମହମ୍ମଦ ସୋଲିହ ଭାରତ ଆସିଛନ୍ତି। ମଙ୍ଗଳବାର ସେ ଦିଲ୍ଲୀର ହାଇଦ୍ରାବାଦ ହାଉସରେ ପ୍ରଧାନମନ୍ତ୍ରୀ...

ମୋଦିଙ୍କ ନେତୃତ୍ୱରେ ପାକିସ୍ତାନକୁ କଡ଼ା ଜବାବ ଦେଇପାରେ ଭାରତ: ଆମେରିକା…

ଓ୍ବାଶିଂଟନ/ନୂଆଦିଲ୍ଲୀ,୯।୩ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଭାରତ ପାକିସ୍ତାନ ଦ୍ୱାରା ସୃଷ୍ଟି କରାଯାଉଥିବା ଉତ୍ତେଜନାର ସାମରିକ ଭାବେ ଜବାବ ଦେବାର ସମ୍ଭାବନା ରହିଛି। ଆମେରିକା...

Advertisement
Archives

Model This Week