Posted inଖେଳ

ଭାରତ ଜିତିପାରେ ୨୦୨୩ ବିଶ୍ୱକପ୍‌: ରସ୍‌ ଟେଲର

ନୂଆଦିଲ୍ଳୀ,୨୨ା୧୦: ଭାରତରେ ଅନୁଷ୍ଠିତ ଦିନିକିଆ କ୍ରିକେଟ ବିଶ୍ୱକପ ୨୦୨୩ ଭାରତ ପାଇଁ ଫେଭରାଇଟ ବୋଲି କହିଛନ୍ତି ନ୍ୟୁଜିଲାଣ୍ଡର ପୂର୍ବତନ ବ୍ୟାଟର ରସ୍‌ ଟେଲର। ଘରୋଇ ପିଚ୍‌ରେ ବିଶ୍ୱକପ ଖେଳୁଥିବା ଭାରତକୁ ହରାଇବା ଅନ୍ୟ ଦଳମାନଙ୍କ ପାଇଁ ଏତେ ସହଜ ହେବ ନାହିଁ। ଭାରତ ବିଶ୍ୱର ଏକ ଶକ୍ତିଶାଳୀ ଦଳ। ଅପରାଜେୟ ଭାବେ ଭାରତ ନକ୍‌ଆଉଟରେ ପ୍ରବେଶ କଲେ କୌଣସି ଆଶ୍ଚର୍ଯ୍ୟ ହେବାର ନାହିଁ ବୋଲି ଟେଲର ମତବ୍ୟକ୍ତ କରିଛନ୍ତି।

ଭାରତର ଅଧିନାୟକ ରୋହିତ ଶର୍ମା, ବିରାଟ କୋହଲି ଏବଂ ଲୋକେଶ ରାହୁଲ ଚମତ୍କାର ଫର୍ମରେ ରହିଛନ୍ତି। ଅନ୍ୟପକ୍ଷେ ବୋଲିଂରେ କୁଲଦୀପ ଓ ରବୀନ୍ଦ୍ର ଜାଡେଜା ଚମତ୍କାର ପ୍ରଦର୍ଶନ କରିଛନ୍ତି। କୌଣସି ବି ଦଳର ଟପ୍‌-୩ ବ୍ୟାଟର ସର୍ବଦା ଭଲ ପ୍ରଦର୍ଶନ କରି ପାରିବେ ନାହିଁ। ଏପରି ସ୍ଥଳେ ୪ ଓ ୫ ନମ୍ବରରେ ଶ୍ରେୟସ ଆୟର ଓ ଲୋକେଶ ରାହୁଲ ରହିଛନ୍ତି। ଆଗାମୀ ଦିନରେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପ୍ରତ୍ୟାବର୍ତ୍ତନରେ ଭାରତୀୟ ଦଳ ଆହୁରି ଶକ୍ତିଶାଳୀ ହେବ ବୋଲି ଟେଲର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ପାଖରେ ମାତ୍ର ୯ ଦିନର ତେଲ ରିଜର୍ଭ ଅଛି, ମୋଦି ଖୋଲାଖୋଲି କୁହନ୍ତୁ ଯୁଦ୍ଧ ଭୁଲ୍‌; ବର୍ଷିଲେ ଓଓ୍ବାଇସି…

ହାଇଦ୍ରାବାଦ,୨୦।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ଏବଂ ଏହାର ପ୍ରଭାବକୁ ନେଇ AIMIM ମୁଖ୍ୟ ଅସଦୁଦ୍ଦିନ ଓୱାଇସି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ତୀବ୍ର ସମାଲୋଚନା କରିଛନ୍ତି।…

ଖୋଲିଲା ତାରାତାରିଣୀ ମନ୍ଦିରର ଦାନହୁଣ୍ଡି: ମିଳିଲା ସୁନା,ରୁପା ଅଳଙ୍କାର ସହ ୭ ଲକ୍ଷ ୮୦ ହଜାର ଟଙ୍କା

ପୁରୁଷୋତ୍ତମପୁର,୨୦ା୩ (ସବିତା ମିଶ୍ର):ଗଞ୍ଜାମ ଜିଲାର ଇଷ୍ଟ ଦେବୀ ମା’ ତାରାତାରିଣୀ ମନ୍ଦିର ଦାନ ହୁଣ୍ଡି ଶୁକ୍ରବାର ଖୋଲାଯାଇ ଗଣତି ହୋଇଛି। ହୁଣ୍ଡିରୁ ସୁନା,ରୁପା ଅଳଙ୍କାର ସହ ୭…

ଥୁଆମୂଳରାମପୁରରେ କାଳବୈଶାଖୀର ତାଣ୍ଡବ

ଥୁଆମୂଳରାମପୁର, ୨୦ା୩ (ଦୁର୍ଗା ଦୁର୍ଗା): କଳାହାଣ୍ଡି ଜିଲା  ଥୁଆମୂଳରାମପୁର ବ୍ଲକ ଅଞ୍ଚଳରେ ଗତ ମଙ୍ଗଳବାରଠାରୁ ଜାରି ରହିଥିବା ପ୍ରଳୟଙ୍କରୀ କାଳବୈଶାଖୀ ଜନଜୀବନକୁ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ କରିଦେଇଛି। ତୁହାକୁ…

ଜମିପଟ୍ଟା ପ୍ରଦାନ ଦାବିରେ ତହସିଲ କାର୍ଯ୍ୟାଳୟ ଘେରାଉ: ବିକ୍ଷୋଭ

ମୋହନା,୨୦ା୩(ମନ୍ମଥ ମିଶ୍ର): ବିଭିନ୍ନ ଦାବି ନେଇ ଶୁକ୍ରବାର ଅଲ ଇଣ୍ଡିଆ ମୂଳ ନିବାସୀ ସଂଘ ପକ୍ଷରୁ ମୋହନାରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ହାଇସ୍କୁଲ ଛକରୁ ମୁଖ୍ୟ ବଜାର…

ଆଇପିଏଲ୍‌ ୨୦୨୬: ଚାମିରା, ନିସାଙ୍କା, କାମିନ୍ଦୁ ମେଣ୍ଡିସଙ୍କୁ ମିଳିଲା ଏନ୍‌ଓସି

କଲମ୍ବୋ, ୨୦ା୩: ଆଇପିଏଲ୍‌-୨୦୨୬ରେ ଅଂଶଗ୍ରହଣ କରିବା ପାଇଁ ଶ୍ରୀଲଙ୍କା କ୍ରିକେଟ(ଏସ୍‌ଏଲ୍‌ସି) ଶୁକ୍ରବାର ଦୁଷ୍ମନ୍ତ ଚାମିରା, ପାଥୁମ ନିସାଙ୍କା ଓ କାମିନ୍ଦୁ ମେଣ୍ଡିସଙ୍କୁ ନୋ ଅବ୍‌ଜେକ୍ସନ ସାର୍ଟିଫିକେଟ (ଏନ୍‌ଓସି)…

ଠାକୁର ମଦନ ମୋହନଙ୍କ ଜାଗା ଜବର ଦଖଲ: ଦୁଇବର୍ଷ ପରେ ଆସିଲା ରାୟ

ଗଞ୍ଜାମ,୨୦ା୩(ବିଦ୍ୟାଧର ସାହୁ): ଗଞ୍ଜାମ ସହରସ୍ଥିତ ବ୍ରାହ୍ମଣ ଢମଣା ସାହିରେ ପୂୂଜା ପାଉଥିବା ଶ୍ରୀମଦନ ମୋହନଙ୍କ ବଡ଼ବଜାରଠାରେ ଥିବା ଜାଗାକୁ ଦୀର୍ଘବର୍ଷ ହେଲା ଏକ ପରିବାର ଜବରଦଖଲ କରି…

ମହିଳା ବିଶ୍ୱକପ୍‌ ପାଇଁ ଫିଫାର ଆସିଲା ନୂଆ ନିୟମ, ଜାଣନ୍ତୁ…

ଜୁରିଚ୍‌,୨୦ା୩: ବିଶ୍ୱ ଫୁଟ୍‌ବଲ ପରିଚାଳନା ସଂସ୍ଥା ‘ଫିଫା’ର ଏକ ନୂଆ ନିୟମ ଅନୁମୋଦନ ଲାଭ କରିଛି। ଏଣିକି ମହିଳା ବିଶ୍ୱକପ୍‌ ଓ ଅନ୍ୟ ଟୁର୍ନାମେଣ୍ଟଗୁଡ଼ିକରେ ମହିଳା ଫୁଟ୍‌ବଲ…

ତୃତୀୟ ଟି୨୦ ଜିତିଲା ନ୍ୟୁଜିଲାଣ୍ଡ

ଅକ୍‌ଲାଣ୍ଡ,୨୦ା୩: ଶୁକ୍ରବାର ଖେଳାଯାଇଥିବା ତୃତୀୟ ଅନ୍ତର୍ଜାତୀୟ ଟି୨୦ କ୍ରିକେଟ ମ୍ୟାଚରେ ଦକ୍ଷିଣ ଆଫ୍ରିକାକୁ ୮ ଉଇକେଟରେ ପରାସ୍ତ କରିଛି ନ୍ୟୁଜିଲାଣ୍ଡ। ଟମ୍‌ ଲଥାମ(୬୩)ଙ୍କ ଆକର୍ଷଣୀୟ ଅର୍ଦ୍ଧଶତକ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri