ଦେଶରେ ୩୪ ଦିନରେ ୧ କୋଟିରୁ ଅଧିକ ଟିକାକରଣ!

ନୂଆଦିଲ୍ଲୀ,୨୦ ।୨: କରୋନା ମହାମାରୀକୁ ଦୂରେଇ ଦେବାକୁ ଏବେ ବିଶ୍ୱର ଅଧିକାଂଶ ଦେଶରେ ଚାଲିଛି ଟିକାକରଣ କାର୍ଯ୍ୟକ୍ରମ । ଏହି କ୍ରମରେ ଭାରତରେ ବି ଟିକାକରଣ ଖୁବ୍ ଜୋରରେ ଚାଲିଛି । ମିଳିଥିବା ସୂଚନାରୁ ଜଣାପଡିଛି କି ଗତ ୩୪ ଦିନ ମଧ୍ୟରେ ଦେଶରେ ୧ କୋଟିରୁ ଅଧିକ ଲୋକଙ୍କୁ ଟିକା ଦିଆ ସରିଲାଣି । ଏତେକମ୍ ଦିନ ମଧ୍ୟରେ ଏତେ ଅଧିକ ଲୋକଙ୍କୁ ଟିକା ଦେବା ଦେଶ ମଧ୍ୟରେ ଆମେରିକା ପଛକୁ ରହିଛି ଭାରତ ଅର୍ଥାତ୍ ଟିକାକରଣରେ ଭାରତ ଏବେ ଦ୍ୱିତୀୟ ସ୍ଥାନରେ ରହିଛି । ଆମେରିକାରେ ୧ କୋଟି ଲୋକଙ୍କୁ ଟିକା ଦେକାବୁ ୩୧ ଦିନ ସମୟ ଲାଗିଥିବା ବେଳେ ଭାରତ ଏହାକୁ ୩୪ ଦିନରେ ପୂରଣ କରିଛି । ଜଣେ ବରିଷ୍ଠ ଅଧିକାରୀଙ୍କ ସୂଚନା ଅନୁଯାୟୀ ଭାରତ ୩୪ ଦିନରେ ୧.୦୪ କୋଟି ଲୋକଙ୍କୁ ଟିକା ଦେବାରେ ସଫଳ ହୋଇଛି । ଆଗାମୀ ଦିନରେ ଏହା ଆହୁରି ବଢିବ ବୋଲି ଆଶା କରାଯାଇଛି । ଏବେ ପ୍ରତିଦିନ ପ୍ରାୟ ୧୦ ହଜାର ଟିକାକରଣ କରାଯାଉଥିବା ବେଳେ ଆଗକୁ ଏହା ୪୦-୫୦ ହଜାରକୁ ବୃଦ୍ଧି କରାଯିବାର ଯୋଜନା ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀର ପ୍ରଭାବରେ ଉଡିଲା ଛପର: ୧୪ ଘଣ୍ଟା ହେଲା ବିଦ୍ୟୁତ-ମୋବାଇଲ ସେବା ଅଚଳ

ଦାରିଙ୍ଗବାଡି, ୨୮।୫ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ କାଳ ବୈଶାଖୀର ପ୍ରଭାବରେ ପ୍ରଭାବିତ ହୋଇଛି। ବ୍ଲକ ଅଞ୍ଚଳର ସିମନବାଡି ସମେତ କିରିକୁଟି, ତିଲୋରୀ, ବୁଡ଼ାଗୁଡା,…

ବିଧାୟିକାଙ୍କ ଫଣ୍ଡକୁ ଖର୍ଚ୍ଚ କରିବାରେ ବ୍ଲକ ପ୍ରଶାସନର ବିଳମ୍ବ: ବିଜେଡି କର୍ମୀଙ୍କୁ ଅଣଦେଖା

କେସିଙ୍ଗା,୨୮।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ନର୍ଲା ନିର୍ବାଚନ ମଣ୍ଡଳୀର ବିଧାୟିକା ମନୋରମା ମହାନ୍ତି କେସିଙ୍ଗା ବ୍ଳକ ଗସ୍ତକରି ନିଜ ନିର୍ବାଚନ ମଣ୍ଡଳୀ ଅଧୀନରେ ଥିବା କେସିଙ୍ଗା ବ୍ଳକର…

ବିମାନ ଯାତ୍ରୀଙ୍କୁ ଝଟ୍‌କା! ୨୨% ଘରୋଇ ଉଡ଼ାଣ ବନ୍ଦ କଲା ଏୟାର ଇଣ୍ଡିଆ

ନୂଆଦିଲ୍ଲୀ,୨୮ା୫: ଇନ୍ଧନ ମୂଲ୍ୟ ଅତ୍ୟଧିକ ବୃଦ୍ଧି ଯୋଗୁ କ୍ଷତିରେ ଚାଲୁଥିବା ଏୟାର ଇଣ୍ଡିଆ ଏହାର ଘରୋଇ ବିମାନ ଉଡ଼ାଣ ଅସ୍ଥାୟୀ ଭାବେ ୨୨ ପ୍ରତିଶତ ହ୍ରାସ କରିଛି।…

ରାସ୍ତା ନ ଥିବାରୁ ୩ କିମି ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ ମହିଳା: ପ୍ରଶଂସା ସାଉଁଟିଲେ ଆମ୍ବୁଲାନ୍ସ କର୍ମଚାରୀ

କେସିଙ୍ଗା/ଖପ୍ରାଖୋଲ,୨୮/୫(ତୁମେଶ୍ୱର ସାହୁ/ଅଭୟ ତ୍ରିପାଠୀ): ଖପ୍ରାଖୋଲ ବ୍ଳକ ଅନ୍ତର୍ଗତ ଜାନିପଡା ପାହାଡ଼ ପାଖରେ ରହୁଥିବା ରୋହିତ ଧରୂଆଙ୍କ ସ୍ତ୍ରୀ ସୀମା ମାଝୀଙ୍କ ଗର୍ଭଯନ୍ତ୍ରଣା ହେଉଥିବାରୁ ତାଙ୍କୁ ଡାକ୍ତରଖାନା ଆଣିବା…

୯ମ ଶ୍ରେଣୀ ପାଇଁ CBSEର ତ୍ରିଭାଷୀ ନିୟମ: କେନ୍ଦ୍ର, ଏନ୍‌ସିଇଆର୍‌ଟିକୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୮ା୫: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଜୁଲାଇ ୧ରୁ ନବମ ଶ୍ରେଣୀ ପିଲାଙ୍କ ପାଇଁ ୩ ଭାଷା ପଢ଼ିବା ବାଧ୍ୟତାମୂଳକ ନୀତି ଲାଗୁ କରିଥିବାରୁ ଏହାକୁ…

ଜୁଲାଇ ୨ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା, ଜୁଲାଇ ୨ରୁ ୧୦ ପର୍ଯ୍ୟନ୍ତ ଚାଲିବ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

କଟକ,୨୭ା୫ (କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତ ବର୍ଷର ସପ୍ଲିମେଣ୍ଟାରୀ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ଆଗାମୀ ଜୁଲାଇ ୨ ତାରିଖରୁ ଆରମ୍ଭ…

ଡେଣ୍ଟାଲ ସର୍ଜନ ପରୀକ୍ଷା ବିଜ୍ଞପ୍ତି ପ୍ରତ୍ୟାହାର କଲା ଓପିଏସ୍‌ସି, ଆଶାୟୀଙ୍କ ସମସ୍ତ ଆବେଦନ ବାତିଲ

କଟକ,୨୭ା୫(କାର୍ତ୍ତିକ ସାହୁ) ଓଡ଼ିଶା ପବ୍ଲିକ ସର୍ଭିସ କମିଶନ (ଓପିଏସ୍‌ସି) ଡେଣ୍ଟାଲ ସର୍ଜନ ପଦବୀରେ ନିଯୁକ୍ତି ପରୀକ୍ଷା ନିମନ୍ତେ ୨୦୨୫-୨୬ରେ ପ୍ରକାଶ କରିଥିବା ବିଜ୍ଞପ୍ତି ନଂ-୭କୁ ପ୍ରତ୍ୟାହାର କରିଛି।…

ତୈଳଦର ବୃଦ୍ଧି; ପାରଳାଖେମୁଣ୍ଡିରେ ବିଜେଡିର ବିକ୍ଷୋଭ ପ୍ରଦର୍ଶନ, ଟାୟାର ଜାଳି….

ଗଜପତି,୨୭।୫(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଠାରେ ପେଟ୍ରୋଲ ଓ ଡିଜେଲର ବର୍ଦ୍ଧିତ ଦର ପ୍ରତିବାଦରେ ଆଜି ବିଜେଡି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଜିଲା ସଭାପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri