Posted inଫୁରସତ

ରୋଲ୍‌ସ ରୋୟସ୍‌ କାର୍‌ କିଣିଲେ ଇଣ୍ଟରନେଟ୍‌ ସେନ୍ସେସନ୍‌ ଡଲି ଚା’ ବାଲା

ନାଗପୁର: ଇଣ୍ଟରନେଟ୍‌ ସେନ୍ସେସନ୍‌ ପାଲଟିଥିବା ଡଲି ଚା’ ବାଲାଙ୍କ ଲୋକପ୍ରିୟତା ବଢ଼ିବାରେ ଲାଗିଛି। ମାଇକ୍ରୋସଫ୍ଟ ସିଇଓ ବିଲ୍‌ ଗେଟ୍ସ ତାଙ୍କ ଦୋକାନରେ ଚା’ ପିଇବା ପରେ ସେ ରାତାରାତି ପ୍ରସିଦ୍ଧି ପାଇଥିଲେ। ବିଭିନ୍ନ ସାମାଜିକ ଗଣମାଧ୍ୟମରେ ଡଲିଙ୍କର ବହୁ ପ୍ରଶଂସକ ମଧ୍ୟ ରହିଛନ୍ତି। ସେ ପ୍ରାୟତଃ ନିଜ ଆକାଉଣ୍ଟରୁ ଫଟୋ ଏବଂ ଭିଡିଓ ଶେୟାର କରନ୍ତି, ଯାହାକୁ ଲୋକମାନେ ଦେଖିବାକୁ ପସନ୍ଦ କରିଥାନ୍ତି।
ଡଲି ନିଜର ଏକ ଭିଡିଓ ପୋଷ୍ଟ କରିଛନ୍ତି, ଯେଉଁଥିରେ ସେ ବିଳାସପୂର୍ଣ୍ଣ ରୋଲ୍‌ସ ରୋୟସ୍‌ କାର ସହ ନଜର ଆସିଛନ୍ତି। ଏହି ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଜଣେ ଚା’ ବିକ୍ରେତା ହୋଇ ବି ରୋଲ୍‌ସ ରୋୟସ୍‌ କାର କିଣିପାରିଥିବା ସେ ଏହି ଭିଡିଓରେ ଦର୍ଶାଇଛନ୍ତି। କଠିନ ପରିଶ୍ରମ ବଳରେ ସମୟକୁ ଖୁବ୍‌ଶୀଘ୍ର ବଦଳା ଯାଇପାରିବ ବୋଲି ସେ କହିଛନ୍ତି। ଡଲିଙ୍କ ଏହି ଭିଡିଓ ବିଭିନ୍ନ ସାମାଜିକ ଗଣମାଧ୍ୟମରେ ଭାଇରାଲ ହୋଇଥିବା ବେଳେ ଅନେକ ସଂଖ୍ୟାରେ ୟୁଜର୍ସ ମଧ୍ୟ ଏଥିରେ କମେଣ୍ଟ କରିଛନ୍ତି। କିଛି ଲୋକ ଡଲିଙ୍କୁ ଏହି ଭିଡିଓ ନେଇ ଟ୍ରୋଲ ମଧ୍ୟ କରିଛନ୍ତି। ତେବେ ଡଲି ଅନେକଙ୍କ ପାଇଁ ପ୍ରେରଣା ସାଜିଥିବା କିଛି ୟୁଜର୍ସ କମେଣ୍ଟରେ କହିଛନ୍ତି। ଏବେ ଛୁଟିରେ ମାଳଦ୍ୱୀପ ଗସ୍ତରେ ଥିବା ଡଲିଙ୍କର ଇନ୍‌ଷ୍ଟାଗ୍ରାମରେ ୨.୧ ମିଲିୟନ୍‌ ଫାଲୋଅର୍ସ ରହିଛନ୍ତି। ତାଙ୍କର ନାଗପୁରରେ ଏବେ ମଧ୍ୟ ଚା’ ଦୋକାନ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

ଇରାନ ବରୋଧରେ ଯୁଦ୍ଧକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଲାଣି ଏହି ଦେଶ, ଆମେରିକାକୁ କରିବ ସହଯୋଗ, ଟାର୍ଗେଟରେ ହର୍ମୁଜ ପ୍ରଣାଳୀ

ତେହରାନ,୧।୪: ସଂଯୁକ୍ତ ଆରବ ଏମିରେଟ୍ସ (UAE) ଆମେରିକା ଏବଂ ଅନ୍ୟାନ୍ୟ ପାଶ୍ଚାତ୍ୟ ମିତ୍ରମାନଙ୍କୁ ସୂଚନା ଦେଇଛି ଯେ ଏହା ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବାରେ ସାହାଯ୍ୟ କରିବ।…

ଜିଲାସ୍ତରୀୟ ଓଡ଼ିଶା ଦିବସ ପାଳନ: ମୁଖ୍ୟ ଅତିଥି ଭାବେ ଯୋଗ ଦେଲେ ସୂର୍ଯ୍ୟବଂଶୀ ସୁରଜ

ଭଦ୍ରକ, ୧।୪(ସନାତନ ରାଉତ): ଭଦ୍ରକ ନେହେରୁ ଷ୍ଟାଡିଅମରେ ବୁଧବାର ଜିଲାସ୍ତରୀୟ ଉତ୍କଳ ଦିବସ ପାଳିତ ହୋଇଯାଇଛି l ସକାଳ ୮ଟାରେ ବିଭିନ୍ନ ସ୍କୁଲରୁ ଆସିଥିବା ୫ ହଜାରରୁ…

ସିଆରିନ ଇଲେଭେନକୁ ହରାଇ ଚମ୍ପିୟନ ହେଲେ ମହାଲକ୍ଷ୍ମୀ ଇଲେଭେନ

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ମାଳି ଜଗନ୍ନାଥପୁର ଖେଳ ପଡିଆରେ ବାବାଲୀ ଲୋକନାଥ କ୍ରିକେଟ କ୍ଳବ ପକ୍ଷରୁ ଦୁଇଦିନିଆ କ୍ରିକେଟ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri