Posted inଖେଳ

ଶେଷରେ ଟସ୍‌ ଜିତିଲା ଭାରତ: ଖୁସିକୁ ରୋକି ନ ପାରି ରାହୁଲ କରିଦେଲେ…

ନୂଆଦିଲ୍ଲୀ,୬।୧୨: ଦକ୍ଷିଣ ଆଫ୍ରିକା ବିପକ୍ଷରେ ତୃତୀୟ ଦିନିକିଆରେ ଭାରତୀୟ ଅଧିନାୟକ କେଏଲ ରାହୁଲ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଭାରତ ୨୦ ଦିନିକିଆ ପରେ ଟସ ଜିତିଥିଲା। ଏଥିରେ ଖୁସି ହୋଇ ରାହୁଲ ସେଲିବ୍ରେଶନ୍‌ କରିଥିଲେ। ଭାରତ ପାଇଁ ଟସ ଜିତିବାର ଗୁରୁତ୍ୱ ଏହି କଥାରୁ ଅନୁମାନ କରାଯାଇପାରେ। ଭାରତୀୟ ଦଳରେ ଗୋଟିଏ ପରିବର୍ତ୍ତନ କରାଯାଇଛି। ଓ୍ବାଶିଂଟନ ସୁନ୍ଦରଙ୍କ ସ୍ଥାନରେ ତିଳକ ବର୍ମାଙ୍କୁ ଦଳରେ ସାମିଲ କରାଯାଇଛି। ଦକ୍ଷିଣ ଆଫ୍ରିକା ମଧ୍ୟ ଦୁଇଟି ପରିବର୍ତ୍ତନ କରିଛି, ରିକ୍ଲେଟନ ଏବଂ ବାର୍ଟମ୍ୟାନ ଦଳକୁ ଫେରିଛନ୍ତି। ଡି ଜର୍ଜି ଏବଂ ନାଣ୍ଡ୍ରେ ବର୍ଗର ଦଳରୁ ବାଦ୍‌ ପଡ଼ିଛନ୍ତି। ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍‌ ୧-୧ରେ ବରାବର ରହିଛି। ଉଭୟ ଦଳ ଆଜିର ମ୍ୟାଚ୍‌ ଜିତି ସିରିଜ୍‌ ଜିତିବାକୁ ଲକ୍ଷ ରଖିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ସାହସ ନାହିଁ

ଏକ ଦେଶ ଭାବରେ ଆମେ ସବୁବେଳେ କିମ୍ବା ପ୍ରାୟତଃ ଯାହା ଚାହୁଁ ତାହା ପାଇପାରିବୁ ନାହିଁ, ଏହି ବାସ୍ତବତାକୁ ସ୍ବୀକାର କରିବାରେ ମୋର କୌଣସି ସମସ୍ୟା ନାହିଁ।…

ଯୁଦ୍ଧ ଭିତରୁ ଏବେ ପର୍ଯ୍ୟନ୍ତ କେତେ ଭାରତୀୟ ସୁରକ୍ଷିତ ଫେରିଛନ୍ତି ସ୍ବଦେଶ ସରକାର ଦେଲେ ତଥ୍ୟ

ନୂଆଦିଲ୍ଲୀ,୮।୩: ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲୀ ଆକ୍ରମଣ ଯୋଗୁ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଉଛି। ଏହାକୁ ନେଇ ଭାରତୀୟ ବୈଦେଶିକ ମନ୍ତ୍ରଣାଳୟ ଏକ ବିବୃତ୍ତି ଜାରି…

ସରକାରୀ ଉଚ୍ଚ ମାଧ୍ୟମିକ ଛାତ୍ରାବାସରେ ପିଲାଙ୍କ ସହ ମିଶି ମଧ୍ୟାହ୍ନ ଭୋଜନ କଲେ ଓଡିଶା ପର୍ଯ୍ୟଟନ ବିଭାଗ ସଚିବ ବଳବନ୍ତ ସିଂ

ଦାରିଙ୍ଗବାଡି, ୭ ।୩ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳକୁ ଶନିବାର ଓଡିଶା ପର୍ଯ୍ୟଟନ ବିଭାଗର ସଚିବ ତଥା ବରିଷ୍ଠ ଭାରତୀୟ ପ୍ରଶାସନିକ ଅଧିକାରୀ ବଳବନ୍ତ…

ଭାରତ-ନ୍ୟୁଜିଲାଣ୍ଡ ଫାଇନାଲ ମ୍ୟାଚ୍‌: ହୋଟେଲ ରୁମ୍‌ ଭଡ଼ା ୪୦୦% ବୃଦ୍ଧି

ଅହମଦାବାଦ,୭।୩:  ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ସନ୍ଧ୍ୟାରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଟି୨୦ ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ ଖେଳାଯିବ। ଏଥିଲାଗି ସହରର ପ୍ରାୟତଃ ହୋଟେଲରେ ରୁମ୍‌…

ପଶ୍ଚିମବଙ୍ଗରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅପମାନ: ମୋଦି-ମମତା ମୁହାଁମୁହିଁ, ଦୁର୍ଭାଗ୍ୟଜନକ କହି…

ନୂଆଦିଲ୍ଲୀ/କୋଲକାତା,୭।୩: ପଶ୍ଚିମବଙ୍ଗ ଗସ୍ତରେ ଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ନେଇ ଏବେ ରାଜନୀତି ସରଗରମ ହୋଇଛି। ସିଲିଗୁଡ଼ିରେ ଆୟୋଜିତ ଆନ୍ତର୍ଜାତୀୟ ସାନ୍ତାଳ ସମ୍ମିଳନୀ ପାଇଁ ଉପଯୁକ୍ତ ସ୍ଥାନ…

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

ଇରାନ ଉପରେ ଆଜି ହେବ ‘ଭୟଙ୍କର’ ଆକ୍ରମଣ: ଟ୍ରମ୍ପଙ୍କ ଘୋଷଣା ପରେ ସାରା ବିଶ୍ୱରେ ହଇଚଇ, ପଡ଼ୋଶୀ ଦେଶକୁ…

ୱାଶିଂଟନ/ତେହେରାନ,୭।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପ୍ରତିଦିନ ଭୟଙ୍କର ରୂପ ନେଉଛି। ମଧ୍ୟପ୍ରାଚ୍ୟର ଅନେକ ସହର ଏହି ସାମରିକ ସଂଘର୍ଷରେ ଛାରଖାର ହୋଇଯାଇଥିବା ବେଳେ,…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri