Posted inଖେଳ

ନମ୍ବର ୧ ହେଲା ଭାରତ

ନୂଆଦିଲ୍ଲୀ,୬।୧୨: ଭାରତୀୟ ଦଳ ପୁଣି ଥରେ ଟେଷ୍ଟ ର଼୍ୟାଙ୍କିଙ୍ଗର ଶୀର୍ଷ ସ୍ଥାନ ଅଧିକାର କରିଛି। ମୁମ୍ବାଇ ଟେଷ୍ଟ ଜିତିବା ସହିତ ଟିମ ଇଣ୍ଡିଆ ମଧ୍ୟ ସର୍ବଶେଷ ଆଇସିସି ଟେଷ୍ଟ ର଼୍ୟାଙ୍କିଙ୍ଗରେ ପ୍ରଥମ ସ୍ଥାନକୁ ଉନ୍ନୀତ ହୋଇଛି। ଭାରତୀୟ ଦଳ ବର୍ତ୍ତମାନ ୧୨୪ ରେଟିଂ ପଏଣ୍ଟ ସହ ଶୀର୍ଷରେ ପହଞ୍ଚିଥିବାବେଳେ ନ୍ୟୁଜିଲାଣ୍ଡ ୧୨୧ ପଏଣ୍ଟ ସହ ଦ୍ୱିତୀୟ ସ୍ଥାନକୁ ଖସି ଆସିଛି। ର଼୍ୟାଙ୍କିଙ୍ଗର ଶ୍ରେଷ୍ଠ ପାଞ୍ଚଟି ଦଳ ବିଷୟରେ କହିବାକୁ ଗଲେ ଭାରତ ଶୀର୍ଷରେ ଥିବାବେଳେ ନ୍ୟୁଜିଲାଣ୍ଡ ଦ୍ୱିତୀୟ ସ୍ଥାନରେ ପହଞ୍ଚିଛି। ଅଷ୍ଟ୍ରେଲିଆ, ଇଂଲଣ୍ଡ ଏବଂ ପାକିସ୍ତାନ ଯଥାକ୍ରମେ ତୃତୀୟ, ଚତୁର୍ଥ ଏବଂ ପଞ୍ଚମ ସ୍ଥାନରେ ରହିଛନ୍ତି।
ସୋମବାର ଭାରତୀୟ ଦଳ ଦ୍ୱିତୀୟ ଟେଷ୍ଟରେ ୩୭୨ ରନ ବ୍ୟବଧାନରେ ନ୍ୟୁଜିଲାଣ୍ଡକୁ ପରାସ୍ତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଇପିଏଲ ନିଲାମ ଇସ୍ତାନବୁଲରେ ହେବା ସମ୍ଭାବନା, ପସନ୍ଦ ତାଲିକାରେ ୨ ସହର…

ନୂଆଦିଲ୍ଲୀ,୨୬।୧୦ : ଆଇପିଏଲର ପରବର୍ତ୍ତୀ ସିଜିନ ପାଇଁ ନିଲାମ ଚଳିତ ବର୍ଷ ଡିସେମ୍ବରରେ ଅନୁଷ୍ଠିତ ହେବ। ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ନିଲାମର ସ୍ଥାନ...

ଆର୍‌ସିବି ସହ ଯୋଗଦେଲେ ଡିଭିଲର୍ସ, ଷ୍ଟେଇନ

ଦୁବାଇ, ୨୨।୮: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ସିଜନ-୧୩ରେ ଅଂଶଗ୍ରହଣ କରିବା ଲାଗି ବିରାଟ କୋହଲିଙ୍କ ନେତୃତ୍ୱାଧୀନ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆର୍‌ସିବି) ଦଳ ୟୁଏଇରେ...

ମେଲବୋର୍ନ ଟେଷ୍ଟରେ ଅଧିନାୟକ ରାହାଣେଙ୍କ ଦମ୍‌ଦାର ବ୍ୟାଟିଂ: ଅଷ୍ଟ୍ରେଲିଆଠାରୁ ୮୨ ରନ୍‌ ଆଗରେ ଭାରତ

ମେଲବୋର୍ନ,୨୭।୧୨: ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ବକ୍ସିଂ ଡେ୍‌ ଟେଷ୍ଟର ଦ୍ୱିତୀୟ ମ୍ୟାଚ୍‌ ଜାରି ରହିଛି। ରବିବାର ମ୍ୟାଚ୍‌ର ଦ୍ୱିତୀୟ ଦିନରେ ଭାରତୀୟ ଦଳ ପ୍ରଥମ ପାଳିରେ ୯୧.୩...

ଆଇପିଏଲ ୨୦୨୩ର ୬୨ତମ ମ୍ୟାଚ: ଜିଟି-ଏସଆରଏଚ ଲଢ଼େଇ…

ଅହମଦାବାଦ,୧୫।୫ : ଆଇପିଏଲ ୨୦୨୩ର ୬୨ତମ ମ୍ୟାଚରେ ଗୁଜରାଟ ଟାଇଟନ୍ସ(ଜିଟି) ସୋମବାର ସନରାଇଜର୍ସ ହାଇଦ୍ରାବାଦ(ଏସଆରଏଚ)କୁ ଭେଟିବ। ଏହି ମ୍ୟାଚ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ସନ୍ଧ୍ୟା...

ଲଢ଼ିବା ସତ୍ତ୍ୱେ ପରାଜୟରୁ ବର୍ତ୍ତି ପାରିଲା ନାହିଁ ହାଇଦ୍ରାବାଦ୍‌

ଚେନ୍ନାଇ, ୧୧ା୪- ମନୀଷ ପାଣ୍ଡେ ଓ ଜନ୍ନି ବେଆରଷ୍ଟୋଙ୍କ ଅର୍ଦ୍ଧଶତକୀୟ ଇନିଂସ ସତ୍ତ୍ୱେ ସନରାଇଜର୍ସ ହାଇଦ୍ରାବାଦକୁ ୧୦ ରନ୍‌ରେ ହରାଇ ଦେଇଛି କୋଲକାତା ନାଇଟ୍‌ ରାଇଡର୍ସ...

୧୯ ବର୍ଷରୁ କମ୍‌ ବିଶ୍ୱକପ୍‌: ପାକିସ୍ତାନ ଦଳରେ ନସିମ ଶାହ

କରାଚି, ୬।୧୨ (ପି.ଟି.)- ଜାନୁୟାରୀ ୧୭ରୁ ଦକ୍ଷିଣ ଆଫ୍ରିକାରେ ଆରମ୍ଭ ହେବାକୁ ଥିବା ୧୯ ବର୍ଷରୁ କମ୍‌ କ୍ରିକେଟ୍‌ ବିଶ୍ୱକପ୍‌ ପ୍ରତିଯୋଗିତା ଲାଗି ଶୁକ୍ରବାର ପାକିସ୍ତାନ...

୩ ଉଇକେଟ୍‌ରେ ବିଜୟ ହାସଲ କଲା ଅଷ୍ଟ୍ରେଲିଆ

ବର୍ମିଂହାମ,୨୯।୭: ବର୍ମିଂହାମଠାରେ ରାଜ୍ୟଗୋଷ୍ଠୀ କ୍ରୀଡ଼ା ଗ୍ରୁପ ‘ଏ’ର ଶୁକ୍ରବାର ପ୍ରଥମ ଟି୨୦ ମ୍ୟାଚରେ ଅଷ୍ଟ୍ରେଲିଆ ବିଜୟୀ ହୋଇଛି। ଭାରତୀୟ ମହିଳା ପେସର ରେଣୁକା ସିଂହ ଏକାକୀ...

ଜାଣନ୍ତି ଶତକ ହାସଲ ପରେ କାହିଁକି ଜିଭ କାଢନ୍ତି ରସ୍‌ ଟେଲର

ହାମିଲଟନ, ୭।୨: ସେଡନ ପାର୍କ ଗ୍ରାଉଣ୍ଡରେ ଖେଳାଯାଇଥିବା ପ୍ରଥମ ଦିନିକିଆ ମ୍ୟାଚରେ ନ୍ୟୁଜିଲାଣ୍ଡ ଅଭିଜ୍ଞ ରସ ଟେଲରଙ୍କ ଅପରାଜିତ ଶତକ ସହାୟତାରେ ଭ୍ରମଣକାରୀ ଭାରତକୁ ୧୧ଟି...

Advertisement
Archives

Model This Week