ଇଣ୍ଡିଆ ଫ୍ୟାଶନ କାର୍ନିିଭାଲ

ଭୁବନେଶ୍ୱର,୨୪।୭(ବ୍ୟୁରୋ): ଓଡ଼ିଶାର କଳା, ସଂସ୍କୃତିର ପ୍ରଚାର ପ୍ରସାର ଲାଗି ‘ଦ ଲିଡିଙ୍ଗ୍‌ ଏଜ୍‌’ ପକ୍ଷରୁ ଶନିବାର ସ୍ଥାନୀୟ ଏକ ହୋଟେଲରେ ‘ଇଣ୍ଡିଆ ଫ୍ୟାଶନ କାର୍ନିଭାଲ’ ଆୟୋଜିତ ହୋଇଯାଇଛି। ଏଭଳି କାର୍ଯ୍ୟକ୍ରମ ରାଜ୍ୟ ତଥା ଦେଶରେ ପ୍ରଥମଥର ଆରମ୍ଭ ହୋଇଛି। ଓଡ଼ିଶାର କଳାକୁ ବିଶ୍ୱ ଦରବାରରେ ପହଞ୍ଚାଇବାକୁ ବିଭିନ୍ନ ବ୍ୟକ୍ତିବିଶେଷଙ୍କୁ ନେଇ ଏହି ଫ୍ୟାଶନ ଶୋ’ ମାଧ୍ୟମରେ ଚେଷ୍ଟା କରାଯାଉଛି। କାର୍ନିଭାଲରେ ସମ୍ବଲପୁରୀ କଳାକୃତି, ଓଡ଼ିଶୀ, ଗୋଟିପୁଅ ନୃତ୍ୟ, ପଟ୍ଟଚିତ୍ର ସମେତ ଅନ୍ୟାନ୍ୟ କାର୍ଯ୍ୟକ୍ରମ ସାମିଲ କରାଯାଇଛି। ଏହି କାର୍ଯ୍ୟକ୍ରମରେ ଇଣ୍ଟରନ୍ୟାଶନାଲ ଫ୍ୟାଶନ କୋରିଓଗ୍ରାଫର ଲୋକେଶ ଶର୍ମା, ରାପର ବିଗ୍‌ ଡିଲ୍‌ଙ୍କ ସମେତ ବହୁ ଫ୍ୟାଶନ ଡିଜାଇନର ଯୋଗଦେଇଥିବା ଅନୁଷ୍ଠାନର ମୁଖ୍ୟ ମହେଶ ଦାଶ କହିଛନ୍ତି। ସେହିପରି ବହୁ କଳାକାର, କଳାର ପୃଷ୍ଠପୋଷକ, ଶୁଭେଚ୍ଛୁ, ବିଧାୟକ ଓ ଦର୍ଶକ କାର୍ଯ୍ୟକ୍ରମରେ ଭାଗନେଇଛନ୍ତି। ଲୋକାଲ ଫର ଭୋକାଲ ଅନୁସାରେ ଗାଁ ଗହଳିର ପ୍ରତିଭାକୁ ଖୋଜିବାର ପ୍ରୟାସ ଏହି ଅନୁଷ୍ଠାନ ପକ୍ଷରୁ କରାଯାଇଥିବା ଦାଶ କହିଛନ୍ତି। ଏହାପରେ ସାରା ଦେଶରେ ଏଭଳି ଶୋ’ କରାଯିବ ବୋଲି ଦାଶ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭେଡେନ୍‌ ଗଣବଳାତ୍କାର, ହତ୍ୟା ମାମଲା: ମାନବିକ ଅଧିକାର ଉଲ୍ଲଂଘନ କରିଛି ପୋଲିସ: ଓଏଚ୍‌ଆର୍‌ସି

କଟକ ଅଫିସ, ୨୬।୯: ବରଗଡ ଜିଲା ଭେଡେନ୍‌ ଥାନା ଅଞ୍ଚଳରେ ଘଟିଥିବା ତିନି ଦଳିତ ମହିଳାଙ୍କୁ ଗଣବଳାତ୍କାର ଓ ଦୁଇ ଜଣଙ୍କୁ ହତ୍ୟା ଘଟଣାରେ ରାଜ୍ୟ...

ବେଣୁବାବା ମଠ ମହନ୍ତଙ୍କ ଦେହାନ୍ତ

ବରଗଡ଼ ଅଫିସ୍‌,୨୫।୪ ବରଗଡ଼ ଜୀରନଦୀ କୂଳ ଅମ୍ବାପାଲିରେ ରହିଥିବା ବେଣୁବାବା ମଠର ମହନ୍ତ ହରିଚରଣ ଦାସଙ୍କ ଶୁକ୍ରବାର ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୦ବର୍ଷ...

