Posted inଜାତୀୟ

ଫସର ଫାଟିବ ଚାଇନାର ଚାଲ: ସୀମାରେ ଜଗିଲାଣି ଟି-୯୦ ଭୀଷ୍ମ ଟ୍ୟାଙ୍କ

ନୂଆଦିଲ୍ଲୀ,୩୦।୬: ଲଦ୍ଦାଖର ବାସ୍ତବିକ ନିୟନ୍ତ୍ରଣ ରେଖା(ଏଲ୍‌ଏସି)ରେ ଭାରତ-ଚାଇନା ମଧ୍ୟରେ ସ୍ଥିତି ଉତ୍ତେଜନା ପୂର୍ଣ୍ଣ ରହିଛି। ଭାରତ, ଚାଇନାର ସବୁ ପ୍ରକାର ଚାଲକୁ ପଣ୍ଡ କରିବା ଯୋଜନାରେ ରହିଛି। ମିଳିଥିବା ସୂଚନାରୁ ଜଣାପଡିଛି କି ଭାରତୀୟ ସେନା ଗଲଓ୍ବାନ ଘାଟିରେ ୬ଟି ଟି-୯୦ ଭୀଷ୍ମ ମିଶାଇଲ ଫାଏରିଂ ଟ୍ୟାଙ୍କ ଓ ଟପ୍‌-ଅଫ୍‌-ଦି-ଲାଇନ ସୋଲଡର ଫାୟାର ଟ୍ୟାଙ୍କ-ବିରୋଧି ମିଶାଇଲ ସିଷ୍ଟମକୁ ଗଲଓ୍ବାନ ଘାଟିରେ ମୁତୟନ କରିଛି। ଅନ୍ୟପଟେ ଭାରତ-ଚାଇନା ସୀମା ବିବାଦକୁ ନେଇ ମଙ୍ଗଳବାର ଉଭୟ ଦେଶର ଶୀର୍ଷ ଅଧିକାରୀଙ୍କ ମଧ୍ୟରେ ତୃତୀୟ ବୈଠକ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜମ୍ମୁ-କଶ୍ମୀରର ୬୦ ଯୁବକ ନିଖୋଜ, ଆତଙ୍କବାଦୀ ସଂଗଠନ ଯୋଗାଯୋଗରେ ଥିବା ସନ୍ଦେହ !…

ନୂଆଦିଲ୍ଲୀ,୩୧।୮: ଆଫଗାନିସ୍ତାନରେ ତାଲିବାନ ଆତଙ୍କବାଦୀ ସଂଗଠନ କ୍ଷମତା ଦଖଲ କରିବା ପରେ ଏହାର ପ୍ରଭାବ ଜମ୍ମୁ-କଶ୍ମୀରରେ ଅନୁଭୁତ ହେବାରେ ଲାଗଛି ବୋଲି ଖବର ପ୍ରକାଶ ପାଇଛି।...

ରାଷ୍ଟ୍ରପତିଙ୍କ ବିରୋଧରେ କଂଗ୍ରେସ ନେତାଙ୍କ ଟୁଇଟ, କ୍ଷମା ମାଗିବା ଦାବି କଲା ଭାଜପା…

ନୂଆଦିଲ୍ଲୀ,୬।୧୦ : ଅଧୀର ରଞ୍ଜନ ଚୌଧୁରୀଙ୍କ ପରେ ବର୍ତ୍ତମାନ କଂଗ୍ରେସ ନେତା ଉଦିତ ରାଜ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ବିରୋଧରେ ଅପମାନଜନକ ମନ୍ତବ୍ୟ ଦେଇ ବିବାଦ...

ବ୍ରାଜିଲ୍‌କୁ ପଛରେ ପକାଇଲା ଭାରତ

ନୂଆଦିଲ୍ଲୀ, ୬।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଏବେ ଦିନ ପିଛା ୯୦ ହଜାରରୁ ଅଧିକରେ ପହଞ୍ଚିଛି।...

କରୋନା ମହାମାରୀ ସମ୍ପର୍କିତ ଦୁର୍ନୀତି: କେନ୍ଦ୍ର ସରକାରଙ୍କ ପାଖରେ ୪୦ ହଜାର ଅଭିଯୋଗ

ନୂଆଦିଲ୍ଲୀ,୭।୧୨: କରୋନା ମହାମାରୀ ଦେଶରେ ଥମିବାର ନାଁ ଧରୁନି। ଆକ୍ରାନ୍ତଙ୍କ ଚିକିତ୍ସା ତଥା ଅନ୍ୟ କେତେକ କ୍ଷେତ୍ରରେ ଦୁର୍ନୀତି ବଢ଼ିବାରେ ଲାଗିଛି। କରୋନା ମହାମାରୀକୁ ନେଇ...

୧୦ରୁ ୪୯ ଶଯ୍ୟା ବିଶିଷ୍ଟ ନର୍ସିଂ ହୋମରେ ହେବ କୋଭିଡ-୧୯ର ଚିକିତ୍ସା

ନୂଆଦିଲ୍ଲୀ,୧୪।୬: ରାଜଧାନୀ ଦିଲ୍ଲୀରେ ବେଳକୁ ବେଳ କରୋନା ସ୍ଥିତି ବିଗିଡିବାରେ ଲାଗିଛି। ଏହାର ମୁକାବିଲା କରିବାକୁ ଏବେ ରୋଗୀଙ୍କ ପାଇଁ ବେଡ୍‌ର ଆବଶ୍ୟକତା ଜରୁରୀ ହୋଇପଡିଛି।...

ମୌସୁମୀ ଅଧିବେଶନ ପୂର୍ବରୁ ୫ ଏମ୍‌ପିଙ୍କୁ କରୋନା

ନୂଆଦିଲ୍ଲୀ,୧୩।୯: ସଂସଦର ମୌସୁମୀ ଅଧିବେଶନ ସୋମବାରଠାରୁ ଆରମ୍ଭ ହେବାର କାର୍ଯ୍ୟକ୍ରମ ରହିଛି। କିନ୍ତୁ ଏହା ପୂର୍ବରୁ ଲୋକ ସଭାର ୫ ଜଣ ସଦସ୍ୟ କରୋନା ପଜିଟିଭ...

ନୌସେନାର ୭ ଅଧିକାରୀ ଗିରଫ

ନୂଆଦିଲ୍ଲୀ,୨୧ା୧୨: ପାକିସ୍ତାନ ପାଇଁ ଗୁପ୍ତଚରଗିରି କରୁଥିବା ଅଭିଯୋଗରେ ଭାରତୀୟ ନୌସେନାର ୭ ଅଧିକାରୀ ଗିରଫ ହୋଇଛନ୍ତି। ଆନ୍ଧ୍ରପ୍ରଦେଶର ଗୋଇନ୍ଦା ବିଭାଗ, ନୌସେନା ଓ କେନ୍ଦ୍ରୀୟ ସଂସ୍ଥାଗୁଡ଼ିକ...

ଲ୍ୟୁଟ୍‌ନାଣ୍ଟ ଜେନେରାଲ ମନୋଜ ପାଣ୍ଡେ ହେବେ ଦେଶର ସେନାମୁଖ୍ୟ

ନୂଆଦିଲ୍ଲୀ,୧୮।୪: ଲ୍ୟୁଟ୍‌ନାଣ୍ଟ ଜେନେରାଲ ମନୋଜ ପାଣ୍ଡେ ଦେଶର ନୂଆ ସେନା ମୁଖ୍ୟ ହେବେ। କେନ୍ଦ୍ର ସରକାର ତାଙ୍କ ନିଯୁକ୍ତିକୁ ନେଇ ମଞ୍ଜୁରୀ ପ୍ରଦାନ କରିଛନ୍ତି। ସରକାର...

Advertisement
Archives

Model This Week