Posted inଖେଳ

ମହିଳା ବିଶ୍ୱକପ୍‌ରେ ପାକିସ୍ତାନ ସହ ହାତ ମିଳାଇଲା ନାହିଁ ଭାରତ

ବର୍ମିଂହାମ, ୧୪ା୬: ପଡ଼ୋଶୀ ପାକିସ୍ତାନ ସହ ହାତ ନ ମିଳାଇବା ନୀତି ଭାରତ ଜାରି ରଖିଛି। ରବିବାର ମହିଳା ବିଶ୍ୱକପ୍‌ ମ୍ୟାଚ୍‌ରେ ଭାରତର ଅଧିନାୟିକା ହରମନପ୍ରୀତ କୌର ପ୍ରତିପକ୍ଷ ପାକିସ୍ତାନ ଦଳର ଅଧିନାୟିକା ଫାତିମା ସାନାଙ୍କ ସହ ଟସ୍‌ ବେଳେ ହାତ ମିଳାଇ ନ ଥିଲେ।

ଗତ ବର୍ଷ ପହଲଗାମ ଆକ୍ରମଣ ଓ ଭାରତୀୟ ସଶସ୍ତ୍ରବାହିନୀ ଦ୍ୱାରା କରାଯାଇଥିବା ଅପରେଶନ ସିନ୍ଦୂର ପରଠାରୁ ଭାରତୀୟ କ୍ରିକେଟ ଦଳ ପାକିସ୍ତାନ ସହ ଟସ୍‌ ବେଳେ ଓ ମ୍ୟାଚ୍‌ ପରେ ହାତ ନ ମିଳାଇବାକୁ ନିଷ୍ପତ୍ତି ନେଇଥିଲା। ଭାରତର ପୂର୍ବତନ ଟି୨୦ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଦୁବାଇରେ ଖେଳାଯାଇଥିବା ଏସିଆ କପ୍‌ରେ ପ୍ରଥମ ଥର ପାଇଁ ଏହି ନୀତି ଆପଣେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାଜିଲକୁ ବଞ୍ଚାଇଲେ ଭିନିସିଅସ

ଇଷ୍ଟ ରଦରଫୋର୍ଡ,୧୪ା୬- ଭିନିସିଅସ ଜୁନିୟରଙ୍କ ଗୋଲ ବଳରେ ମରକୋ ବିପକ୍ଷ ମ୍ୟାଚ୍‌କୁ ବ୍ରାଜିଲ ୧-୧ ଗୋଲ୍‌ରେ ଡ୍ର’ ରଖିଛି। ଏହି ମ୍ୟାଚ୍‌ରେ ମରକୋ ବିଶ୍ୱକପ୍‌ ଇତିହାସର ପ୍ରଥମ…

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନକୁ ହରାଇଲା ଭାରତ

ବର୍ମିଂହାମ, ୧୪ା୬: ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ଏବଂ ପରେ ଦୀପ୍ତି ଶର୍ମାଙ୍କ ୫ ଉଇକେଟ ସଫଳତା ବଳରେ ରବିବାର ଖେଳାଯାଇଥିବା ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ…

ଗ୍ୟାରେଜ୍‌ରେ ପଶି ମାଲିକଙ୍କୁ ଗୁଳିକରି ହତ୍ୟା

ନୟାଗଡ଼,୧୪।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ଥାନା ଅଧୀନ ପାଣ୍ଡରାସିଂହା ଛକରେ ରବିବାର ସନ୍ଧ୍ୟାରେ ଏକ ଗୁଳିକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଗ୍ୟାରେଜ୍‌ରେ ପଶି ଅତର୍କିତ ଫାୟାରିଂ କରିଥିଲେ।…

ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆଡମିଟ୍‌ କାର୍ଡ ଜାରି, ଜୁନ୍‌ ୨୧ରେ…

ନୂଆଦିଲ୍ଲୀ,୧୪ା୬ : ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆସନ୍ତା ୨୧ରେ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥିପାଇଁ ପରୀକ୍ଷା ପରିଚାଳନାକାରୀ ସଂସ୍ଥା ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଆଡମିଟ୍‌ କାର୍ଡ…

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ…

ମହିଳା ଟି୨୦ ବିଶ୍ୱକପ୍‌: ପାକିସ୍ତାନ ସମ୍ମୁଖରେ ୧୭୧ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ

ବର୍ମିଂହାମ,୧୪ା୬: ଚଳିତ ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ରବିବାର ଖେଳାଯାଉଥିବା ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ଭାରତ ଓ ପାକିସ୍ତାନ ପରସ୍ପରକୁ ଭେଟିଛନ୍ତି। ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ…

ବ୍ରହ୍ମପୁର ଆସୁଥିବା ବେଳେ ବାଟରେ ମର୍ମନ୍ତୁଦ ଦୁର୍ଘଟଣା, ଡିଭାଇଡର ପିଟି ହୋଇ ୨ ବାଇକ ଆରୋହୀ ମୃତ

ଗଞ୍ଜାମ,୧୪।୬(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ମର୍ମନ୍ତୁଦ ଦୁର୍ଘଟଣା ହୋଇଛି ।  ଅପରାହ୍ନରେ ଏକ ବାଇକ ଡିଭାଇଡର ପିଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri