Posted inଜାତୀୟ

ନ୍ୟୁଜ୍‌କ୍ଲିକ୍‌ ମାମଲାରେ ୮,୦୦୦ ପୃଷ୍ଠାର ଚାର୍ଜଶିଟ୍‌

ନୂଆଦିଲ୍ଲୀ,୩୧।୩: ନ୍ୟୁଜ୍‌କ୍ଲିକ୍‌ ଓ ଏହାର ପ୍ରତିଷ୍ଠାତା ପ୍ରବୀର ପୁରକାୟସ୍ଥଙ୍କ ବିରୋଧରେ ବେଆଇନ କାର୍ଯ୍ୟକଳାପ ପ୍ରତିକାର ଆଇନ (ୟୁଏପିଏ) ମାମଲାରେ ଦିଲ୍ଲୀ ପୋଲିସ ଶନିବାର ୮,୦୦୦ରୁ ଊର୍ଦ୍ଧ୍ୱ ପୃଷ୍ଠାର ପ୍ରଥମ ଚାର୍ଜଶିଟ୍‌ ଦାଖଲ କରିଛି। ଉକ୍ତ ପୋର୍ଟାଲ ଓ ଏହାର ମାଲିକ ଚାଇନାର ପ୍ରଚାର ଚଳାଇଥିବା ଅଭିଯୋଗ ହୋଇଥିଲା। ଚାର୍ଜଶିଟ୍‌ରେ ପିପିକେ ନ୍ୟୁଜ୍‌କ୍ଲିକ୍‌ ଷ୍ଟୁଡିଓ ପ୍ରା. ଲିଃ ଏବଂ ପୁରକାୟସ୍ଥଙ୍କୁ ଅଭିଯୁକ୍ତ ଦର୍ଶାଯାଇଛି। ଦିଲ୍ଲୀ ପୋଲିସର ସ୍ପେଶାଲ ସେଲ୍‌ ଅତିରିକ୍ତ ଦୌରାଜଜ୍‌ ହରଦୀପ୍‌ କୌରଙ୍କ ନିକଟରେ ଚୂଡ଼ାନ୍ତ ରିପୋର୍ଟ ଦାଖଲ କରିଥିଲା। ଏହା ଉପରେ ପରବର୍ତ୍ତୀ ଶୁଣାଣି ଏପ୍ରିଲ ୧୬ରେ ହେବ। ଗତବର୍ଷ ସ୍ପେଶାଲ ସେଲ୍‌ ୟୁଏପିଏର ଧାରା ୧୩, ୧୬, ୧୭, ୧୮ ଏବଂ ୨୨ ସମେତ ଆଇପିସିର ୧୫୩ଏ ଏବଂ ୧୨୦ବି ଅନୁଯାୟୀ ମାମଲା ରୁଜୁ କରିଥିଲା। ଗତ ଅକ୍ଟୋବର ୩ରେ ନ୍ୟୁଜ୍‌କ୍ଲିକ୍‌ ପ୍ରତିଷ୍ଠାତା ପୁରକାୟସ୍ଥ ଏବଂ ଏଚ୍‌ଆର୍‌ ମୁଖ୍ୟ ଅମିତ୍‌ ଚକ୍ରବର୍ତ୍ତୀଙ୍କୁ ଗିରଫ କରାଯାଇଥିଲା। ଚକ୍ରବର୍ତ୍ତୀ ରାଜସାକ୍ଷୀ ହେବା ପାଇଁ କରିଥିବା ଆବେଦନକୁ ଗତ ଜାନୁମଆରୀରେ କୋର୍ଟ ଅନୁମତି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସେପ୍ଟେମ୍ୱର ୧ରୁ ମହଙ୍ଗା ହେବ ଅଟୋ ଭଡା, ଜାଣନ୍ତୁ କେତେ ଦବାକୁ ପଡିବ ଟଙ୍କା…

ନୂଆଦିଲ୍ଲୀ,୨୬।୮: ମୁମ୍ୱାଇରେ CNG ରେ ଚାଲୁଥିବା କଳା-ହଳଦିଆ ଟ୍ୟାକ୍ସି ଏବଂ ଅଟୋ ରିକ୍ସାରେ ଯାତ୍ରା କରିବା ୧ ସେପ୍ଟେମ୍ୱରରୁ ମହଙ୍ଗା ହୋଇଯିବ। ମହାରାଷ୍ଟ୍ର ପରିବହନ ପ୍ରାଧିକରଣ ବୁଧବାର…

ଚିନି ଠାରୁ ଆରମ୍ଭ କରି ପେଟ୍ରୋଲ-LPG ଯାଏ, ସେପ୍ଟେମ୍ୱର ୧ରୁ ବଢିବ ଦର! ଜାଣନ୍ତୁ କେଉଁଟା…

ନୂଆଦିଲ୍ଲୀ,୨୬।୮: ସେପ୍ଟେମ୍ୱର ମାସ ଆରମ୍ଭ ହେବା କ୍ଷଣି ସାଧାରଣ ଲୋକଙ୍କ ଜୀବନ ସହ ଜଡ଼ିତ ଅନେକ ନିୟମ ବଦଳିବାକୁ ଯାଉଛି। ଚିନି-ପିଆଜ, ବସ ଯାତ୍ରା, ନିବେଶ, ଗ୍ୟାସ…

ପେଟ୍ରୋଲିୟମ ମନ୍ତ୍ରାଳୟର ବଡ଼ ସୂଚନା, ୩୧ ଅଗଷ୍ଟ ପରେ ମିଳିବନି ଗ୍ୟାସ ସିଲିଣ୍ଡର? ଶୀଘ୍ର ସାରନ୍ତୁ ଏହି କାମ…

ନୂଆଦିଲ୍ଲୀ,୨୬।୮: ଯଦି ଆପଣଙ୍କ ଘରେ ମଧ୍ୟ ରୋଷେଇ ଗ୍ୟାସ ସିଲିଣ୍ଡର ବ୍ୟବହୃତ ହେଉଛି, ତେବେ ଏହି ଖବର ଆପଣଙ୍କ ପାଇଁ ଅତ୍ୟନ୍ତ ଜରୁରୀ। ତେଲ କମ୍ପାନୀ ଏବଂ…

Zamatoରୁ ଅର୍ଡର କରୁଥିଲେ ସାବଧାନ! ଦିନ ଦ୍ୱିପ୍ରହରରେ ଲୁଟୁଛି କମ୍ପାନୀ

ନୂଆଦିଲ୍ଲୀ,୨୬।୮: ଆଜିକାଲି ଲୋକମାନେ ଅନଲାଇନରେ ଖାଦ୍ୟ ଅର୍ଡର କରିବାର ଅଭ୍ୟାସ ବିକଶିତ କରିଛନ୍ତି। ଏହାର ସୁଯୋଗ ନେଇ, ଖାଦ୍ୟ ବିତରଣ ସେବାଗୁଡ଼ିକ ପ୍ରାୟତଃ ଅତ୍ୟଧିକ ପରିମାଣରେ ଚାର୍ଜ…

କ’ଣ ୨୭ ଅଗଷ୍ଟରେ ବନ୍ଦ ରହିବ ସ୍କୁଲ? ଛୁଟିକୁ ନେଇ ଆସିଲା ବଡ଼ ଅପଡେଟ୍‌…

ନୂଆଦିଲ୍ଲୀ,୨୬।୮: ଦେଶର ଅନେକ ସ୍ଥାନରେ ଇଦ୍-ମିଲାଦ୍-ଉନ୍-ନବୀ ଅବସରରେ ବିଦ୍ୟାଳୟଗୁଡ଼ିକରେ ଛୁଟି ଘୋଷଣା କରାଯାଇଥିଲା। ଏହା ବ୍ୟତୀତ ପ୍ରବଳ ବର୍ଷା ଆଲର୍ଟ ଆଦି କାରଣରୁ ସ୍ଥାନୀୟ ପ୍ରଶାସନ ଦ୍ୱାରା…

ନେପାଳରେ ବନ୍ୟା ପରେ ବିହାର ମୁଖ୍ୟମନ୍ତ୍ରୀ ସମ୍ରାଟଙ୍କ ଉଚ୍ଚସ୍ତରୀୟ ବୈଠକ

ପାଟନା,୨୬।୮: ନେପାଳରେ ବନ୍ୟା ଯୋଗୁ ହୋଇଥିବା କ୍ଷୟକ୍ଷତି ମଧ୍ୟରେ, ଉପମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ ଆଜି (ବୁଧବାର) ଅଧିକାରୀଙ୍କ ସହିତ ଏକ ଉଚ୍ଚସ୍ତରୀୟ ବୈଠକ କରିଛନ୍ତି ଏବଂ ସେମାନଙ୍କୁ…

ଭାରତ ପୂର୍ବରୁ ‘ବଡ଼ ଭାଇ’ର ଭୂମିକା ନିର୍ବାହ କରିସାରିଛି, ଏଥର ବି ନେପାଳକୁ ସହାୟତା ପଠାଇବାକୁ ଆଶ୍ୱାସନା ଦେଲେ ମୋଦି

ନୂଆଦିଲ୍ଲୀ/କାଠମାଣ୍ଡୁ,୨୬।୮: ଭାରତର ପଡ଼ୋଶୀ ନେପାଳ ବର୍ତ୍ତମାନ ଏକ ଭୟଙ୍କର ଦୁଃଖଦ ପରିସ୍ଥିତି ସହିତ ସଂଘର୍ଷ କରୁଛି। ରସୁୱାଗାଧି ଅଞ୍ଚଳରେ ହିମସ୍ଖଳନ ଏବଂ ହଠାତ, ଭୟଙ୍କର ବନ୍ୟା କେବଳ…

ନେପାଳ ବନ୍ୟା; ବାଲେନ ଶାହଙ୍କ ସହ କଥା ହେଲେ ମୋଦି, ସହାୟତା….

ନୂଆଦିଲ୍ଲୀ,୨୬।୮: ନେପାଳରେ ଭୟଙ୍କର ବନ୍ୟା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହଙ୍କ ସହ ଫୋନ୍‌ରେ ଆଲୋଚନା କରିଛନ୍ତି । ବନ୍ୟା ଯୋଗୁଁ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri