Posted inଖେଳ

ତୃତୀୟ ଟି୨୦ରେ ଭାରତ ପରାସ୍ତ

ଭୁବନେଶ୍ୱର, ୧୪।୧୨ (ତପନ ସ୍ବାଇଁ): ମୁମ୍ବାଇରେ ଚାଲିଥିବା ଦୃଷ୍ଟିବାଧିତ ମହିଳା ଟି୨୦ କ୍ରିକେଟ ସିରିଜର ବୁଧବାର ଅନୁଷ୍ଠିତ ତୃତୀୟ ମ୍ୟାଚରେ ଭାରତ ୧୦ ଉଇକେଟରେ ନେପାଳଠାରୁ ହାରିଯାଇଛି। ଫଳରେ ଏହି ଦ୍ୱିପାକ୍ଷିକ ସିରିଜରେ ଭାରତ ଏବେ ୨-୧ରେ ଅଗ୍ରଣୀ ରହିଛି। ପୋଲିସ ଜିମ୍‌ଖାନା କ୍ରିକେଟ ଗ୍ରାଉଣ୍ଡରେ ଅନୁଷ୍ଠିତ ମ୍ୟାଚରେ ଭାରତ ୨୦ ଓଭରରେ ୪ ଉଇକେଟ ହରାଇ ୧୭୪ ରନ କରିଥିଲା। ଦଳ ପକ୍ଷରୁ ସିମୁ ଦାସ ୮୪ ରନକରି ଅପରାଜିତ ରହିଥିଲେ। ଓଡ଼ିଶାର ଫୁଲ ସୋରେନଙ୍କ ସମେତ ଭାରତର ୪ ଜଣ ଯାକ ବ୍ୟାଟର ରନ୍‌ଆଉଟ ହୋଇଥିଲେ। ଜବାବରେ ନେପାଳ କୌଣସି ଉଇକେଟ ନ ହରାଇ ୧୯.୧ ଓଭରରେ ବିଜୟ ଲକ୍ଷ୍ୟ ହାସଲ କରି ନେଇଥିଲା। ବିନିତା ୭୮ ଓ ମୀନାକ୍ଷୀ ୭୫ ରନକରି ଅପରାଜିତ ରହିଥିଲେ। ଏ ଦୁଇଜଣଙ୍କ ଉପରେ ଭାରତୀୟ ବୋଲର କୌଣସି ପ୍ରଭାବ ପକାଇପାରି ନ ଥିଲେ। ବିନିତା ପ୍ଲେୟର ଅଫ୍‌ ଦି ମ୍ୟାଚ ବିବେଚିତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Ali Khamenei Dead: ଖାମେନେଇଙ୍କ ପରେ କିଏ? ରକ୍ତମୁଖା ହେଲା ଇରାନ

ତେହରାନ୍‌,୧।୩: ଇରାନର ସର୍ୱୋଚ୍ଚ ନେତା ଅଲି ଖାମନେଇ ଇସ୍ରାଏଲୀ ଏବଂ ଆମେରିକୀୟ ଆକ୍ରମଣରେ ପ୍ରାଣ ହରାଇଛନ୍ତି। ଏହି ଘଟଣା ନିଶ୍ଚିତ ହୋଇଛି ଏବଂ ଇରାନରେ ଏକ ଜାତୀୟ…

ଧର୍ମାନ୍ତରୀକରଣ ଓ ଲଭ୍ ଜିହାଦ

ଆକାର ପଟେଲ ଆମ ଗଣମାଧ୍ଯମ ଏବଂ ହ୍ଵାଟ୍ସଆପ୍ ଗ୍ରୁପଗୁଡ଼ିକରେ ଆମେ ଯେଉଁ ସବୁ ବିଷୟରେ ଆଲୋଚନା ବା ପ୍ରଚାର କରୁଛୁ, ତାହା ମଧ୍ୟରୁ ଗୋଟିଏ। ହେଉ ହେଉଛି…

ମାର୍ଚ୍ଚରୁ ମେ’ ପ୍ରବଳ ଗରମ

ଭୁବନେଶ୍ୱର,୧।୩(ବନ୍ଦନା ସେଠୀ): ମାର୍ଚ୍ଚ ଆରମ୍ଭ ନ ହେଉଣୁ ରାଜ୍ୟରେ ତାପମାତ୍ରା ୩୬ ଡିଗ୍ରୀ ଟପିଛି। ଆଗକୁ ପ୍ରବଳ ଖରାତାତି ଓ ଗରମରେ ଶିଝିବ ସାରା ଓଡ଼ିଶା। ବିଶେଷକରି…