ବାତ୍ୟା ମୁକାବିଲା ଲାଗି କ’ଣ ହୋଇଛି ପ୍ରସ୍ତୁତି ଜାଣନ୍ତୁ

ଭୁବନେଶ୍ୱର,୨୨ା୫(ବ୍ୟୁରୋ): ସମ୍ଭାବ୍ୟ ବାତ୍ୟା ନେଇ ଜିଲା ପ୍ରଶାସନ ଓ ବିଭିନ୍ନ ବିଭାଗ ସହ ଆଲୋଚନା ହୋଇଥିବା ସ୍ବତନ୍ତ୍ର ରିଲିଫ୍‌ କମିଶନର ସୂଚନା ଦେଇଛନ୍ତି। ସେ କହିଛନ୍ତି,...

ବିପର୍ଯ୍ୟୟ ପରିଚାଳନା ପାଠ ପଢ଼ିବେ ପିଲା

ଭୁବନେଶ୍ୱର,୧୨ା୫(ବ୍ୟୁରୋ): ଆସନ୍ତା ଶିକ୍ଷାବର୍ଷ ଅର୍ଥାତ ୨୦୨୩ରୁ ସ୍କୁଲ ପାଠ୍ୟକ୍ରମରେ ସ୍ଥାନ ପାଇବ ବିପର୍ଯ୍ୟୟ ପରିଚାଳନା କୋର୍ସ। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ତା’ର ପାଠ୍ୟକ୍ରମ ପ୍ରସ୍ତୁତ...

ଶ୍ରୀମନ୍ଦିରରେ ସରିଲା ଦେବ ଦୀପାବଳି ଉତ୍ସବ

ପୁରୀ ଅଫିସ, ୨୭ା୧୧: ଶ୍ରୀମନ୍ଦିରରେ ଶେଷ ହୋଇଛି ଦେବ ଦୀପାବଳି ଉତ୍ସବ। ବୁଧବାର ମାର୍ଗଶିର ଶୁକ୍ଲ ପ୍ରତିପଦା ତିଥିରେ ବସୁଦେବ ଓ ଦେବକୀ, ନନ୍ଦ ଓ...

ବାଲୁକା କଳାରେ ହାତୀଙ୍କ ବାସସ୍ଥଳ ସୁରକ୍ଷା ବାର୍ତ୍ତା

ପୁରୀ ଅଫିସ,୩୦।୧୨:  ଦିନକୁ ଦିନ ବଢୁଛି କଂକ୍ରିଟ ଜଙ୍ଗଲ। ସେପଟେ ହ୍ରାସ ପାଉଛି ପ୍ରାକୃତିକ ଜଙ୍ଗଲ। ଘର ଓ କଳକାରଖାନା ପ୍ରତିଷ୍ଠା ପାଇଁ ବ୍ୟାପକ ସଂଖ୍ୟାରେ...

ଆଜିଠାରୁ ଶ୍ରୀମନ୍ଦିରରେ ନୂଆ ଏସ୍‌ଓପି

ପୁରୀ ଅଫିସ ୧୬।୧୨: ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବୁଧବାର ନୂଆ ଏସ୍‌ଓପି ଜାରି କରାଯାଇଛି। ଏହି ନୂଆ ଏସ୍‌ଓପି ଚଳିତ ମାସ ୧୬ ତାରିଖ ଅର୍ଥାତ୍‌...

ଓଡ଼ିଶା ସିଆର୍‌ପିଏଫ୍‌ ମହାନିରୀକ୍ଷକଙ୍କ ଦାୟିତ୍ୱ ଗ୍ରହଣ

ଭୁବନେଶ୍ୱର, ୧୯ା୧୦(ବ୍ୟୁରୋ): କେନ୍ଦ୍ରୀୟ ରିଜର୍ଭ ପୋଲିସ ବଳ (ସିଆର୍‌ପିଏଫ୍‌) ଓଡିଶା ସେକ୍ଟର ଭୁବନେଶ୍ୱରସ୍ଥିତ ମୁଖ୍ୟ କାର୍ଯ୍ୟାଳୟରେ ନୂଆ ପୋଲିସ ମହାନିରୀକ୍ଷକ ଭାବେ ସଂଗ୍ରାମ କେଶରୀ ମହାନ୍ତି...

Advertisement
Archives

Model This Week