Posted inଖେଳ

ଆଫଗାନିସ୍ତାନକୁ ହରାଇଲା ଭାରତ, ୧୩ ବଲ୍‌ରେ…

ଧର୍ମଶାଳା,୧୩ା୬: ଧର୍ମଶାଳାରେ ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଖେଳାଯାଇଥିବା ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ୍‌ ସିରିଜରେ ଭାରତ ବିଜୟ ଲାଭ କରିଛି। ବର୍ଷା ପ୍ରଭାବିତ ପ୍ରଥମ ଦିନିକିଆରେ ଟିମ୍‌ ଇଣ୍ଡିଆ ଆଫଗାନିସ୍ତାନକୁ ୭ ଓ୍ବିକେଟରେ ପରାସ୍ତ କରିଛି। ଆଫଗାନିସ୍ତାନ ପ୍ରଥମେ ବ୍ୟାଟିଂ କରି ୧୯୪ ରନ୍‌ କରିଥିଲା। ଏହାର ଜବାବରେ ଟିମ୍‌ ଇଣ୍ଡିଆ ୧୩ ବଲ୍‌ ମଧ୍ୟରେ ଲକ୍ଷ୍ୟ ହାସଲ କରିନେଇଥିଲା। ଭାରତ ପକ୍ଷରୁ ଅଧିନାୟକ ଶୁଭମନ ଗିଲ୍‌ ୬୬ ବଲରେ ୮୪ ରନ୍‌ କରିଥିଲେ ଏବଂ କେଏଲ ରାହୁଲ ୧୯ ବଲରେ ୩୯ ରନ୍‌ କରି ଅପରାଜିତ ରହିଥିଲେ। ରୋହିତ ଶର୍ମା ୧୬ ରନ୍‌ କରି ରନ ଆଉଟ ହୋଇଥିଲେ। ଇଶାନ କିଶାନ ୨୨ ବଲରେ ୩୪ ରନର ଇନିଂସ ଖେଳିଥିଲେ। ଗୁରନୁର ବ୍ରାର ଏବଂ ହର୍ଷ ଦୁବେ ସେମାନଙ୍କ ଡେବ୍ୟୁ ମ୍ୟାଚ୍‌ରେ ତିନୋଟି ଲେଖାଏ ଓ୍ବିକେଟ ହାସଲ କରିଥିଲେ।
ଉଲ୍ଲେଖଯୋଗ୍ୟ ଯେ, ବର୍ଷା ଯୋଗୁ ମ୍ୟାଚ୍‌ ୨୫ ଓଭରକୁ ହ୍ରାସ କରାଯାଇଥିଲା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦଣ୍ଡିତ ହେଲା ପାକିସ୍ତାନ ଦଳ

ଦୁବାଇ,୧୪ା୯: ବର୍ମିଂହାମ୍‌ଠାରେ ଇଂଲଣ୍ଡ ବିପକ୍ଷ ତୃତୀୟ କ୍ରିକେଟ ଟେଷ୍ଟରେ ସ୍ଲୋ-ଓଭର ରେଟ୍‌ ପାଇଁ ପାକିସ୍ତାନ ଦଳକୁ ମ୍ୟାଚ୍‌ ଫି’ର ୫୦ ପ୍ରତିଶତ ଜରିମାନା କରାଯାଇଛି। ଏହାଛଡ଼ା ୧୧…

ଚାମ୍ପିୟନ ପୁରୁଷ, ମହିଳା ଦଳକୁ ରାଷ୍ଟ୍ରପତିଙ୍କ ଅଭିନନ୍ଦନ

ନୂଆଦିଲ୍ଲୀ,୧୪ା୯: ଜବରଦସ୍ତ ପ୍ରଦର୍ଶନ ସହ ଉଭୟ ଜୁନିୟର ପୁରୁଷ ଓ ମହିଳା ହକି ଏସିଆ କପ୍‌ ଜିତିଥିବା ଭାରତୀୟ ଦଳକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ଅଭିନନ୍ଦନ…

ଦୁର୍ଗାପୂଜା ପୂର୍ବରୁ TMCରେ ବଡ଼ ହଲଚଲ: ଭାଜପାରେ ସାମିଲ ହେବେ ୧୭ ବିଦ୍ରୋହୀ ସାଂସଦ, ଦାବି କଲେ…

କୋଲକାତା,୧୪।୯: ମମତା ବାନାର୍ଜୀଙ୍କ ତୃଣମୂଳ କଂଗ୍ରେସ (TMC) ଛାଡ଼ି ନ୍ୟାସନାଲିଷ୍ଟ ସିଟିଜେନ ପାର୍ଟି ଅଫ ଇଣ୍ଡିଆ (NCPI)ରେ ଯୋଗ ଦେଇଥିବା କୁଚବିହାର ସାଂସଦ ଜଗଦୀଶ ଚନ୍ଦ୍ର ବର୍ମା…

ପ୍ରଥମ ଟି-୨୦ରେ ଅଭିଷେକଙ୍କ ବଡ଼ କାରନାମା, ଭାଙ୍ଗିଲେ ୩ ବଡ଼ ରେକର୍ଡ; ଭାରତୀୟଙ୍କ ମଧ୍ୟରେ ନମ୍ବର-୧

ନୂଆଦିଲ୍ଲୀ,୧୪।୯: ଆଫଗାନିସ୍ତାନ ବିପକ୍ଷ ପ୍ରଥମ ଟି-୨୦ ମ୍ୟାଚରେ ଭାରତ ୭ ଉଇକେଟ୍‌ରେ ଜିତିଛି। ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଭାରତ ସମ୍ମୁଖରେ ୧୫୭ ରନର ବିଜୟ ଲକ୍ଷ୍ୟ…

ଟିମ ଇଣ୍ଡିଆ କାହିଁକି ଗ୍ରହଣ କଲା ନାହିଁ ଟ୍ରଫି? ଜବାବ ରଖିଲା BCCI

ନୂଆଦିଲ୍ଲୀ,୧୪।୯: ମୋହସିନ ନକଭିଙ୍କ ଠାରୁ ଟ୍ରଫି ଗ୍ରହଣ ନ କରିବାକୁ ନେଇ ଟିମ ଇଣ୍ଡିଆ ନେଇଥିବା ନିଷ୍ପତ୍ତି ଉପରେ BCCI ପ୍ରତିକ୍ରିୟା ରଖିଛି। BCCI ସମ୍ପାଦକ ଦେବଜିତ…

‘ନକଭିଙ୍କ ଖେଳ…’ ‘ଚୋର’ ବୋଲି ସ୍ଲୋଗାନରେ ପାକିସ୍ତାନ କ୍ଷୁବ୍ଧ; ଭାରତ ଗ୍ରହଣ କଲା ନାହିଁ ଟ୍ରଫି

ନୂଆଦିଲ୍ଲୀ,୧୪।୯: ଭାରତୀୟ ମହିଳା କ୍ରିକେଟ ଦଳ ଶ୍ରୀଲଙ୍କାକୁ ୭୨ ରନରେ ପରାସ୍ତ କରି ୨୦୨୬ ମହିଳା ଏସିଆ କପ ଟାଇଟଲ ଜିତିଥିଲା, କିନ୍ତୁ ମ୍ୟାଚ ପରବର୍ତ୍ତୀ ଟ୍ରଫି…

ଏଆଇ ପ୍ରତି ସତର୍କତା

ଇରାନ ଓ ଆମେରିକା ମଧ୍ୟରେ ଯୁଦ୍ଧ ଲାଗି ରହିଛି। ଇତିମଧ୍ୟରେ ୟେମେନ୍‌ର ଇରାନ ସମର୍ଥିତ ହାଉତି ବିଦ୍ରୋହୀମାନେ ଲୋହିତ ସାଗରର ଦକ୍ଷିଣ ପ୍ରବେଶ ପଥରେ ଥିବା ‘ମାୟୁନ୍‌’…

‘ବ୍ରିକ୍ସ ଥାଳି’ (BRICS Thali) କୁ ନେଇ ରାଜନୀତି ସରଗରମ; ନିରାମିଷ ଖାଦ୍ୟ ତାଲିକାକୁ ନେଇ କଂଗ୍ରେସ-ଭାଜପା ମଧ୍ୟରେ ରାଜନୈତିକ ଲଢ଼େଇ

ନୂଆଦିଲ୍ଲୀ,୧୪।୯: ନୂଆଦିଲ୍ଲୀରେ ଅନୁଷ୍ଠିତ ୧୮ତମ ବ୍ରିକ୍ସ (BRICS) ସମ୍ମିଳନୀର ସଫଳ ସମାପ୍ତି ପରେ ଦେଶରେ ଏକ ନୂଆ ରାଜନୈତିକ ବିବାଦ ଦେଖାଦେଇଛି। ଏହି ବିବାଦ ସମ୍ମିଳନୀ ଅବସରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?