LPG Price Hike: ହୋଲି ପୂର୍ବରୁ ବଡ଼ ଝଟକା! ଆଜିଠୁ ମହଙ୍ଗା ହେଲା ଗ୍ୟାସ୍ ସିଲିଣ୍ଡର, ନୂଆ ମୂଲ୍ୟ…

ନୂଆଦିଲ୍ଲୀ, ୧।୩: ସାଧାରଣ ଲୋକଙ୍କ ପାଇଁ ବଡ଼ ଝଟକା। ହୋଲି ପୂର୍ବରୁ ୧ ମାର୍ଚ୍ଚରେ ୨୦୨୬ରେ ଏଲପିଜି ଦର ଅପଡେଟ୍ କରାଯାଇଛି। ହୋଲି ପୂର୍ବରୁ ମଧ୍ୟ ଗ୍ରାହକମାନେ…

ଖାମନେଇଙ୍କ ହତ୍ୟାକୁ ନେଇ ଟ୍ରମ୍ପ କଲେ ବଡ଼ ଘୋଷଣା, ବିଶ୍ୱରେ ଚହଳ

ତେହରାନ,୧।୩: ଇସ୍ରାଏଲ ଇରାନର ସର୍ୱୋଚ୍ଚ ନେତା ଅଲି ଖାମନେଇଙ୍କ ମୃତ୍ୟୁ ଦାବି କରିଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ନିଜେ ଖାମନେଇଙ୍କ ମୃତ୍ୟୁ ଦାବି କରିଛନ୍ତି। ଆମେରିକାର…

ହତ୍ୟା ଦାବି ମଧ୍ୟରେ ଖାମନେଇଙ୍କ ପୋଷ୍ଟ, ଖଣ୍ଡା ନେଇ…

ତେହରାନ,୧।୩: ଆୟାତୋଲ୍ଲା ଅଲି ଖାମନେଇଙ୍କ ହତ୍ୟା ଦାବି ମଧ୍ୟରେ, ଇରାନର ସର୍ୱୋଚ୍ଚ ନେତାଙ୍କ ସୋସିଆଲ ମିଡିଆ ହ୍ୟାଣ୍ଡେଲରୁ ଏକ ପୋଷ୍ଟ କରାଯାଇଛି। ପୋଷ୍ଟରେ ପୟଗମ୍ୱର ଅଲିଙ୍କୁ ଉଦ୍ଧୃତ…

ବିଶ୍ୱକପ୍‌ରେ ଇତିହାସ ରଚିଲେ ଫଖର-ସାହିବଜାଦା

ପାଲିକେଲ,୨୮।୨: ଚଳିତ ଟି୨୦ ବିଶ୍ୱକପ୍‌ ସୁପର-୮ର ଶେଷ ମ୍ୟାଚ୍‌ରେ ଶ୍ରୀଲଙ୍କା ବିପକ୍ଷରେ ୫ ରନ୍‌ରେ ବିଜୟୀ ହୋଇଥିଲେ ମଧ୍ୟ ପାକିସ୍ତାନ ସେମିଫାଇନା ପାଇଁ ଯୋଗ୍ୟତା ଅର୍ଜନ କରିବାରେ…

ଇରାନ ଉପରେ ମହାଶକ୍ତିର ପ୍ରହାର: ଖାମେନେଇଙ୍କ ବାସଭବନ ଧ୍ୱଂସ, ଟ୍ରମ୍ପ କହିଲେ‘ ଇରାନବାସୀଙ୍କ ମୁକ୍ତି ସମୟ ଆସିଛି’ 

ଓ୍ବାଶିଂଟନ,୨୮।୨: ଇରାନ ଉପରେ ଆମେରିକା ଓ ଇସ୍ରାଏଲର ମିଳିତ ସାମରିକ ଆକ୍ରମଣ ପରେ ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଭୟଙ୍କର ରୂପ ନେଇଛି। ଏହି ଆକ୍ରମଣର କିଛି ଘଣ୍ଟା ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri