Posted inଜାତୀୟ

ଭାରତ ଭିଏତନାମକୁ ଦେଲା ୧୨ ହାଇସ୍ପିଡ୍‌ ଗାର୍ଡ ବୋଟ୍‌…

ହନୋଇ/ନୂଆଦିଲ୍ଲୀ, ୯।୬ : ଭାରତ ଭିଏତନାମକୁ ୧୨ ହାଇସ୍ପିଡ୍‌ ଗାର୍ଡ ବୋଟ ପ୍ରଦାନ କରିଛି। ଭିଏତନାମ ଗସ୍ତରେ ଥିବା ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ ଏହାକୁ ଭିଏତନାମ ନୌସେନାକୁ ହସ୍ତାନ୍ତର କରିଛନ୍ତି। ସେଥିମଧ୍ୟରୁ ୫ଟି ବୋଟ୍‌ ଭାରତରେ ନିର୍ମାଣ ହୋଇଥିବାବେଳେ ୭ ଟି ଭିଏତନାମରେ ଆସେମ୍ବ୍ଲି କରାଯାଇଛି।

ରାଜନାଥ ସିଂ ହାଙ୍ଗ ହା ଶିପ୍‌ୟାର୍ଡରେ ବୋଟଗୁଡ଼ିକୁ ହସ୍ତାନ୍ତର କରିଛନ୍ତି। ଏହି ଶିପ୍‌ୟାର୍ଡ ଦକ୍ଷିଣ ଚାଇନା ସାଗର କୂଳରେ ଅବସ୍ଥିତ। ଏହା ଦ୍ୱାରା ଭିଏତନାମ ନିଜର ସାମୁଦ୍ରିକ ସୀମାରେ ସହଜରେ ପାଟ୍ରୋଲିଂ କରି ପାରିବ। ଏହା ଦ୍ୱାରା ଭାରତ ଏବଂ ଭିଏତନାମ ମଧ୍ୟରେ ସାମରିକ କ୍ଷେତ୍ରରେ ସହଯୋଗ ବୃଦ୍ଧି ହୋଇ ପାରିବ।

ସୂଚନା ଯୋଗ୍ୟ ଭାରତ ଏବଂ ଭିଏତନାମ ମଧ୍ୟରେ ୮ ବର୍ଷ ପାଇଁ ସାମରିକ ସୁରକ୍ଷା ଚୁକ୍ତି ସ୍ବାକ୍ଷର ହୋଇଛି। ଏହି ଚୁକ୍ତି ନେଇ ଚାଇନାର ଚିନ୍ତା ବଢ଼ିବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁନା ଉପରେ ଆମଦାନୀ ଶୁଳ୍କ ବଢାଇଲେ ସରକାର, ଏବେ କ’ଣ ପେଟ୍ରୋଲ-ଡିଜେଲର ବି ବଢିବ ଦାମ୍‌? ଜାଣନ୍ତୁ ତାଜା ଅପଡେଟ

ନୂଆଦିଲ୍ଲୀ,୧୩।୫: ପଶ୍ଚିମ ଏସିଆରେ ଚାଲିଥିବା ସଙ୍କଟ ମଧ୍ୟରେ ଏବଂ ବ୍ୟାପକ କଟକଣା ଅଭିଯାନର ଅଂଶ ସୱରୂପ ଆଗାମୀ ବର୍ଷ ପାଇଁ ଅଣ-ଅତ୍ୟାବଶ୍ୟକୀୟ ସୁନା କ୍ରୟ କରିବାରୁ ନିବୃତ୍ତ…

ଲୋକଙ୍କୁ ଅପିଲ୍‌ ପରେ ନିଜେ ବଡ଼ ନିଷ୍ପତ୍ତି ନେଲେ ପ୍ରଧାନମନ୍ତ୍ରୀ ମୋଦି: ହ୍ରାସ କଲେ…

ନୂଆଦିଲ୍ଲୀ,୧୩।୫:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପଦକ୍ଷେପ ଅନୁଯାୟୀ, ତାଙ୍କ ସରକାରୀ କାରଗେଡ ଗାଡ଼ି ସଂଖ୍ୟା ଯଥେଷ୍ଟ ହ୍ରାସ ପାଇଛି। ପଶ୍ଚିମ ଏସିଆର ସଙ୍କଟକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ମୋଦି…

ଠାକୁରାଣୀ ଯାତ୍ରାରେ ଅଘଟଣ:ବିଦ୍ୟୁତ ଆଘାତରେ ଚାଲିଗଲା ଜଣଙ୍କ ଜୀବନ

ଦିଗପହଣ୍ଡି,୧୩।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ଗ୍ରାମରେ ମା’ ସୁବର୍ଣ୍ଣରେଖା ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ମହୋତ୍ସବ ଉଦଯାପନୀ ଦିବସ ମଙ୍ଗଳବାର ବିଳମ୍ବିତ ରାତି…

ଛତିଶଗଡ଼ରୁ ଓଡିଶାକୁ ଧାନ ଚାଲାଣ: ୨ ଧାନ ବୋଝେଇ ଟ୍ରକ ଅଟକ ରଖିଲେ ଉପଜିଲାପାଳ

ପଦ୍ମପୁର,୧୩।୫(ପ୍ରଦୀପ୍ତ ଦାଶ):ବର୍ତ୍ତମାନ ପଦ୍ମପୁର ଉପଖଣ୍ଡରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେଲାଣି। ଏହାକୁ ଦୃଷ୍ଟିରେ ରଖି କିଛି ଅସାଧୁ ବ୍ୟବସାୟୀ ଛତିଶଗଡ଼ରୁ ପଦ୍ମପୁର ଅଞ୍ଚଳକୁ ଚୋର…

ହାଇଜମ୍ପ ମାରିଲା ସୁନା ଦର: ଏକାଥରକେ ହଜାର ହଜାର ଟଙ୍କା ବଢ଼ିଲା, ଜାଣନ୍ତୁ କେତେ ହେଲା

ନୂଆଦିଲ୍ଲୀ,୧୩।୫: ଆମଦାନୀ ଶୁଳ୍କ ବୃଦ୍ଧି ପରେ ଦେଶରେ ହାଇଜମ୍ପ ମାରିଛି ସୁନା ଦର। ୨୪ କ୍ୟାରେଟ ସୁନାଦର ଏକାଥରକେ ୧୩,୯୧୦ ଟଙ୍କା ବୃଦ୍ଧି ପାଇଛି। ୨୪ କ୍ୟାରେଟ…

ପୂର୍ବତନ ବିଧାୟକ ଆୟୁବ ଖାନଙ୍କ ପରଲୋକ

ଭୁବନେଶ୍ୱର,୧୩।୫: ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ବିଧାୟକ ଆୟୁବ ଖାନଙ୍କ ଦେହାନ୍ତ ଘଟିଛି। କଣ୍ଟାବାଞ୍ଜି ସ୍ଥିତ ବାସଭବନରେ ତାଙ୍କର ପରଲୋକ ଘଟିଥିବା ଜଣାପଡିଛି। ଏନେଇ ତାଙ୍କ…

ପ୍ରଶ୍ନପତ୍ର ଲିକ୍‌ ପଛରେ ବଡ଼ ନେଟ୍‌ଓ୍ବର୍କ: ସାଂଘାତିକ ଖୁଲାସା, ୩ ରାଜ୍ୟରୁ…

ନୂଆଦିଲ୍ଲୀ,୧୩ା୫:ଏନ୍‌ଇଇଟି-ୟୁଜି ପ୍ରଶ୍ନପତ୍ର ଲିକ୍‌ ମାମଲାରେ ଏକ ବଡ଼ ଅଗ୍ରଗତି ହୋଇଛି। ତଦନ୍ତକାରୀ ଅଧିକାରୀମାନେ ନାସିକ୍‌ରୁ ଡେରାଡୁନ୍‌ ଏବଂ ରାଜଗିର ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ଚଢ଼ାଉ କରି ଅନେକଙ୍କୁ…

ଏନ୍‌ଇଇଟି ବାତିଲ

ମେଡିକାଲ, ଇଞ୍ଜିନିୟରିଂ ଭଳି ଅତି ପ୍ରତିଦ୍ୱନ୍ଦ୍ୱିତାମୂଳକ ପ୍ରବେଶିକା ପରୀକ୍ଷାରେ ବାରମ୍ବାର ଅନିୟମିତତା ଦେଖାଦେବା ଦେଶର ଶିକ୍ଷା ବ୍ୟବସ୍ଥା ଓ ପରିଚାଳନା ସହିତ ଶିକ୍ଷା ମନ୍ତ୍ରଣାଳୟର ଅପାରଗତାକୁ ବାରମ୍ବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri