Posted inଜାତୀୟ

ଆତଙ୍କବାଦ ବିରୋଧରେ ଲଢ଼ିବାକୁ ଭାରତ-ଜର୍ମାନୀ ସହମତ: ମୋଦି…

ନୂଆଦିଲ୍ଲୀ,୨୫।୨ : ଜର୍ମାନ ଚାନନ୍ସଲର ଓଲାଫ ସ୍କୋଲଜଙ୍କ ସହ ସାକ୍ଷାତ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି ଯେ, ଆତଙ୍କବାଦ ବିରୋଧରେ ଲଢ଼ିବା ପାଇଁ ଉଭୟ ଦେଶ ସହମତ ହୋଇଛନ୍ତି। ଜର୍ମାନ ଚାନ୍ସେଲର ଓଲାଫ ସ୍କୋଲଜ ଦୁଇ ଦିନିଆ ଭାରତ ଗସ୍ତରେ ଶନିବାର ପହଞ୍ଚିଛନ୍ତି। ତାଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ହାଇଦ୍ରାବାଦ ହାଉସରେ ଦୁଇନେତାଙ୍କ ମଧ୍ୟରେ ବାଣିଜ୍ୟ ଏବଂ ନୂତନ ଟେକ୍ନୋଲୋଜି ସମେତ ବିଭିନ୍ନ କ୍ଷେତ୍ରରେ ଦ୍ୱିପାକ୍ଷିକ ସମ୍ପର୍କକୁ ଗଭୀର କରିବା ଉପରେ ଗୁରୁତ୍ୱାରୋପ କରାଯାଇଥିଲା।

ବହିର୍ବ୍ୟାପାର ମନ୍ତ୍ରଣାଳୟର ମୁଖପାତ୍ର ଅରିନ୍ଦମ ବାଗଚି ତାଙ୍କ ଟୁଇଟରେ କହିଛନ୍ତି ଯେ ସ୍କୋଲଜଙ୍କ ଗସ୍ତ ବହୁମୁଖୀ ଭାରତ-ଜର୍ମାନ ରଣନୀତିକ ଭାଗିଦାରୀକୁ ଆହୁରି ଗଭୀର କରିବାର ସୁଯୋଗ ଦେବ। ବାଗଚି କହିଛନ୍ତି, ଦୁଇ ନେତାଙ୍କ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କକୁ ମଜବୁତ କରିବା, ସବୁଜ ଏବଂ ସ୍ଥାୟୀ ବିକାଶ ସହଯୋଗ ଏବଂ ଅର୍ଥନୈତିକ ସମ୍ପର୍କକୁ ଗଭୀର କରିବା ଏବଂ ପ୍ରତିରକ୍ଷା କ୍ଷେତ୍ରରେ ଅଧିକ ସମ୍ପର୍କ ସ୍ଥାପନ ଉପରେ ଗୁରୁତ୍ୱ ଦିଆଯାଇଛି।
ଏହା ପରେ ଉଭୟ ନେତା ପ୍ରତିନିଧୀ ସ୍ତରୀୟ ଆଲୋଚନାରେ ମଧ୍ୟ ଭାଗ ନେଇଥିଲେ। ଏଥିରେ ଉଭୟ ଦେଶର ବ୍ୟବସାୟୀମାନେ ଏଜେଣ୍ଡା ଅଧୀନରେ ପରସ୍ପର ସହ ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସାମ୍ବାଦିକ ସ୍ୱାସ୍ଥ୍ୟ ବୀମା ଦ୍ୱନ୍ଦ୍ବ ଭିତରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା, ସରକାର ଅନୁଧ୍ୟାନ କରି….

ଭୁବନେଶ୍ୱର,୬।୮: ସାମ୍ବାଦିକ ସ୍ୱାସ୍ଥ୍ୟ ବୀମା ଦ୍ୱନ୍ଦ୍ବ ଭିତରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ବଡ଼ ସୂଚନା ଦେଇଛନ୍ତି । ଏନେଇ ସରକାର ଅନୁଧ୍ୟାନ କରିବେ ବୋଲି କହିଛନ୍ତି ।…

ମା’ଙ୍କ ପାଇଁ ଔଷଧ ଆଣିବାକୁ ଯାଇ ବନ୍ୟାସ୍ରୋତରେ ଭାସିଗଲେ ଯୁବକ, ୨୪ ଘଣ୍ଟା ପରେ…

ଆଳି,୬ା୮(ବନମାଳୀ ସେନାପତି): ମା’ଙ୍କ ଔଷଧ ପାଇଁ ସିଂହପୁର ଯିବା ସମୟରେ ମାନପୁର ଘୋଷରାରେ ପ୍ରବାହିତ ବନ୍ୟା ସ୍ରୋତରେ ଜଣେ ଯୁବକ ମଙ୍ଗଳବାର ସନ୍ଧ୍ୟାରେ ଭାସି ଯାଇଥିଲେ। ବୁଧବାର…

୧୬ ବର୍ଷ ପରେ ଭଞ୍ଜନଗର କେଭି ପାଳିଲା ପ୍ରତିଷ୍ଠା ଦିବସ, ବିଧାୟକ କହିଲେ ଆତ୍ମନିର୍ଭର ଭାରତର ସ୍ବପ୍ନ…

ଭଞ୍ଜନଗର,୬ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ(କେଭି) ସ୍ଥାପନାର ୧୬ ବର୍ଷ ପରେ ଗୁରୁବାର ପ୍ରଥମ ଥର ପାଇଁ ପ୍ରତିଷ୍ଠା ଦିବସ ଧୂମ୍‌ଧାମରେ ପାଳନ କରିଛି।…

ସରକାରୀ କର୍ମଚାରୀଙ୍କୁ ବଡ଼ ଖୁସି ଖବର: ଏତିକି ପ୍ରତିଶତ ବଢ଼ିବ ମହଙ୍ଗା ଭତ୍ତା, ଜାଣନ୍ତୁ କେତେ ବଢ଼ିଯିବ ଦରମା

ନୂଆଦିଲ୍ଲୀ,୬।୮: କେନ୍ଦ୍ର ସରକାରଙ୍କ ୧ କୋଟିରୁ ଅଧିକ କର୍ମଚାରୀ ଓ ପେନନସନଭୋଗୀଙ୍କ ପାଇଁ ବଡ଼ ଆଶ୍ୱସ୍ତିର ଖବର ଆସିଛି। ଜୁଲାଇ ୨୦୨୬ରୁ ସେମାନଙ୍କ ମହଙ୍ଗା ଭତ୍ତା (DA)…

ଆଶାରାମ ବାପୁଙ୍କୁ ଲାଗିଲା ବଡ଼ ଝଟ୍‌କା: ଜାମିନ ଦେବାକୁ ମନା କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୬।୮: ଆଶାରାମ ବାପୁଙ୍କୁ ସୁପ୍ରିମକୋର୍ଟରୁ ଏକ ବଡ଼ ଝଟକା ଲାଗିଛି। ଜଣେ ନାବାଳିକା ବଳାତ୍କାର ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମ ବାପୁଙ୍କୁ ସୁପ୍ରିମକୋର୍ଟ ବର୍ତ୍ତମାନ ପାଇଁ…

ପଟ୍ଟନାୟକ ପୋଖରୀ ନବୀକରଣରେ ୫୫.୬୯ ଲକ୍ଷ ଟଙ୍କାର ଦୁର୍ନୀତି: ପୂର୍ବତନ ଯନ୍ତ୍ରୀ-ଏମ୍‌ଇ-ଠିକାଦାର ଗିରଫ

ପାରଳାଖେମୁଣ୍ଡି,୬ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିସ୍ଥିତ ପଟ୍ଟନାୟକ ପୋଖରୀର ପୁନରୁଦ୍ଧାର ଓ ନବୀକରଣ କାର୍ଯ୍ୟରେ ୫୫ ଲକ୍ଷ ୬୯ ହଜାର ୩୩ ଟଙ୍କାର ସରକାରୀ ପାଣ୍ଠି ଅପବ୍ୟବହାର…

ସ୍କୁଲ ଭିତରକୁ ପଶୁପଶୁ ଦୁଇ ଛାତ୍ରଙ୍କ ଉପରେ ଭୁଶୁଡ଼ି ପଡ଼ିଲା ଫାଟକ, ଆଉ ତା’ ପରେ…

ନନ୍ଦପୁର,୬ା୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ କସନ୍ଦି ପଞ୍ଚାୟତର କାଲାଡ଼ି ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରବେଶ ଫାଟକ ଉପୁଡ଼ି ଗୁରୁବାର ଦୁଇ ଛାତ୍ର ଆହତ…

ଡିଭାଇଡରରେ ପିଟିହେଲା ଅତିକ ଅହମ୍ମଦଙ୍କ ପୁଅଙ୍କ କାର: ଚାଲିଗଲା ଜୀବନ

ଲକ୍ଷ୍ନୌ,୬।୮: ଏକ ସଡ଼କ ଦୁର୍ଘଟଣାରେ ଅତିକ ଅହମ୍ମଦଙ୍କ ପୁଅ ଅବନ ଅହମ୍ମଦଙ୍କ ସମେତ ଦୁଇ ଜଣଙ୍କର ମୃତ୍ୟୁ ଘଟିଛି। ଉତ୍ତର ପ୍ରଦେଶର ଝାନ୍ସୀର ପୁଞ୍ଚ ଥାନା ଅଞ୍ଚଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri