ଆମେରିକାକୁ କଡା ଜବାବ ଦେଲା ଭାରତ

ନୂଆଦିଲ୍ଲୀ/ଓ୍ବାଶିଂଟନ,୧୯।୭: ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟର ମୁଖପାତ୍ର ରଣଧିର ଜୟସୱାଲ ଭାରତରେ ଥିବା ଆମେରିକାର ରାଷ୍ଟ୍ରଦୂତ ଏରିକ ଗାରସେଟୀଙ୍କ ‘ରଣନୀତିକ ସ୍ବାୟତ୍ତତା’ ଉପରେ ଦେଇଥିବା ବିବୃତ୍ତି ଉପରେ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି ଯେ ଅନ୍ୟାନ୍ୟ ଦେଶ ପରି ଭାରତ ମଧ୍ୟ ଏହାର ରଣନୀତିକ ସ୍ବଧୀନତାକୁ ଗୁରୁତ୍ୱ ଦେଇଥାଏ। ଆମେରିକାର ରାଷ୍ଟ୍ରଦୂତଙ୍କ ମତ ପ୍ରକାଶ କରିବାର ଅଧିକାର ରହିଛି। ଆମର ଚିନ୍ତାଧାରା ମଧ୍ୟ ଅଲଗା। ଯୁକ୍ତରାଷ୍ଟ୍ର ସହିତ ଆମର ବିସ୍ତୃତ ବିଶ୍ୱସ୍ତରୀୟ ରଣନୀତିକ ଭାଗିଦାରୀ ଆମକୁ ପରସ୍ପରର ଦୃଷ୍ଟିକୋଣକୁ ସମ୍ମାନ ଦେବାବେଳେ କିଛି ପ୍ରସଙ୍ଗରେ ସହମତ ହେବାକୁ ରାଜି ହେବାର ପରିସର ଦେଇଥାଏ।

ସୂଚନାଯୋଗ୍ୟ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ରୁଷିଆ ଗସ୍ତ ପରେ ଆମେରିକା କ୍ରୋଧିତ ହୋଇଥିଲା। ଏହା ପରେ, ଏରିକ ଗାରସେଟୀ ଏକ କାର୍ଯ୍ୟକ୍ରମରେ ନିଜର ପ୍ରତିକ୍ରିୟା ଦେଇଥିଲେ। ସେ କହିଥିଲେ ଯେ ‘କୌଣସି ଯୁଦ୍ଧ ଦୂର ନୁହେଁ’। ବିବାଦ ସମୟରେ ରଣନୈତିକ ସ୍ବାଧୀନତା ପ୍ରଯୁଜ୍ୟ ନୁହେଁ । ତଥାପି, ସେମାନେ ଭାରତର ରଣନୀତିକ ସ୍ବାଧୀନତାକୁ ସମ୍ମାନ କରନ୍ତି।
ଗାରସେଟୀ କହିଥିଲେ ଯେ ମୁଁ ସମ୍ମାନ କରେ ଯେ ଭାରତ ଏହାର ରଣନୀତିକ ସ୍ବାଧୀନତାକୁ ପସନ୍ଦ କରେ, କିନ୍ତୁ ବିବାଦ ସମୟରେ ରଣନୀତିକ ସ୍ବାଧୀନତା ଭଳି କିଛି ନାହିଁ। ସଙ୍କଟ ସମୟରେ ଆମକୁ ପରସ୍ପରକୁ ଜାଣିବା ଆବଶ୍ୟକ। ଆମେ ଏହାକୁ କ’ଣ କହୁଛୁ ସେଥିପ୍ରତି ମୋର ଧ୍ୟାନ ନାହିଁ, କିନ୍ତୁ ଆମକୁ ଜାଣିବା ଆବଶ୍ୟକ ଯେ ଆମେ ବିଶ୍ୱାସୀ ବନ୍ଧୁ, ଭାଇ ଓ ଭଉଣୀ ଏବଂ ଆବଶ୍ୟକତା ସମୟରେ ସହଯୋଗୀ ଅଟୁ ।


Enter your email to get our daily news in your inbox.

All Right Reserved By Dharitri.Com

ଅଭିଷେକଙ୍କ ବିସ୍ଫୋରକ ବ୍ୟାଟିଂ, ଓ୍ବେଷ୍ଟଇଣ୍ଡିଜ୍‌ ଆଗରେ ୨୨୪ ରନ୍‌ର ଟାର୍ଗେଟ ରଖିଲା ଭାରତ

ଇନ୍ଦୋର,୧୧ା୧୦: ହୋଲ୍କର ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପରସ୍ପରକୁ ଭେଟିଛନ୍ତି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଅଭିଷେକ ଶର୍ମାଙ୍କ ବିସ୍ଫୋରକ…

‘କୃଷି, ଏକତା ଅଘରିଆଙ୍କ ଶକ୍ତି’

ବଲାଙ୍ଗୀର,୧୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୮୪ ଘର ଅଘରିଆ ସମାଜ ପକ୍ଷରୁ ରବିବାର ସ୍ଥାନୀୟ କୋଶଳ କଳା ମଣ୍ଡଳରେ ନୂଆଁଖାଇ ଭେଟ୍‌ଘାଟ୍‌ ଅନୁଷ୍ଠିତ ହୋଇଯାଇଛି। ଅଘରିଆ ସମାଜର…

CJP ବିକ୍ଷୋଭ ମଧ୍ୟରେ ବଡ଼ ଘୋଷଣା କଲେ ରାହୁଲ, କହିଲେ କାଲି ପୂରା ଭାରତ…

ନୂଆଦିଲ୍ଲୀ,୧୧।୧୦: ସୁପ୍ରିମକୋର୍ଟ ଯାଏ ମାର୍ଚ୍ଚ କରିବା ସହ ଭାରତର ପ୍ରଧାନ ବିଚାରପତି (CJI)ଙ୍କୁ ଦାବିପତ୍ର ପ୍ରଦାନ କରିବାକୁ ଘୋଷଣା କରିଛନ୍ତି କଂଗ୍ରେସ ଏମପି ରାହୁଲ ଗାନ୍ଧୀ। ସୋମବାର…

କୋର୍ଟରେ ଜାମିନ ନାମଞ୍ଜୁର ଜେଲ ଗଲେ ଅଭିଯୁକ୍ତ, ଜାଣନ୍ତୁ କ’ଣ ଥିଲା ମାମଲା…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ପିଣ୍ଟୁ ସାହୁଙ୍କୁ ରବିବାର ଦିଗପହଣ୍ଡି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ…

ବଡ଼ ଖୁଲାସା କଲେ ଧର୍ମେନ୍ଦ୍ର; ଭାଜପା ଛାଡ଼ି ଏହି ଦଳରେ ହେବେ ସାମିଲ, ସାମ୍ନାକୁ ଆସିଲା ଫଟୋ

ଲକ୍ଷ୍ନୌ,୧୧।୧୦: ଭାଜପାରୁ ଇସ୍ତଫା ଦେଇଥିବା ଉତ୍ତରପ୍ରଦେଶର ଆଁଓଲା ଲୋକସଭା ଆସନର ପୂର୍ବତନ ଏମପି ଧର୍ମେନ୍ଦ୍ର କଶ୍ୟପ ରବିବାର ଲକ୍ଷ୍ନୌରେ ସମାଜବାଦୀ ପାର୍ଟି (ସପା) ମୁଖ୍ୟ ଅଖିଳେଶ ଯାଦବଙ୍କୁ…

ଶୈଳପୁତ୍ରୀ ବେଶରେ ଦର୍ଶନ ଦେଲେ ମା’ ଉଗ୍ରତାରା, ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ନିରାକାରପୁର,୧୧।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ଟାଙ୍ଗୀବ୍ଲକ ସାନ ରାଉତପଡା ପଞ୍ଚାୟତ ମୁଳିଝରଗଡ଼ ହାତୀଆ ଶୁଣି ପାହାଡ଼ ପାଦଦେଶରେ ଅବସ୍ଥିତ ମା’ଉଗ୍ରତାରାଙ୍କ ପୀଠରେ ବାସନ୍ତୀକ ଆଶ୍ୱିନ ନବରାତ୍ରର…

ବଲାଙ୍ଗୀରରେ ମର୍ମନ୍ତୁଦ ଦୁର୍ଘଟଣା; ଟ୍ରକ୍‌ ଚକା ତଳେ ଚାଲିଗଲା ମହିଳାଙ୍କ ଜୀବନ

ବଲାଙ୍ଗୀର,୧୧।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଇଁତଳା ୨୬ନମ୍ବର ଜାତୀୟ ରାଜପଥ ସଦର ବ୍ଲକ ଅନ୍ତର୍ଗତ ରତାଖଣ୍ଡି ଠାରେ ଏକ ମର୍ମନ୍ତ ଦୁର୍ଘଟଣା ଘଟିଛି । ବାଇକ୍-ଟ୍ରକ…

ବିବାହର ୩ ଦିନ ପରେ ବୋହୂଙ୍କ ଭୟଙ୍କର କାଣ୍ଡ! ପୂରା ପରିବାରକୁ ଦେଇଦେଲେ ମୂଷାମରା ଔଷଧ, ତାପରେ….

ମୁମ୍ବାଇ,୧୧।୧୦: ବିବାହର ଖୁସି ମନାଉଥିବା ପରିବାରରେ ହଠାତ୍‌ ଖେଳିଗଲା ଆତଙ୍କ । ବିବାହର ମାତ୍ର ୭୨ ଘଣ୍ଟା ମଧ୍ୟରେ ନବବଧୂ ନିଜ ସ୍ୱାମୀଙ୍କ ସମେତ ଶାଶୂଘରର ଅନ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?