Posted inଖେଳ

ଯାହା ଗତ ୧୫ ଦିବାରାତ୍ର ଟେଷ୍ଟରେ ହୋଇ ନ ଥିଲା, ତାହା ମୋଟେରା ଟେଷ୍ଟର ପ୍ରଥମ ଦିନରେ ହେଲା ସମ୍ଭବ

ଅହମଦାବାଦ,୨୫।୨: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଚାଲିଥିବା ତୃତୀୟ ଟେଷ୍ଟର ପ୍ରଥମ ଦିନରେ ଅକ୍ଷର ପଟେଲ ଏବଂ ରବିଚନ୍ଦ୍ରନ ଅଶ୍ୱିନଙ୍କ ବୋଲିଂ ଯାଦୁରେ ଇଂଲଣ୍ଡ ୧୧୨ ରନ ରେ ଅଲଆଉଟ୍‌ ହୋଇଛି। ପରେ ରୋହିତ ଶର୍ମାଙ୍କ ଅପରାଜିତ ଅର୍ଦ୍ଧଶତକ ସହାୟତାରେ ଭାରତ ଏକ ଦୃଢ ସ୍ଥାନ ହାସଲ କରିଛି। ଏହି ଦିବାରାତ୍ର ଟେଷ୍ଟର ପ୍ରଥମ ଦିନରେ ଅକ୍ଷର ପଟେଲ ନିଜର ଶ୍ରେଷ୍ଠ ପ୍ରଦର୍ଶନ କରି ୩୮ ରନ ନେଇ ୬ଟି ଉଇକେଟ ନେଇଥିବାବେଳେ ଅଶ୍ୱିନ ୨୬ ରନ ପାଇଁ ୩ଟି ଉଇକେଟ ନେଇଥିଲେ। ତାଙ୍କର ୧୦୦ ତମ ଟେଷ୍ଟ ମ୍ୟାଚ ଖେଳୁଥିବା ଇଶାନ୍ତ ଶର୍ମାଙ୍କୁ ଗୋଟିଏ ଉଇକେଟ ମିଳିଥିଲା। ପ୍ରଥମ ଦିନର ଖେଳ ଶେଷ ପର୍ଯ୍ୟନ୍ତ ଭାରତ ୩ ଉଇକେଟ ହରାଇ ୯୯ ରନ ସଂଗ୍ରହ କରି ଏବେ ଇଂଲଣ୍ଡଠାରୁ ମାତ୍ର ୧୩ ରନ ପଛରେ ଅଛି। ମୋଟେରା ଟେଷ୍ଟରେ ପ୍ରଥମ ଦିନରେ ମୋଟ ୧୩ ଇଇକେଟ ପତନ ଘଟିଥିଲା। ଏଥିରେ ସ୍ପିନରମାନେ ୧୧ ଉଇକେଟ ନେଇଥିଲେ। ସାଧାରଣତଃ ଦିବାରାତ୍ର ଟେଷ୍ଟରେ ପେସ୍‌ ବୋଲର୍‌ ପ୍ରାଧାନ୍ୟ ବିସ୍ତାର କରିଥିବା ଦେଖାଯାଏ। ପୂର୍ବ ୧୫ ଦିବାରାତ୍ର ଟେଷ୍ଟ ମ୍ୟାଚରେ ସ୍ପିନରମାନେ ମାତ୍ର ୧୨ ଉଇକେଟ ପାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କୁଦରମେତୋଭାଙ୍କୁ ପ୍ରଥମ ଡବ୍ଲ୍ୟୁଟିଏ ଟାଇଟଲ

ଚାଲର୍‌ସଟନ, ୧୩ା୪ (ଏପି)-ରୁଷିଆର ଭେରୋନିକା କୁଦରମେତୋଭା କ୍ଲେ-କୋର୍ଟରେ ତାଙ୍କର ପ୍ରଥମ ଡବ୍ଲ୍ୟୁଟିଏ ଟାଇଟଲ ହାସଲ କରିଛନ୍ତି। ଭଲଭୋ କାର୍‌ ଓପନ ଟେନିସ ପ୍ରତିଯୋଗିତାର ମହିଳା ସିଙ୍ଗଲ୍ସ...

ଆଇପିଏଲ ଖେଳାଳିଙ୍କ ରୋଜଗାରଠୁ କୋହଲିଙ୍କ ମାସିକ ଘରଭଡ଼ା ବି ଅଧିକ

ଭାରତୀୟ ଅଧିନାୟକ ବିରାଟ କୋହଲି ବିଶ୍ୱର ସବୁଠୁ ଧନୀ କ୍ରିକେଟର। ଏହା କାହାକୁ ଅଜଣା ନ ଥିବ। ମୁମ୍ବାଇରେ ସେ ୩୪ କୋଟି ଟଙ୍କାର ବିଳାସପୂର୍ଣ୍ଣ...

ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବ କେକେଆର୍‌; କୋହଲିଙ୍କ ଉପରେ ରହିବ ନଜର

ଆବୁଧାବି, ୨୧।୧୦: ଆଇପିଏଲ୍‌ ୧୩ତମ ସିଜନର ୩୯ତମ ମ୍ୟାଚ୍‌ରେ ବିରାଟ କୋହଲିଙ୍କ ନେତୃତ୍ୱାଧୀନ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆର୍‌ସିବି)ର ମୁକାବିଲା କୋଲକାତା ନାଇଟ୍‌ ରାଇଡର୍ସ (କେକେଆର୍‌)...

ବିଶ୍ୱର ନମ୍ବର-୧ ବ୍ୟାଟ୍ସମ୍ୟାନ୍‌ ହେଲେ ରୁଟ୍‌

ଦୁବାଇ,୧୫।୬: ଆଇସିସି ଦ୍ୱାରା ପ୍ରକାଶିତ ର଼୍ୟାଙ୍କିଙ୍ଗରେ ଇଂଲଣ୍ଡର ଜୋ ରୁଟ ଟେଷ୍ଟରେ ନମ୍ବର ୧ ବ୍ୟାଟ୍ସମ୍ୟାନ ହୋଇଛନ୍ତି। ସେ ନ୍ୟୁଜିଲାଣ୍ଡ ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ୧୭୬ର...

୭୦୦ତମ ମ୍ୟାଚ୍‌ରେ ମେସିଙ୍କ ଗୋଲ

ବାର୍ସିଲୋନା,୨୮।୧୧- ବିଶ୍ୱର ଅନ୍ୟତମ ଲୋକପ୍ରିୟ ଫୁଟବଲ ଖେଳାଳି ଲିଓନେଲ ମେସି ନିଜର କ୍ଲବ ସ୍ତରୀୟ କ୍ୟାରିୟରର ୭୦୦ତମ ମ୍ୟାଚ୍‌ରେ ଗୋଲ ସ୍କୋର କରିଛନ୍ତି। ତାଙ୍କ ସହ...

ଫିଟ୍‌ନେସ୍‌ କାରଣରୁ ହାର୍ଦ୍ଦିକ ବୋଲିଂ କରିନାହାନ୍ତି: ରୋହିତ

ଦୁବାଇ,୧୦।୧୧(ପି.ଟି.): ତାରକା ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଏବେ ବୋଲିଂ କରିବାକୁ ସହଜ ଅନୁଭବ କରୁନାହାନ୍ତି ବୋଲି ତାଙ୍କ ମୁମ୍ବାଇ ଇଣ୍ଡିଆନ୍ସ ଅଧିନାୟକ ରୋହିତ ଶର୍ମା ଇଣ୍ଡିଆନ...

ଆତ୍ମହତ୍ୟା କଲେ ମୁମ୍ବାଇର ‘ଜୁନିୟର ଷ୍ଟେଇନ’

ମୁମ୍ବାଇ, ୧୨।୮: ମୁମ୍ବାଇ କ୍ଲବ କ୍ରିକେଟର୍‌ କରନ ତିଓ୍ବାରୀ ଆତ୍ମହତ୍ୟା କରିଛନ୍ତି। ୨୭ ବର୍ଷୀୟ ଏହି ଯୁବ ଦ୍ରୁତ ବୋଲର ମୁମ୍ବାଇ ରଣ୍‌ଜୀ ଟିମ୍‌ ପାଇଁ...

ଅନ୍ତିମ ଲିଗ୍‌ ମ୍ୟାଚ୍‌: ଅଷ୍ଟ୍ରେଲିଆ- ଦକ୍ଷିଣ ଆଫ୍ରିକା ମୁକାବଲା

ମାଞ୍ଚେଷ୍ଟର,୬।୭(ଏଏଫପି)- ଚଳିତ ବିଶ୍ୱକପର ଅନ୍ତିମ ଲିଗ୍‌ ମ୍ୟାଚରେ ଗତଥର ଚାମ୍ପିୟନ ଅଷ୍ଟ୍ରେଲିଆ ଓ ଦକ୍ଷିଣ ଆଫ୍ରିକା ମୁହଁାମୁହିଁ ହେବେ। ଶନିବାର ଖେଳାଯିବାକୁ ଥିବା ଏହି ଦ୍ୱିତୀୟ...

Advertisement
Archives

Model This Week