Posted inଜାତୀୟ

‘ଆତଙ୍କବାଦକୁ ଅସ୍ତ୍ର କରି ଭାରତ ସହ କଥାବାର୍ତ୍ତା ଅସମ୍ଭବ’: ଏସ ଜୟଶଙ୍କର

ନୂଆଦିଲ୍ଲୀ,୩୧ ।୧୨: ଆତଙ୍କବାଦ ପ୍ରସଙ୍ଗରେ ଭାରତର ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର ପୁଣିଥରେ ପାକିସ୍ତାନକୁ ଟାର୍ଗେଟ କରିଛନ୍ତି । ପାକିସ୍ତାନ ଉପରେ ଆକ୍ରମଣ କରି ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କର ଶୁକ୍ରବାର କହିଛନ୍ତି ଯେ, ଭାରତକୁ ଆଲୋଚନା ଟେବୁଲକୁ ଆଣିବାକୁ ଆତଙ୍କବାଦକୁ ଅସ୍ତ୍ରଭାବେ ବ୍ୟବହାର କରାଯାଇ ପାରିବନାହିଁ । ସାଇପ୍ରସ ଗସ୍ତ ସମୟରେ ଭାରତୀୟ ବିଦେଶିମାନଙ୍କ ସହ କଥାବାର୍ତ୍ତା ବେଳେ ଜୟଶଙ୍କର କହିଛନ୍ତି ଯେ ଯେଉଁମାନେ ଆତଙ୍କବାଦକୁ ଅସ୍ତ୍ର କରିବାକୁ ଚାହୁଁଛନ୍ତି ସେମାନେ ଭୁଲ ବୁଝାମଣାରେ ରହିବା ଉଚିତ ନୁହେଁ । ବୈଦେଶିକ ମନ୍ତ୍ରୀ କହିଛନ୍ତି ଆମେ ସମସ୍ତଙ୍କ ସହ ଭଲ ପଡୋଶୀ ସମ୍ପର୍କ ଚାହୁଁ କିନ୍ତୁ ଆତଙ୍କବାଦ ହେତୁ ଭଲ ପଡୋଶୀ ସମ୍ପର୍କ ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ଆରପାରିରେ ବଲିଉଡ୍‌ର ମଲ୍ଟି-ଟାଲେଣ୍ଟେଡ୍ ଅଭିନେତା ମୁସ୍ତାକ୍ ଖାନ୍, ୫୬ ବର୍ଷ ବୟସରେ ପରଲୋକ

ମୁମ୍ବାଇ: ହିନ୍ଦୀ ସିନେମା ଓ ଟେଲିଭିଜନ୍ ଜଗତରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଜଣାଶୁଣା ବରିଷ୍ଠ ଅଭିନେତା ମୁସ୍ତାକ୍ ଖାନ୍‌ଙ୍କର ୫୬ ବର୍ଷ ବୟସରେ ପରଲୋକ…

କଳାହାଣ୍ଡିରେ ଥମିବାର ନା ଧରୁନି ବର୍ଷା, କୁତ୍ରିମ ନଦୀ ହେଲା ଫତେନଗର ପଡା ମୁଖ୍ୟ ରାସ୍ତା

ଭବାନୀପାଟଣା ୨୪।୯,(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟି ଗଭୀର ଅବପାତ ପ୍ରଭାବରେ ଗତ ତିନିଦିନ ଧରି କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ଫଳରେ ଜନଜୀବନ…

ଅକ୍ଟୋବର ୧ରୁ ଧନବର୍ଷା! ରାହୁଙ୍କ ସ୍ୱାତୀ ନକ୍ଷତ୍ରକୁ ଯିବେ ବୁଧ, ମାଲାମାଲ୍ ହେବେ ଏହି ୫ ରାଶି

ଅକ୍ଟୋବର ୧ ତାରିଖ ସକାଳ ୯ଟା ୩୩ ମିନିଟ୍‌ରେ ଗ୍ରହମାନଙ୍କ କୁମାର ‘ବୁଧ’ ତୁଳା ରାଶିରେ ବିରାଜମାନ ଥାଇ ସ୍ୱାତୀ ନକ୍ଷତ୍ରରେ ପ୍ରବେଶ କରିବାକୁ ଯାଉଛନ୍ତି। ବୁଧ…

ଲାଇଭ୍‌ ହେବ କଟକ ଦୁର୍ଗାପୂଜା: ୟୁଟ୍ୟୁବ୍‌-ୱେବସାଇଟ୍‌ରେ ସିଧା ପ୍ରସାରଣ ଦେଖିପାରିବେ ଶ୍ରଦ୍ଧାଳୁ

କଟକ,୨୪।୯: କଟକର ପ୍ରସିଦ୍ଧ ଦୁର୍ଗାପୂଜା ଓ ଭସାଣି ଉତ୍ସବକୁ ନେଇ ଜିଲା ପ୍ରଶାସନ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଚଳିତ ବର୍ଷ କଟକ ଦୁର୍ଗାପୂଜା ଏବଂ…

ଲଗାଣ ବର୍ଷାରେ ଘର ଭୁଶୁଡି ମହିଳା ଗୁରୁତର, ଜିଲା ଚିକିତ୍ସାଲୟରେ ଭର୍ତ୍ତି

କୁନ୍ଦୁରା,୨୪।୯,(ସନ୍ତୋଷ ପ୍ରହରାଜ): କୋରାପୁଟ ଜିଲା କୁନ୍ଦୁରା ବ୍ଲକ ଫୁପୁଗାଁ ଗ୍ରାମ ପଞ୍ଚାୟତ ଚନ୍ଦ୍ରଶୁଣ୍ଢୀଗୁଡା ଠାରେ ଲଗାଣ ବର୍ଷାରେ ଘର ଭୁଶୁଡି ମହିଳା ଗୁରୁତରହୋଇଛନ୍ତି। ମହିଳା ଜଣକ ହେଲେ…

BLOଙ୍କ ପାଇଁ ବଡ଼ ଖବର: ମିଳିବ ବାର୍ଷିକ ୧୮ ହଜାର ଟଙ୍କାର ସମ୍ମାନ ଭତ୍ତା, ୮୧.୪୫ କୋଟିର…

ଭୁବନେଶ୍ୱର,୨୪।୯: ରାଜ୍ୟର ବୁଥ୍ ଲେବଲ୍ ଅଫିସର (BLO)ଙ୍କ ପାଇଁ ରାଜ୍ୟ ସରକାର ଏକ ବଡ଼ ଆର୍ଥିକ ପ୍ରୋତ୍ସାହନ ଘୋଷଣା କରିଛନ୍ତି। SIR ୨୦୨୬ ଭୋଟର ତାଲିକା ସଂଶୋଧନ…

ପୁରୁଷୋତ୍ତମପୁରରେ ଫୁଲୁଛି ରୁଷିକୁଲ୍ୟା

ପୁରୁଷୋତ୍ତମପୁର,୨୪।୯, (ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ତିନି ଦିନ ହେଲା ବର୍ଷା ଲାଗିରହି ସାଧାରଣ ଜୀବନକୁ…

‘ପାକିସ୍ତାନ ଜିନ୍ଦାବାଦ’ ଜପ କଲେ ଆୟୁଷ୍ମାନ ଖୁରାନା; ଟ୍ରୋଲ ହେବା ପରେ କହିଲେ…

ମୁମ୍ବାଇ: ଆୟୁଷ୍ମାନ ଖୁରାନା ବଲିଉଡର ସେହି ଅଭିନେତାମାନଙ୍କ ମଧ୍ୟରୁ ଅନ୍ୟତମ, ଯେଉଁମାନେ ହାସ୍ୟରସ ଓ ଆକ୍ସନଠାରୁ ଆରମ୍ଭ କରି ସାମାଜିକ ବାର୍ତ୍ତାବହ ଚଳଚ୍ଚିତ୍ର ପର୍ଯ୍ୟନ୍ତ ବିଭିନ୍ନ ଶୈଳୀର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?