Posted inଖେଳ

ପାଓ୍ବର ପ୍ଲେ’ରେ ୫୩ ରନ୍‌

ଦୁବାଇ,୩।୧୧: ଚଳିତ ଟି୨୦ ବିଶ୍ୱକପ୍‌ରେ ବୁଧବାର ଆଫଗାନିସ୍ତାନ ବିପକ୍ଷ ମ୍ୟାଚ୍‌ରେ ଭାରତକୁ ଜବରଦସ୍ତ ପ୍ଲାଟଫର୍ମ ଦେଇଛନ୍ତି ରୋହିତ ଶର୍ମା ଓ ଲୋକେଶ ରାହୁଲଙ୍କ ଓପନିଂ ଯୋଡ଼ି। ଦୁହେଁ ପ୍ରାରମ୍ଭିକ ଓଭରରେ ଆଟାକିଂ ବ୍ୟାଟିଂ କରି ପାଓ୍ବର ପ୍ଲେରେ ୫୩ ରନ୍‌ ଯୋଡ଼ିଛନ୍ତି। ୬ଷ୍ଠ ଓଭର ସୁଦ୍ଧା ରାହୁଲ ୧୮ (୧ ଲେଖାଏ ଚୌକା ଓ ଛକା) ଓ ରୋହିତ ୩୪ (୫ ଚୌକା ଓ ୧ ଛକା) ରନ୍‌ କରି ଅପରାଜିତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବ୍ରାଜିଲିଆନ ଡିଏଗୋଙ୍କ ସହ ଓଏଫ୍‌ସିର ଚୁକ୍ତି

ଭୁବନେଶ୍ୱର, ୧ା୯(କ୍ରୀଡ଼ା ପ୍ରତିନିଧି)- ଇଣ୍ଡିଆନ ସୁପରଲିଗ୍‌ର ୭ମ ସଂସ୍କରଣ ପାଇଁ ବ୍ରାଜିଲିଆନ ଷ୍ଟ୍ରାଇକର ଡିଏଗୋ ମୌରିସିଓଙ୍କ ସହ ଚୁକ୍ତି କରିଛି ଓଡ଼ିଶା ଏଫସି (ଓଏଫସି)। ଭୁବନେଶ୍ୱର...

ଆଇଏସ୍‌ଏଲ୍‌: ବିଦେଶୀ ଖେଳାଳିଙ୍କ ସଂଖ୍ୟା ନେଇ ଷ୍ଟିମାକଙ୍କ ଅସନ୍ତୋଷ

ମୁମ୍ବାଇ,୭।୩(ପି.ଟି.)- ହାଇପ୍ରୋଫାଇଲ ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ରେ ବିଦେଶୀ ଖେଳାଳିଙ୍କ ସଂଖ୍ୟ ନେଇ ଭାରତୀୟ ଜାତୀୟ ଦଳର ହେଡ୍‌ କୋଚ୍‌ ଆଇଗର ଷ୍ଟିମାକ ଅସନ୍ତୋଷ ଜାହିର...

ବୋଲିଂ ପରେ ବ୍ୟାଟିଂରେ କରାମତି ଦେଖାଇଲେ ଅଶ୍ୱିନ

ଚେନ୍ନାଇ, ୧୫।୨ : ରବିଚନ୍ଦ୍ରନ ଅଶ୍ୱିନ ବୋଲିଂ ପରେ ବ୍ୟାଟିଂରେ ନିଜ କରାମତି ଦେଖାଇଛନ୍ତି। ଏଠାରେ ଚାଲିଥିବା ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଟେଷ୍ଟର ପ୍ରଥମ ଇନିଂସରେ...

ହିରୋ ଜୁନିୟର ଲିଗ୍‌: ଓଡ଼ିଶା ଏଫ୍‌ସି ୧୫ ବର୍ଷରୁ କମ୍‌ ଦଳର ବିଜୟ ଅଭିଯାନ

ଭୁବନେଶ୍ୱର,୨୨।୧(ସ୍ପୋର୍ଟ୍ସ ବ୍ୟୁରୋ)- ନୂଆଦିଲ୍ଲୀର ଜବାହରଲାଲ ନେହେରୁ ଷ୍ଟାଡିୟମରେ ଚାଲିଥିବା ହିରୋ ଜୁନିୟର ଲିଗ୍‌ ୨୦୧୯-୨୦ରେ ଓଡ଼ିଶା ଏଫ୍‌ସିର ୧୫ ବର୍ଷରୁ କମ୍‌ ବାଳକ ଦଳ ବିଜୟରୁ...

ଦ୍ୱିତୀୟ ଅନ୍‌ଅଫିସିଆଲ ଟେଷ୍ଟ: ଭାରତ-ଏ’ର ସହଜ ବିଜୟ

ପୋର୍ଟ ଅଫ୍‌ ସ୍ପେନ୍‌,୪।୮(ପି.ଟି.)- ଅଫ୍‌ ସ୍ପିନର କ୍ରିଷ୍ଣାପ୍ପା ଗୋଥାମଙ୍କ ୫ ଉଇକେଟ ସଫଳତା ଏବଂ ମୟଙ୍କ ଅଗ୍ରଓ୍ବାଲ, ପ୍ରିୟଙ୍କ ପଞ୍ଜଲ, ଅଭିମନ୍ୟୁ ଈଶ୍ୱରନ ଓ ଅନମୋଲପ୍ରୀତ୍‌...

କ୍ରିକେଟର୍‌ଙ୍କ ଦୁର୍ବ୍ୟବହାରରେ ଦୁଃଖୀ ଆମ୍ପାୟାର୍‌ ଛାଡିଲେ ନିଜ ପଦ

ଢାକା,୩୦।୬: ନିକଟରେ ଶେଷ ହୋଇଥିବା ଢାକା ପ୍ରିମିୟର ଲିଗ ଟି -୨୦ରେ ମହମୁଦୁଲ୍ଲାଙ୍କ ସହ ବିବାଦ ପରେ ବାଂଲାଦେଶୀ ଅମ୍ପାୟାର ମୋନିରୁଜାମାନ ନିଜ ପଦ ଛାଡିବାକୁ...

ନିର୍ଣ୍ଣାୟକ ଦିନିକିଆ: ଭାରତ ପାଇଁ କଡ଼ା ଚ୍ୟାଲେଞ୍ଜ

ପୁଣେ,୨୮।୩(ପି.ଟି.): ଇଂଲଣ୍ଡ ବିପକ୍ଷ ଦିନକିଆ ସିରିଜ ଜିତିବା ନେଇ ଏବେ ଘରୋଇ ଭାରତ ଆଗରେ ବଡ଼ ଚ୍ୟାଲେଞ୍ଜ ସୃଷ୍ଟି ହୋଇଛି। ୩ ମ୍ୟାଚ୍‌ ବିଶିଷ୍ଟ ଏହି...

ଆଇସିସି ଟେଷ୍ଟ ର଼୍ୟାଙ୍କିଙ୍ଗ୍‌: ଶୀର୍ଷରେ ରହି ବର୍ଷ ଶେଷ କଲେ କୋହଲି

ଦୁବାଇ, ୨୪।୧୨ (ପି.ଟି.)- ଅନ୍ତର୍ଜାତୀୟ କ୍ରିକେଟ୍‌ ପରିଷଦ (ଆଇସିସି) ପକ୍ଷରୁ ମଙ୍ଗଳବାର ପ୍ରକାଶିତ ଟେଷ୍ଟ ବ୍ୟାଟିଂ ର଼୍ୟାଙ୍କିଙ୍ଗ୍‌ରେ ଭାରତୀୟ ଅଧିନାୟକ ବିରାଟ କୋହଲି ଶୀର୍ଷ ସ୍ଥାନରେ...

Advertisement


Archives

Model This Week