Posted inଜାତୀୟ

ଏଲ୍‌ଏସିରେ ଆଣ୍ଟି ଏୟାରକ୍ରାଫ୍ଟ୍‌ ଏଲ୍‌-୭୦ ତୋପ ମୁତୟନ କଲା ଭାରତ…

ନୂଆଦିଲ୍ଲୀ,୨୧।୧୦: ଭାରତ ଚାଇନା ମଧ୍ୟରେ ଏଲ୍‌ଏସିରେ ଉତ୍ତେଜନା ଥମିବାର ନାଁ ଧରୁନି। ଏପରିସ୍ଥଳେ ଅରୁଣାଚଳପ୍ରଦେଶଠାରେ ଥିବା ଏଲ୍‌ଏସିରେ ଭାରତୀୟ ସେନାର ଶକ୍ତି ବୃଦ୍ଧି ପାଇଁ ଆଣ୍ଟି ଏୟାରକ୍ରାଫ୍ଟ୍‌ ଏଲ୍‌-୭୦ ତୋପ ମୁତୟନ କରାଯାଇଛି। ପ୍ରତିରକ୍ଷା ମନ୍ତ୍ରଣାଳୟ ଅନୁସାରେ ଏଠାରେ ଏମ୍‌-୭୭୭ ହ୍ବିଜର ଏବଂ ସ୍ବିଡେନ୍‌ର ବୋଫର୍ସ ତୋପ ମଧ୍ୟ ସୁରକ୍ଷା ଦୃଷ୍ଟିରୁ ମୁତୟନ ହୋଇଛି।

ଆଣ୍ଟି ଏୟାରକ୍ରାଫ୍ଟ୍‌ ଏଲ୍‌-୭୦ ତୋପ ସୀମାର ୩.୫ କିଲୋମିଟର ଅଞ୍ଚଳରେ ଆକାଶ ମାର୍ଗରେ ଶତ୍ରୁ ପକ୍ଷରୁ ବିମାନ, ହେଲିକପ୍ଟର ଏବଂ ଅତ୍ୟାଧୁନିକ ଯୁଦ୍ଧ ବିମାନକୁ ଲକ୍ଷ୍ୟଭେଦ କରିବାକୁ ସକ୍ଷମ ହେବ। ପୂର୍ବ ଲଦାଖରେ ଗତ ୧୭ ମାସ ଧରି ଭାରତ ଚାଇନା ମଧ୍ୟରେ ମୁହାଁମୁହିଁ ସ୍ଥିତି ଜାରି ରହିଛି। ତେଣୁ ସୁରକ୍ଷା ଦୃଷ୍ଟିରୁ ଅରୁଣାଚଳ ପ୍ରଦେଶ ନିକଟରେ ଥିବା ଏଲ୍‌ଏସିରେ ଏଭଳି କରାଯାଇଥିବା ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି।

ଆଣ୍ଟି ଏୟାରକ୍ରାଫ୍ଟ୍‌ ଏଲ୍‌-୭୦ ତୋପ ଏଲ୍‌ଏସିର ଦୀର୍ଘ ୧,୩୦୦ କିଲୋମିଟର ସୀମାକୁ ସୁରକ୍ଷା ପ୍ରଦାନ କରିବାକୁ ସକ୍ଷମ ହେବ ବୋଲି ପ୍ରତିରକ୍ଷା ବିଭାଗ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

କେବେ ଭାରତ ଆସିବେ ବାଂଲାଦେଶୀ ପ୍ରଧାନମନ୍ତ୍ରୀ? ଆସିଲା ନୂଆ ତାରିଖ

ନୂଆଦିଲ୍ଲୀ,୨୨।୮: ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହkସିନାଙ୍କ ବହିଷ୍କାର ଏବଂ ଭାରତରେ ଆଶ୍ରୟ ନେବା ମଧ୍ୟରେ, ବାଂଲାଦେଶୀ ପ୍ରଧାନମନ୍ତ୍ରୀ ତାରିକ ରହମାନ ଅଗଷ୍ଟ 23 ରୁ 25 ମଧ୍ୟରେ…

ଆତ୍ମହତ୍ୟା ପାଇଁ ପାହାଡ଼ ଧାରରେ ଠିଆ ହୋଇଥିଲେ ଯୁବକ, ପୁଅକୁ ବଞ୍ଚାଇବାକୁ ଯାଇ ଚାଲିଗଲା ମା’ବାପାଙ୍କ ଜୀବନ

ଔରଙ୍ଗାବାଦ, ୨୨।୮: ମହାରାଷ୍ଟ୍ରର ଖାଭ୍ୟଡା ଡୋଙ୍ଗରର ଏକ ବିପଦପୂର୍ଣ୍ଣ ପାହାଡ଼ରୁ ଡେଇଁ ଆତ୍ମହତ୍ୟା କରିବାକୁ ଯାଉଥିବା ୧୮ବର୍ଷୀୟ ପୁଅକୁ ବଞ୍ଚାଇବାକୁ ଯାଇ ଜୀବନ ହାରିଛନ୍ତି ମା’ବାପା। ପଥର…

ମିତ୍ର ଦେଶ କାନାଡାକୁ ଶକ୍ତ ଝଟକା ଦେଲେ ଟ୍ରମ୍ପ!

ଓ୍ବାଶିଂଟନ,୨୨।୮: ଡୋନାଲ୍ଡ ଟ୍ରମ୍ପ ଆମେରିକାର ଘନିଷ୍ଠ ସହଯୋଗୀ ଏବଂ ବନ୍ଧୁ କାନାଡା ଉପରେ ‘ଶୁଳ୍କ ବୋମା’ ପକାଇଛନ୍ତି। ବାଣିଜ୍ୟ ଚୁକ୍ତି ଆଲୋଚନା ସମୟରେ ଦୁଇ ରାଷ୍ଟ୍ର ଏକ…

ଉଚ୍ଚ ଶ୍ରେଣୀରେ କମୁଛି ଛାତ୍ରୀଛାତ୍ରଙ୍କ ଆନନ୍ଦଦାୟକ ସ୍ଥିତି

ମୁମ୍ବାଇ, ୨୨ା୮ : ଭାରତରେ ଛାତ୍ରୀଛାତ୍ରଙ୍କ ବର୍ଷକୁ ବର୍ଷ ଶ୍ରେଣୀ ବୃଦ୍ଧି ପାଇବା ସହ ସେମାନଙ୍କ ମାନସିକ ସ୍ବାସ୍ଥ୍ୟ ଏବଂ ଆତ୍ମବିଶ୍ୱାସରେ ହ୍ରାସ ପାଉଥିବା ଏକ ନୂତନ…

ଉଠାଜଳସେଚନ ପ୍ରକଳ୍ପ କାର୍ଯ୍ୟରେ ନାବାଳକ ଶ୍ରମିକ: ଡିପ୍‌ ବୋର୍‌ୱେଲ ପ୍ରକଳ୍ପ ଅଧା

ଅମରପାଲି,୨୨ା୮(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଏକ କୃଷିପ୍ରଧାନ ଅଞ୍ଚଳ ହୋଇଥିଲେ ମଧ୍ୟ ଏଠାରେ ଜଳସେଚନର ବିଶେଷ ସୁବିଧା ନାହିଁ। ଚାଷୀଙ୍କ ଜମିକୁ ଜଳସେଚନ ସୁବିଧା ଯୋଗାଇବା…

୨୦୨୭ ଲଢେଇ ଜିତିବାକୁ ଭାଜପାର ବଡ଼ ପ୍ଲାନ: ଟାର୍ଗେଟ୍‌ରେ Gen G-Gen Z

ନୂଆଦିଲ୍ଲୀ,୨୨।୮: ନୂତନ ଜାତୀୟ ଟିମ୍‌ ଘୋଷଣା ପରେ ଭାଜପା ନେତା ନୀତିନ ନବୀନ ଶନିବାର ପଦାଧିକାରୀଙ୍କ ସହ ଏକ ବୈଠକ କରିଛନ୍ତି। ଦିଲ୍ଲୀରେ ଥିବା ଭାଜପା ମୁଖ୍ୟାଳୟରେ…

LKG ଛାତ୍ରଙ୍କୁ ଚାପୁଡ଼ା ମାରିଲେ ଶିକ୍ଷୟିତ୍ରୀ: ହଠାତ୍‌ ଘଟିଗଲା ଏମିତି କିଛି, ଦେଖନ୍ତୁ ଛାତିଥରା VIDEO

ବିଶାଖାପାଟଣା,୨୨।୮: ବିଶାଖାପାଟଣାର ଏକ ସ୍କୁଲର ହୃଦୟ ବିଦାରକ ସିସିଟିଭି ଫୁଟେଜ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଜଣେ ନିର୍ଦ୍ଦୋଷ ୬ ବର୍ଷର ଶିଶୁକୁ ଜଣେ ଶିକ୍ଷୟିତ୍ରୀ ତା’ର…

ରାହୁଲଙ୍କ କାର୍ଯ୍ୟକ୍ରମ ପୂର୍ବରୁ ଉତ୍ତେଜନା; NSUI-ABVP ସମର୍ଥକଙ୍କ ମଧ୍ୟରେ ହାତାହାତି

ନୂଆଦିଲ୍ଲୀ,୨୨।୮: ଅଗଷ୍ଟ ୨୧ରେ ପୁଣେରେ ଲୋକ ସଭାରେ ବିରୋଧୀ ଦଳ ନେତା ଏବଂ କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀଙ୍କୁ ନେଇ ‘ଛତ୍ରୋଂ କି ଗୁଞ୍ଜ’ (ଛାତ୍ରଙ୍କ ପ୍ରତିଧ୍ୱନି)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri