ଭାରତ-ଫ୍ରାନ୍ସ ବନ୍ଧୁତା: ଆମେରିକା-ଚାଇନା ମନରେ ଦୁଃଖ…

ପ୍ୟାରିସ/ନୂଆଦିଲ୍ଲୀ,୨୪।୧ : ଗଣତନ୍ତ୍ର ଦିବସ ପରେଡରେ ଭାଗ ନେବାକୁ ଫ୍ରାନ୍ସର ରାଷ୍ଟ୍ରପତି ଇମାନୁଏଲ ମାକ୍ରୋନ ଜାନୁଆରୀ ୨୫ ରେ ରାଜସ୍ଥାନର ଜୟପୁର ସହରରେ ପହଞ୍ଚିବେ। ଜୟପୁର ପରେ ଫ୍ରାନ୍ସ ରାଷ୍ଟ୍ରପତି ନୂଆଦିଲ୍ଲୀରେ ପହଞ୍ଚିବେ ଯେଉଁଠାରେ ତାଙ୍କୁ ସ୍ବାଗତ କରାଯିବ। ଏହାପୂର୍ବରୁ ଭାରତ ଆମେରିକାର ରାଷ୍ଟ୍ରପତି ଜୋ ବିଡେନଙ୍କୁ ନିମନ୍ତ୍ରଣ କରିଥିଲା କିନ୍ତୁ ସେ ଏଥିରୁ ନିଜକୁ ଦୂରେଇ ରଖିଥିଲେ। ଏହା ପରେ ଭାରତ ଏହାର ସବୁଠାରୁ ବିଶ୍ୱସ୍ତ ବନ୍ଧୁ ହୋଇଥିବା ଫ୍ରାନ୍ସର ରାଷ୍ଟ୍ରପତିଙ୍କୁ ରିପବ୍ଲିକ ଡେ ପ୍ୟାରେଡରେ ମୁଖ୍ୟ ଅତିଥି ହେବାକୁ ନିମନ୍ତ୍ରଣ କରିଥିଲା, ଯାହାକୁ ସେ ତୁରନ୍ତ ଗ୍ରହଣ କରିଥିଲେ।

ବିଶ୍ଳେଷକଙ୍କ ଅନୁଯାୟୀ, ରୁଷିଆ ଅପେକ୍ଷା ଆଜି ଫ୍ରାନ୍ସ ଭାରତ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରତିରକ୍ଷା ସହଯୋଗୀ ହୋଇପାରିଛି ଏବଂ ଏହି କାରଣରୁ ଚାଇନା ଠାରୁ ପାକିସ୍ଥାନ ପର୍ଯ୍ୟନ୍ତ ସମସ୍ତେ ଏହି ଯାତ୍ରା ଉପରେ ନଜର ରଖିବେ। ଆମେରିକାକୁ ଏକ ଶକ୍ତିଶାଳୀ ବାର୍ତ୍ତା ମଧ୍ୟ ଯିବ ।

୧୯୪୮ ମସିହାରେ ଦୁଇ ଦେଶ ମଧ୍ୟରେ କୂଟନୈତିକ ସମ୍ପର୍କ ସ୍ଥାପନ ହେବା ପରେ ଏହା ଷଷ୍ଠ ଥର ପାଇଁ ଘଟିବାକୁ ଯାଉଛି। ବିଶ୍ଳେଷକମାନେ କହିଛନ୍ତି ଏହି ନିମନ୍ତ୍ରଣ କେବଳ ଦୁଇ ଦେଶ ମଧ୍ୟରେ ଗଭୀର ଏବଂ ଆନ୍ତରିକ ସମ୍ପର୍କକୁ ଦର୍ଶାଏ ନାହିଁ ବରଂ ଏହି ସମ୍ପର୍କର ନିରନ୍ତର ଦୃଢ଼ତାର ଏକ ଉଦାହରଣ ପାଲଟିବ। ଭାରତ ଏବଂ ଫ୍ରାନ୍ସ ମଧ୍ୟରେ ସମ୍ପର୍କ ଗଣତନ୍ତ୍ର, ସମାନତା ଏବଂ ସୱାଧୀନତାର ମୂଲ୍ୟବୋଧ ଉପରେ ଆଧାରିତ ଏବଂ ଆରମ୍ଭରୁ ବିସ୍ତୃତ ଏବଂ ସାମଗ୍ରିକ ଥିଲା। ଭାରତ ଏବଂ ଫ୍ରାନ୍ସ ମଧ୍ୟରେ ଚାଇନାର ରାଷ୍ଟ୍ରପତି ଜିନପିଙ୍ଗ ସରକାର ଏବେ କୋଣଠେସା ହୋଇଛନ୍ତି। ସେହିପରି ଆମେରିକା ମଧ୍ୟ ଏନେଇ ଦୁଖିଃତ ଥିବା ପରି ମନେ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ ଓ୍ବାର ବ୍ରେକ ଘୋଷଣା ପରେ ଆସିଲା ଇରାନର ବୟାନ, ଜାଣନ୍ତୁ ଯୁଦ୍ଧ ବନ୍ଦ ହେଲା କି ନାହିଁ

ତେହରାନ,୨୪।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ ଏକ ପ୍ରମୁଖ ବିବୃତ୍ତି ଜାରି କରି ଘୋଷଣା କରିଛନ୍ତି ଯେ ଆମେରିକା ଆଗାମୀ ପାଞ୍ଚ ଦିନ ପାଇଁ…

ସାଙ୍ଗକୁ ହସ୍ପିଟାଲରେ ଭର୍ତ୍ତି କରି ଫେରୁଥିବା ବେଳେ ସଡ଼କ ଦୁର୍ଘଟଣା, ଅଧାବାଟରେ ଚାଲିଗଲା ଜୀବନ

ଗଜପତି,୨୪।୩(ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ ଅନ୍ତର୍ଗତ ୩୨୬-ଏ ଜାତୀୟ ରାଜପଥର ଆର୍.ସୀତାପୁର ଗ୍ରାମ ନିକଟସ୍ଥ ଏକ ବୁଲାଣିଆ ରାସ୍ତାରେ ସଡ଼କ ଦୁର୍ଘଟଣା । ସୋମବାର…

ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କ ବଡ଼ ଘୋଷଣା: ଖୁବଶୀଘ୍ର ଖୋଲିବ…ଶୁଣିଲେ ସବୁ ଦେଶ ହୋଇଯିବେ ଖୁସି

ଓ୍ବାଶିଂଟନ୍‌,୨୪।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଆଲୋଚନା ସଫଳ ହେଲେ ହର୍ମୁଜ ପ୍ରଣାଳୀ (ଯାହା ଯୁଦ୍ଧ ଏବଂ ସଂଘର୍ଷ ଯୋଗୁ ପ୍ରାୟ…

ଲୁଗା ଶୁଖାଇବା ବେଳେ ଲାଗିଗଲା କରେଣ୍ଟ, ତାପରେ…

ଭଞ୍ଜନଗର,୨୪।୩(ବାବୁଲା ପ୍ରଧାନ) : ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ନବଗୋଛା ଗ୍ରାମରେ ଅଘଟଣ । ବିଦ୍ୟୁତ ଆଘାତରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି । ମୃତ…

ତାରାତାରିଣୀଙ୍କ ତୃତୀୟ ପାଳି ଚୈତ୍ର ମଙ୍ଗଳବାର ଯାତ୍ରା, ସରସ୍ବତୀ ବେଶରେ ଦୁଇ ଭଉଣୀ

ପୁରୁଷୋତ୍ତମପୁର,୨୪।୩(ସବିତା ମିଶ୍ର ): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ତୃତୀୟ ଚୈତ୍ର ମଙ୍ଗଳବାର ଯାତ୍ରାରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି । ଭକ୍ତଙ୍କ ଗହଳିରେ…

ଖାମେନେଇଙ୍କ ମୃତ୍ୟୁର ୪୮ ଘଣ୍ଟା ପୂର୍ବରୁ ଟ୍ରମ୍ପଙ୍କୁ ଫୋନ କରିଥିଲେ ନେତାନ୍ୟାହୁ, କହିଥିଲେ ବଡ଼ ଗୁମର କଥା, ଜାଣନ୍ତୁ…

ଓ୍ବାଶିଂଟନ,୨୪।୩: ଇରାନ ଉପରେ ଆମେରିକା-ଇସ୍ରାଏଲ ଆକ୍ରମଣ ଆରମ୍ଭ ହେବାର ୪୮ ଘଣ୍ଟା ପୂର୍ବରୁ, ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଫୋନ…

ଜୀବନର ନୈତିକ ମୂଲ୍ୟବୋଧ

କଥାରେ ଅଛି-‘ଥିଲେ ଥାଉ ପଛେ ଗୁଣ ହଜାର, ଚରିତ୍ର ନଥିଲେ ସବୁ ଅସାର।’ ସୁତରାଂ ଆମ ଜୀବନରେ ନୈତିକ ମୂଲ୍ୟବୋଧର ଏକ ମୁଖ୍ୟ ଆଧାର ହେଉଛି –…

ଆମେରିକା-ଇରାନ ଡିଲ୍‌ରେ ଏହି ଦେଶ ସାମିଲ, ଜାଣିଲେ ହୋଇଯିବେ ତାଜୁବ

ଓ୍ବାଶିଂଟନ୍‌,୨୪।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ବିବାଦର ମଧ୍ୟସ୍ଥତା ପାଇଁ ପ୍ରୟାସ ଜୋର ଧରିଥିବା ପରି ମନେ ହେଉଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri