କେଜ୍‌ରିଓ୍ବାଲଙ୍କ ଗିରଫଦାରୀକୁ ନେଇ ଆମେରିକା ଦେଇଥିବା ମନ୍ତବ୍ୟ ଉପରେ କଡ଼ା ଜବାବ ଦେଲା ଭାରତ

ନୂଆଦିଲ୍ଲୀ,୨୮।୩ : ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ଗିରଫଦାରୀ ଏବଂ କଂଗ୍ରେସର ବ୍ୟାଙ୍କ ଆକାଉଣ୍ଟକୁ ଅଚଳ କରାଯିବା ଘଟଣା ଉପରେ ଆମେରିକାର ମନ୍ତବ୍ୟ ଅବାଞ୍ଛିତ ବୋଲି ଭାରତର ବହିର୍ବ୍ୟାପାର ମନ୍ତ୍ରଣାଳୟ ଗୁରୁବାର କହିଛି। ଆମେରିକା ପରରାଷ୍ଟ୍ର ବିଭାଗର ମନ୍ତବ୍ୟ ଉପରେ ଭାରତ ବୁଧବାର ଏହାର ଦୂତାବାସ ଅଧିକାରୀମାନଙ୍କ ନିକଟରେ ପ୍ରତିବାଦ ଜଣାଇଥିଲା। ଆମ ନିର୍ବାଚନୀ ଓ ନ୍ୟାୟିକ ପ୍ରକ୍ରିୟା ଉପରେ ବାହ୍ୟ ହସ୍ତକ୍ଷେପ ଗ୍ରହଣୀୟ ନୁହେଁ ବୋଲି ବହିର୍ବ୍ୟାପାର ମନ୍ତ୍ରଣାଳୟ ଏକ ଖବରଦାତା ସମ୍ମିଳନୀରେ ପ୍ରକାଶ କରିଛି। ଭାରତର ନ୍ୟାୟିକ ପ୍ରକ୍ରିୟା ଆଇନର ନିୟମାବଳୀ ଦ୍ୱାରା ପରିଚାଳିତ। ଗଣତାନ୍ତ୍ରିକ ବ୍ୟବସ୍ଥାକୁ ଅନୁସରଣ କରୁଥିବା ଅନ୍ୟମାନେ ସତ୍ୟତାକୁ ଗ୍ରହଣ କରିବାରେ ଅସୁବିଧା ହେବା କଥା ନୁହେଁ। ଯେକୌଣସି ପ୍ରକାର ଅନୁପଯୁକ୍ତ ବାହ୍ୟ ପ୍ରଭାବରୁ ଦେଶର ସ୍ବାଧୀନତା ଏବଂ ଗଣତାନ୍ତ୍ରିକ ଅନୁଷ୍ଠାନଗୁଡ଼ିକର ସୁରକ୍ଷା ପାଇଁ ପ୍ରତିଶ୍ରୁତିବଦ୍ଧ। ପାରସ୍ପରିକ ସମ୍ମାନ ଏବଂ ବୁଝାମଣା ଅନ୍ତର୍ଜାତୀୟ ସମ୍ପର୍କର ମୂଳଦୁଆ। ତେଣୁ ରାଷ୍ଟ୍ରଗୁଡ଼ିକ ଅନ୍ୟର ସାର୍ବଭୌମତ୍ୱ ଏବଂ ଆଭ୍ୟନ୍ତରୀଣ ବ୍ୟାପାରକୁ ସମ୍ମାନ ଜଣାଇବା ଆଶା କରାଯାଏ ବୋଲି ବହିର୍ବ୍ୟାପାର ମନ୍ତ୍ରଣାଳୟ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଝିଲିମିଣ୍ଡା ପାଇଁ ଗୌରବ ଆଣିଲେ ରାମ ମେହେର

ଅତାବିରା,୭ା୮ (ଯୁଧିଷ୍ଠିର ମହାପାତ୍ର): ଜାତୀୟ ହସ୍ତତନ୍ତ ଦିବସ ଅବସରରେ ବରଗଡ଼ ଜିଲା ପାଇଁ ଆସିଛି ଗର୍ବର ମୁହୂର୍ତ୍ତ। ଅତାବିରା ବ୍ଲକ ଅନ୍ତର୍ଗତ ଝିଲିମିଣ୍ଡା ଗ୍ରାମର ବିଶିଷ୍ଟ ହସ୍ତତନ୍ତ…

ଭଞ୍ଜନଗରରେ ପ୍ରବଳ ବର୍ଷା: ଜନଜୀବନ ଅସ୍ତବ୍ୟସ୍ତ, କୁଲାଡରେ ଗୁହାଳ ଘର ଭୁଶୁଡ଼ି ୧୫ରୁ ଅଧିକ ଛେଳି ମୃତ

ଭଞ୍ଜନଗର,୭।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ବିଗତ କିଛି ଦିନ ହେବ ଅପରାହ୍ନ ଏବଂ ରାତିରେ ଲାଗିରହିଥିବା ପ୍ରବଳ ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି।…

ଜିଆର୍‌ପି କନଷ୍ଟେବଳ ସୌମ୍ୟ ହତ୍ୟା ମାମଲା: ପ୍ରମାଣ ଅଭାବରୁ ୬ ଅଭିଯୁକ୍ତଙ୍କୁ ମିଳିଲା ଜାମିନ

ଭୁବନେଶ୍ୱର,୭।୮: ଚର୍ଚ୍ଚିତ ଜିଆର୍‌ପି (GRP) କନଷ୍ଟେବଳ ସୌମ୍ୟ ରଞ୍ଜନ ମହାପାତ୍ର ହତ୍ୟା ମାମଲାରେ କୋର୍ଟଙ୍କ ପକ୍ଷରୁ ୬ ଅଭିଯୁକ୍ତଙ୍କୁ ଜାମିନ ପ୍ରଦାନ କରାଯାଇଛି। ଏହି ମାମଲାରେ ପୂର୍ବରୁ…

ଜିଲା ପରିଷଦ ସୋମନାଥଙ୍କ ଉଦ୍ୟମ ସଫଳ ହେଲା, ବଉଳା ନାଳ ଉପରେ ପୋଲ ନିର୍ମାଣ ପାଇଁ ମିଳିଲା ଅନୁମତି

ହାଟଡିହୀ/ଛେନାପଦୀ,୭।୮(ଶୁଭକାନ୍ତ ନାୟକ/ନିରାକାର ପରିଡା):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ କେ. ବାଲିପାଳ ପଞ୍ଚାୟତ ଏବଂ ମୟୂରଭଞ୍ଜ ଜିଲାର କିଛି ଅଞ୍ଚଳକୁ ଯୋଗାଯୋଗ ପାଇଁ ରାସ୍ତା ନିର୍ମାଣ ସମ୍ପୂର୍ଣ୍ଣ ହୋଇଥିବା…

କେଉଁ ଦଳରେ ଯୋଗଦେବେ ହାର୍ଦ୍ଦିକ ପାଣ୍ଡ୍ୟା? କେତେ ମୂଲ୍ୟରେ…ଅଶ୍ୱିନ୍ କଲେ ବଡ଼ ଖୁଲାସା

ଚେନ୍ନାଇ,୭।୮: ଆଇପିଏଲ୍ ୨୦୨୬ ପରଠାରୁ ହାର୍ଦ୍ଦିକ ପାଣ୍ଡ୍ୟା ମୁମ୍ବାଇ ଇଣ୍ଡିଆନ୍ସ ଛାଡ଼ି ଅନ୍ୟ କୌଣସି ଦଳରେ ଯୋଗଦେବା ନେଇ କଳ୍ପନାଜଳ୍ପନା ଜାରି ରହିଛି। କିଛି ଲୋକଙ୍କ ମତରେ…

ସରପଞ୍ଚଙ୍କ ଆମରଣ ଅନଶନ ଚେତାବନୀ ପରେ ଆତ୍ମାହୁତି ଚେତାବନୀ, ପ୍ରଶାସନର ତତ୍ପରତା

ହାଟଡିହୀ/ଛେନାପଦୀ, ୭।୮ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): ସରପଞ୍ଚଙ୍କ ଆମରଣ ଅନଶନ ପରେ ଆତ୍ମାହୁତି ଚେତାବନୀକୁ ନେଇ ପ୍ରଶାସନ ତରଫରୁ ତତ୍ପରତା ପ୍ରକାଶ ପାଇଛି। ଏହି ଘଟଣା ଏବେ…

Add-On Credit Card କ’ଣ? କିଏ କରିପାରିବେ ଏହାର ବ୍ୟବହାର, ଜାଣନ୍ତୁ ସମ୍ପୂର୍ଣ୍ଣ…

ନୂଆଦିଲ୍ଲୀ, ୭।୮: ଆଜିକାଲି ପରିବାରର ବିଭିନ୍ନ ଖର୍ଚ୍ଚ ଯେପରିକି ଘରୋଇ ବିଲ୍, ଶପିଂ, ଭ୍ରମଣ ଏବଂ ପିଲାଙ୍କ ପାଠପଢ଼ା ଖର୍ଚ୍ଚ ଆଦି ଏକାଠି ପରିଚାଳନା କରିବା କଷ୍ଟକର…

ପ୍ରଦୀପଙ୍କୁ ସ୍ବାବଲମ୍ବୀ କରିଛି ଡ୍ରାଗନ ଫ୍ରୁଟ ଚାଷ

ଜି.ଉଦୟଗିରି,୭ା୮(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲାର ଜି.ଉଦୟଗିରି ବଜାର ଫୁଟପାଥରେ ଡ୍ରାଗନ ଫ୍ରୁଟ ବିକ୍ରି ହେଉଛି। ଏହାର କିଲୋ ୨୦୦ ଟଙ୍କା ରହିଥିଲେ ମଧ୍ୟ ଗ୍ରାହକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri