ସୁରକ୍ଷା ପରିଷଦ ସ୍ଥାୟୀ ସଦସ୍ୟ ପାଇଁ ଭାରତ ଯୋଗ୍ୟ…

ରିୟାଦ, ୧୨।୯ : ସୌଦି ଆରବ ଗସ୍ତରେ ଯାଇଥିବା ବହିର୍ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କର କହିଛନ୍ତି ଯେ ମିଳିତ ଜାତିସଂଘ ସୁରକ୍ଷା ପରିଷଦର ସ୍ଥାୟୀ ସଦସ୍ୟ ହେବା ପାଇଁ ଭାରତ ଯୋଗ୍ୟ। ଏହା ପଛରେ ସେ ଅନେକ କାରଣ ମଧ୍ୟ ସେ କହିଛନ୍ତି। ଅନ୍ତର୍ଜାତୀୟ ନିରାପତ୍ତା ବଜାୟ ରଖିବା ତଥା ବିଶ୍ୱ ପରିସ୍ଥିତିକୁ ଦୃଷ୍ଟିରେ ରଖି ଉପଯୁକ୍ତ ପଦକ୍ଷେପ ନେବାରେ ଭାରତ ସର୍ବଦା ଆଗରେ ରହିଆସିଛି।

ସର୍ବ ବୃହତ ଗଣତନ୍ତ୍ର, ପଞ୍ଚମ ବୃହତ୍ତମ ଅର୍ଥନୀତି, ଆଣବିକ ଶକ୍ତି, ବୈଷୟିକ ହବ ଏବଂ ବିଶ୍ୱସ୍ତରୀୟ ଯୋଗଦାନର ପରମ୍ପରା ଭାବରେ ସୁରକ୍ଷା ପରିଷଦର ସ୍ଥାୟୀ ସଦସ୍ୟ ହେବା ପାଇଁ ଭାରତର ଯୋଗ୍ୟତା ରହିଛି ବୋଲି ସେ କହିଛନ୍ତି। ସେ ଏକ ସାକ୍ଷାତକାରରେ ସାଉଦି ଗେଜେଟ ଖବରକାଗଜକୁ କହିଛନ୍ତି ଯେ ସୁରକ୍ଷା ପରିଷଦ କେବଳ ଅନ୍ତର୍ଜାତୀୟ ନିରାପତ୍ତା ବଜାୟ ରଖିବାର ଉଦ୍ଦେଶ୍ୟ ପୂରଣ କରିବା ପାଇଁ ନୁହେଁ, ବରଂ ପ୍ରାସଙ୍ଗିକ ରହିବାକୁ ବିଶ୍ୱସ୍ତରୀୟ ସ୍ଥିତିର ବିକାଶ ପାଇଁ ଅନୁକୂଳ ହେବା ଆବଶ୍ୟକ।


Enter your email to get our daily news in your inbox.

All Right Reserved By Dharitri.Com

ସିରିୟଲ୍‌ କିଲରଙ୍କୁ ଫାଶୀଦଣ୍ଡ

ଆବୁଜା,୧୦।୧୦: ନାଇଜେରିଆର ସିରିୟଲ୍‌ କିଲର ଗ୍ରେସିୟସ୍‌ ଡେଭିଡ୍‌- ଓ୍ବେଷ୍ଟଙ୍କୁ ମୃତ୍ୟୁଦଣ୍ଡ ମିଳିଛି। ୨୦୧୯ ଜୁଲାଇରୁ ସେପ୍ଟେମ୍ବର ମଧ୍ୟରେ ହୋଟେଲ ରୁମ୍‌ରେ ବଳାତ୍କାର ପରେ ତଣ୍ଟିଚିପି ୯...

କରୋନା ଭାଇରସ: ପାଖରେ ବସିଲେ ହୋଇପାରେ ୬ମାସ ଜେଲ

ସିଙ୍ଗାପୁର,୨୮।୩: କରୋନା ଭାଇରସକୁ ନେଇ ଏବେ ସାରା ବିଶ୍ୱ ଚିନ୍ତାଗ୍ରସ୍ତ। ଏଥିରୁ ମୁକୁଳିବାକୁ ସମସ୍ତେ ବାଟ ଖୋଜୁଥିବା ବେଳେ ଏପଟେ କିନ୍ତୁ ଏହା ବଢି ବଢି...

୫ ହଜାର କୋଟି ଫିଲ୍ମରେ ମୁଖ୍ୟ ଭୂମିକାରେ ଆସିବ ଏଆଇ ରୋବୋ: ମିଳିବ ୫୨୮ କୋଟି

ଟୋକିଓ,୩୦।୬: ଜାପାନରେ ଆର୍ଟିଫିସିୟଲ ଇଣ୍ଟଲିଜେନ୍ସ(ଏଆଇ) ଉପରେ ଆଧାରିତ ବିଶ୍ୱର ପ୍ରଥମ ଫିଲ୍ମ ନିର୍ମାଣ ହେବାକୁ ଯାଉଛି। ଏହି ଫିଲ୍ମରେ ମୁଖ୍ୟ ଭୂମିକାରେ ଏଆଇ ରୋବୋକୁ ଦେଖିବାକୁ...

ସିଇସି ରାଜୀବ କୁମାର ନେପାଳ ନିର୍ବାଚନରେ ଅନ୍ତର୍ଜାତୀୟ ପର୍ଯ୍ୟବେକ୍ଷକ

କାଠମାଣ୍ଡୁ,୧୯।୧୧(ପି.ଟି.): ନେପାଳ ସାଧାରଣ ନିର୍ବାଚନ ଆସନ୍ତା ରବିବାର ଅନୁଷ୍ଠିତ ହେଉଥିବାବେଳେ ଭାରତର ମୁଖ୍ୟ ନିର୍ବାଚନ କମିଶନର (ସିଇସି) ରାଜୀବ କୁମାର ଅନ୍ତର୍ଜାତୀୟ ପର୍ଯ୍ୟବେକ୍ଷକ ଭାବେ ଶୁକ୍ରବାର...

ଘରେ ରହି କାମ କରିବାକୁ କର୍ମଚାରୀଙ୍କୁ ପରାମର୍ଶ ଦେଲା ଟୁଇଟର

ଓ୍ବାଶିଂଟନ,୧୨।୩: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଟୁଇଟର ଏହାର କର୍ମଚାରୀଙ୍କୁ ଘରେ ରହି କାମ କରିବାକୁ ପରାମର୍ଶ ଦେଇଛି। ପୃଥିବୀ ସାରା କାମ କରୁଥିବା କର୍ମଚାରୀଙ୍କୁ...

ପଦ ଛାଡ଼ିଲେ ଡବ୍ଲ୍ୟୁଟିଓ ମୁଖ୍ୟ

ଜାତିସଂଘ, ୧୬ା୫ : ମହାମାରୀ କରୋନା ଭୂତାଣୁ କବଳରେ ବିଶ୍ୱ କଲବଲ ହେଉଥିବା ବେଳେ ବାଣିଜି୍ୟକ ଓ ଆର୍ଥତ୍କ ସମସ୍ୟା ଉତ୍କଟ ହେବାରେ ଲାଗିଛି। ଏହି...

ଭାଇରାଲ ହେଲା ‘ଘୋଷ୍ଟ ଅଫ୍‌ କ୍ୱିଭ୍‌’

କ୍ୱିଭ୍‌, ୧୩ା୩: ୟୁକ୍ରେନ୍‌ ଉପରେ ରୁଷିଆ ଆକ୍ରମଣକୁ ଶନିବାର ୧୭ ଦିନ ପୂରିଥିବାବେଳେ ପ୍ରତିରୋଧ ପାଇଁ ଲଢ଼େଇ ଜାରି ରଖିଛନ୍ତି କ୍ୱିଭ୍‌ ସୈନ୍ୟ। ଏପରି ସମୟରେ...

ଚାଇନାରେ ପୁଣି ଲକ ଡାଉନ, ସାଂଘାଇର ୟାଂଗପୁ ଜିଲାରେ ସାମୁହିକ କୋଭିଡ ଯାଞ୍ଚ ନିର୍ଦ୍ଦେଶ

ବେଜିଂ,୨୯ ।୧୦: ତିନି ବର୍ଷ ପୂର୍ବରୁ ଉହାନରୁ ସାରା ବିଶ୍ୱକୁ ବ୍ୟାପିଥିବା କରୋନା ଭାଇରସ ପୁଣିଥରେ ଚାଇନାରେ ଦେଖିବାକୁ ମିଳିଛି । ତେବେ ସଂକ୍ରମଣକୁ ଦୃଷ୍ଟିରେ...

Advertisement
Archives

Model This Week