Posted inଖେଳ

ନମ୍ବର ୧ ହେଲା ଭାରତ

ନୂଆଦିଲ୍ଲୀ,୬।୧୨: ଭାରତୀୟ ଦଳ ପୁଣି ଥରେ ଟେଷ୍ଟ ର଼୍ୟାଙ୍କିଙ୍ଗର ଶୀର୍ଷ ସ୍ଥାନ ଅଧିକାର କରିଛି। ମୁମ୍ବାଇ ଟେଷ୍ଟ ଜିତିବା ସହିତ ଟିମ ଇଣ୍ଡିଆ ମଧ୍ୟ ସର୍ବଶେଷ ଆଇସିସି ଟେଷ୍ଟ ର଼୍ୟାଙ୍କିଙ୍ଗରେ ପ୍ରଥମ ସ୍ଥାନକୁ ଉନ୍ନୀତ ହୋଇଛି। ଭାରତୀୟ ଦଳ ବର୍ତ୍ତମାନ ୧୨୪ ରେଟିଂ ପଏଣ୍ଟ ସହ ଶୀର୍ଷରେ ପହଞ୍ଚିଥିବାବେଳେ ନ୍ୟୁଜିଲାଣ୍ଡ ୧୨୧ ପଏଣ୍ଟ ସହ ଦ୍ୱିତୀୟ ସ୍ଥାନକୁ ଖସି ଆସିଛି। ର଼୍ୟାଙ୍କିଙ୍ଗର ଶ୍ରେଷ୍ଠ ପାଞ୍ଚଟି ଦଳ ବିଷୟରେ କହିବାକୁ ଗଲେ ଭାରତ ଶୀର୍ଷରେ ଥିବାବେଳେ ନ୍ୟୁଜିଲାଣ୍ଡ ଦ୍ୱିତୀୟ ସ୍ଥାନରେ ପହଞ୍ଚିଛି। ଅଷ୍ଟ୍ରେଲିଆ, ଇଂଲଣ୍ଡ ଏବଂ ପାକିସ୍ତାନ ଯଥାକ୍ରମେ ତୃତୀୟ, ଚତୁର୍ଥ ଏବଂ ପଞ୍ଚମ ସ୍ଥାନରେ ରହିଛନ୍ତି।
ସୋମବାର ଭାରତୀୟ ଦଳ ଦ୍ୱିତୀୟ ଟେଷ୍ଟରେ ୩୭୨ ରନ ବ୍ୟବଧାନରେ ନ୍ୟୁଜିଲାଣ୍ଡକୁ ପରାସ୍ତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଦ୍ୱାଦଶ ଅନ୍ତର୍ଜାତୀୟ କିଟ୍‌ ଚେସ୍‌ ମହୋତ୍ସବ ଉଦ୍‌ଯାପିତଇତୁରିଜାଗା ବୋନେଲି ଚାମ୍ପିୟନ

ଭୁବନେଶ୍ୱର, ୮।୬(କ୍ରୀଡ଼ା ପ୍ରତିନିଧି)-ଦ୍ୱାଦଶ ଅର୍ନ୍ତଜାତୀୟ କିଟ୍‌ ଚେସ୍‌ ମହୋତ୍ସବ ଶୁକ୍ରବାର ଉଦ୍‌ଯାପିତ ହୋଇଛି। ଭେନେଜୁଏଲା ଗ୍ରାଣ୍ଡମାଷ୍ଟର ଇତୁରିଜାଗା ବୋନେଲି ଏଡୁଆର୍ଡୋ (୮ ପଏଣ୍ଟ) ‘ଏ’ କାଟେଗୋରୀରେ...

ପୁରୁଣା ଭିଡିଓ ପୋଷ୍ଟ କରି ହାର୍ଦ୍ଦିକ କହିଲେ ‘ଯଦି ମୁଁ କରିପାରିଲି, ତେବେ କେହି ବି କରିପାରିବେ’; ଭାଇରାଲ ହେଉଛି…

ନୂଆଦିଲ୍ଲୀ,୨।୭: ଭାରତୀୟ କ୍ରିକେଟ ଟିମ୍‌ର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଗୁରୁବାର ସୋସିଆଲ ମିଡିଆରେ ନିଜର ଏକ ପୁରୁଣା ଭିଡିଓ ଶେୟାର କରିଛନ୍ତି। ଭିଡିଓଟି ୨୦୧୧...

ଇଂଲଣ୍ଡ ବିଶ୍ୱର ଏକମାତ୍ର ଦେଶ

ଲଣ୍ଡନ, ୧୬।୭- ଆଇସିସି ବିଶ୍ୱକପ୍‌ ଦ୍ୱାଦଶ ସଂସ୍କରଣର ରୋମାଞ୍ଚକ ଫାଇନାଲ ମୁକାବିଲାରେ ନ୍ୟୁଜିଲାଣ୍ଡକୁ ପରାସ୍ତ କରି ଆୟୋଜକ ଇଂଲଣ୍ଡ ଚାମ୍ପିୟନ ହେବାର ସୌଭାଗ୍ୟ ଲାଭ କରିଛି।...

ଶ୍ୱାସ ଉପକରଣ ପ୍ରସ୍ତୁତ କରିବ ମର୍ସିଡିଜ୍‌ ଟିମ୍‌

ଲଣ୍ଡନ, ୮ା୪ (ଏଏଫ୍‌ପି)- କରୋନା ଭାଇରସ୍‌ ମହାମାରୀ ବିରୋଧରେ ଚାଲିଥିବା ଲଢେଇରେ ସାମିଲ ହୋଇଛି ଫର୍ମୁଲାଓ୍ବାନ ଟିମ୍‌ ମର୍ସିଡିଜ୍‌। ଆସନ୍ତା ସପ୍ତାହରୁ ବ୍ରିଟେନର ଜାତୀୟ ସ୍ବାସ୍ଥ୍ୟ...

ଇଂଲଣ୍ଡ ବ୍ୟାଟ୍ସମ୍ୟାନଙ୍କୁ ଚେତାବନୀ

ଲଣ୍ଡନ,୧୪।୭: ଇଂଲଣ୍ଡ ବିପକ୍ଷ ୫ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ୍‌ ପୂର୍ବରୁ ଫୁଲ ଫର୍ମକୁ ଫେରିଛନ୍ତି ବରିଷ୍ଠ ଭାରତୀୟ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ। ସରେ ବିପକ୍ଷ...

ଜାତୀୟ ସିନିୟର ଭଲିବଲ୍‌ ଚାମ୍ପିୟନଶିପ୍‌ ଉଦ୍‌ଘାଟିତ: ପୁରୁଷ ବର୍ଗରେ ଓଡ଼ିଶାର ବିଜୟ ଅଭିଯାନ

ଭୁବନେଶ୍ୱର,୬।୩(ସ୍ପୋଟର୍‌ସ ବ୍ୟୁରୋ): କିଟ୍‌ର ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମରେ ଶୁକ୍ରବାର ୬୯ତମ ଜାତୀୟ ସିନିୟର ଭଲିବଲ୍‌ ଚାମ୍ପିୟନଶିପ୍‌ ଉଦ୍‌ଘାଟିତ ହୋଇଛି। ରାଜ୍ୟ କ୍ରୀଡ଼ା ଓ ଯୁବସେବା...

ଆଇପିଏଲ୍‌-୧୪: ବାଙ୍ଗାଲୋର- ଚେନ୍ନାଇ ହାଇଭୋଲ୍‌ଟେଜ ଲଢ଼େଇ

ମୁମ୍ବାଇ,୨୫।୪(ପି.ଟି.): ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ)ରେ ଏକ ହାଇଭୋଲ୍‌ଟେଜ ଲଢେଇ ହେବାକୁ ଯାଉଛି। ରବିବାର ସ୍ଥାନୀୟ ଓ୍ବାଙ୍ଖଡେ ଷ୍ଟାଡିୟମରେ ଆୟୋଜିତ ହେବାକୁ ଥିବା ପ୍ରଥମ ମ୍ୟାଚ୍‌ରେ...

ରୋହିତ-ରାହୁଲଙ୍କ ଓପନିଂ ଭୁଲି ହେବନାହିଁ: ସେହ୍ବାଗ

ନୂଆଦିଲ୍ଲୀ,୧୧।୯: ଭାରତ-ଇଂଲଣ୍ଡ ମଧ୍ୟରେ ଟେଷ୍ଟ ସିରିଜ୍‌ର ଅନ୍ତ ଦୁର୍ଭାଗ୍ୟପୂର୍ଣ୍ଣ ଥିଲା। ଉଭୟ ଟିମ୍‌ ସିରିଜର ୪ ଟେଷ୍ଟ ଖେଳିଥିବା ବେଳେ ଶେଷ ମ୍ୟାଚ୍‌ ବାତିଲ ହୋଇଥିଲା।...

Advertisement
Archives

Model This Week