ବାଂଲାଦେଶର ସବୁ ଚାଲ୍‌ ଫେଲ୍‌, ହାସିନାଙ୍କୁ ନେଇ ବଡ଼ ନିଷ୍ପତ୍ତି ନେଲା ଭାରତ

ଢାକା,୮।୧: ଭାରତ ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ଭିସା ବୃଦ୍ଧି କରିଛି। ସେ ଅଗଷ୍ଟ ୨୦୨୩ରୁ ଭାରତରେ ରହୁଛନ୍ତି। ଏହି ନିଷ୍ପତ୍ତି ଏପରି ସମୟରେ ନିଆଯାଇଛି ଯେଉଁ ସମୟରେ ଢାକାକୁ ଫେରିବା ପାଇଁ ଦାବି ତୀବ୍ର ହୋଇଛି। ଦେଶବ୍ୟାପୀ ବିରୋଧ ମଧ୍ୟରେ ୭୭ ବର୍ଷୀୟ ହାସିନା ବାଂଲାଦେଶ ଛାଡି ଭାରତରେ ଆଶ୍ରୟ ନେଇଥିଲେ ଏବଂ ଏହା ପରେ ସେ ଦିଲ୍ଲୀର ଏକ ସୁରକ୍ଷିତ ସ୍ଥାନରେ ରହୁଛନ୍ତି।

ଭାରତରେ ରହିବା ସହଜ କରିବା ପାଇଁ ଭାରତ ଶେଖ ହାସିନାଙ୍କ ଭିସା ବୃଦ୍ଧି କରିଛି। ସୂଚନାନୁସାରେ, ହାସିନାଙ୍କ ଭିସା ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ଦ୍ୱାରା ବୃଦ୍ଧି କରାଯାଇଛି ଏବଂ ଏଥିରେ କେନ୍ଦ୍ର ଗୃହ ମନ୍ତ୍ରଣାଳୟର ସହମତି ମଧ୍ୟ ରହିଛି। ତେବେ ଭାରତରେ ଶରଣାର୍ଥୀଙ୍କ ସହ ଜଡିତ କୌଣସି ବିଶେଷ ଆଇନ ନ ଥିବାରୁ ଭାରତ ହାସିନାଙ୍କୁ ଶରଣ ଦେଇ ନାହିଁ ବୋଲି ଅଧିକାରୀମାନେ ସ୍ପଷ୍ଟ କରିଛନ୍ତି।

ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାର ଶେଖ ହାସିନାଙ୍କ ପ୍ରତ୍ୟାବର୍ତ୍ତନ ପାଇଁ ୨୩ ଡିସେମ୍ବରରେ ଭାରତ ସରକାରଙ୍କୁ ଏକ ଚିଠି ପଠାଇଥିଲେ। ଏହି ଚିଠିରେ ହାସିନାଙ୍କ ବିରୋଧରେ ବିଭିନ୍ନ ଅଭିଯୋଗ କରାଯାଇଥିଲା, ଯାହା ଆଧାରରେ ବାଂଲାଦେଶ ତାଙ୍କୁ ଭାରତରୁ ଫେରିବା ପାଇଁ ଦାବି କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱର ପ୍ରଥମ ବ୍ୟାଟର୍‌ ଭାବେ ବଡ଼ କାରନାମା କଲେ ରୋହିତ ଶର୍ମା

ଗୁଆହାଟୀ,୧।୧୦: ‘ହିଟ୍‌ମ୍ୟାନ’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ପୁଣିଥରେ ଛକାର ବର୍ଷା ଦେଖିବାକୁ ମିଳିଛି। ଗୁଆହାଟୀରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ରୋହିତ ଏକ ବିଶେଷ ରେକର୍ଡ ନିଜ…

ଆଜିଠୁ ବଦଳିଲା ଏହିସବୁ ନିୟମ: ବ୍ୟାଙ୍କ, LPG, UPI, ଟ୍ରେନ ଯାତ୍ରାରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧।୧୦:ଅକ୍ଟୋବର ମାସ ଆରମ୍ଭ ସହ ଦେଶରେ ବ୍ୟାଙ୍କିଂ, LPG, UPI, NPS, ଇନକମ ଟ୍ୟାକ୍ସ ଏବଂ ରେଳଯାତ୍ରା ସହ ଜଡ଼ିତ କିଛି ନିୟମରେ ପରିବର୍ତ୍ତନ ହୋଇଛି। ଏଥିରୁ…

ଗିଲ୍‌ଙ୍କୁ ମିଳିଲା ଏତିକି ଟଙ୍କାର ପୁରସ୍କାର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଗୁଆହାଟୀ,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଧମାକାଦାର ଦ୍ୱିଶତକ ହାସଲ କରି ଦଳକୁ ଐତିହାସିକ ବିଜୟ ଦେବାରେ ବଡ଼ ଭୂମିକା ନେଇଛନ୍ତି।…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

ବିମାନକୁ କ୍ରାଶ କରିବାକୁ….ବଡ଼ ବୟାନ ଦେଲେ ପ୍ରଧାନମନ୍ତ୍ରୀ, ବିଶ୍ବରେ ହଇଚଇ!

ଦୁବାଇରୁ ଇସ୍ରାଏଲ ଯାଉଥିବା ଏକ ଫ୍ଲାଇଦୁବାଇ ବିମାନରେ ହୋଇଥିବା ଅଘଟଣକୁ ନେଇ ପ୍ରତିକ୍ରିୟା ଦେଇଛନ୍ତି ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତନ୍ୟାହୁ । ବିମାନ ଇସ୍ରାଏଲ ନିକଟରେ ପହଞ୍ଚିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?