ଭାରତରେ ନୂଆ ରେକର୍ଡ କଲା ସୁନା ମୂଲ୍ୟ, ଜାଣନ୍ତୁ

ନୂଆଦିଲ୍ଲୀ,୧।୪: ସୋମବାର ଭାରତୀୟ ସୁନା ମୂଲ୍ୟ ସର୍ବକାଳୀନ ସର୍ବୋଚ୍ଚ ସ୍ତରରେ ପହଞ୍ଚିଛି। ବିଦେଶୀ ବଜାରରେ ଲାଭ ଏବଂ ଗ୍ରାହକଙ୍କ ମଧ୍ୟରେ ସୁନାର ଚାହିଦା ବୃଦ୍ଧି କାରଣରୁ ଦରବୃଦ୍ଧିର କାରଣ ବୋଲି ଡିଲର ମାନେ କହିଛନ୍ତି। ଏଥିସହିତ ସୋମବାର ଭାରତରେ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୬୯,୪୮୭ ଟଙ୍କାରେ ପହଞ୍ଚିଛି। ୨୦୨୪ରେ ବର୍ତମାନ ସୁଦ୍ଧା ଭାରତୀୟ ଘରୋଇ ବଜାରରେ ସୁନା ମୂଲ୍ୟ ୧୦% ବଢି ସାରିଲାଣି।

ଗତ ସପ୍ତାହରେ ମାର୍ଚ୍ଚରେ ଭାରତର ସୁନା ଆମଦାନୀ ୯୦% ରୁ ଅଧିକ ହ୍ରାସ ପାଇ କରୋନା ମହାମାରୀ ପରେ ସର୍ବନିମ୍ନ ସ୍ତରରେ ପହଞ୍ଚିଛି। ଜଣେ ସରକାରୀ ଅଧିକାରୀ ଏବଂ ଦୁଇ ବ୍ୟାଙ୍କ ଡିଲରଙ୍କ ସୂତ୍ରରୁ ଗତ ସପ୍ତାହରେ ରଏଟର୍କୁ ଏହି ରିପୋର୍ଟ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ୟୁଏନ୍‌ରେ ପାକିସ୍ତାନୀ ଖବରଦାତାଙ୍କୁ ଏସ୍‌. ଜୟଶଙ୍କରଙ୍କ କଡ଼ା ଜବାବ: କହିଲେ, ‘ଜଣେ ଆତଙ୍କବାଦୀ ଦେଶ ମୋତେ ଏମିତି ପ୍ରଶ୍ନ ପଚାରୁଛି’

ନ୍ୟୁୟର୍କ,୨୫।୯: ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଶୁକ୍ରବାର ୮୧ତମ ସଂଯୁକ୍ତ ରାଷ୍ଟ୍ର ସାଧାରଣ ସଭା (UNGA) ଅବସରରେ ଏକ ଖବରଦାତା ସମ୍ମିଳନୀରେ ଜଣେ ପାକିସ୍ତାନୀ ଖବରଦାତାଙ୍କୁ କଡ଼ା…

UPI Payment Rules: ₹୬,୦୦୦ ବିଲ୍‌କୁ ₹୨,୦୦୦ କରି ଭାଗ ଭାଗ କରି ପେମେଣ୍ଟ କରୁଛନ୍ତି କି? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୨୫।୯: ୟୁପିଆଇ (UPI) ଜରିଆରେ ନେଣଦେଣ କରୁଥିବା ଗ୍ରାହକ ଓ ବ୍ୟବସାୟୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ୨୦୨୬ ଅକ୍ଟୋବର ୧୫ ତାରିଖରୁ UPI ନିୟମରେ ବଡ଼…

ବର୍ଷକୁ ମାଗଣାରେ ମିଳିବ ୬ଟା ସିଲିଣ୍ଡର, ସରକାରଙ୍କ ବଡ଼ ଘୋଷଣା; ଜାଣନ୍ତୁ କାହାକୁ ମିଳିବ ଫାଇଦା

ନୂଆଦିଲ୍‌ଲୀ,୨୫।୯: ଏଣିକି ବର୍ଷକୁ ମିଳିବ ୬ଟି ସିଲିଣ୍ଡର। ଏନେଇ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଉମର ଅବଦୁଲ୍ଲା ସରକାର ବିଧାନସଭାରେ ଏକ ବଡ଼ ଘୋଷଣା କରି ଜମ୍ମୁ-କଶ୍ମୀରରେ…

ସପ୍ତାହରେ ବ୍ୟାଙ୍କ୍‌ରେ ୫ଦିନ ଓ଼୍ବାର୍କିଂ ଡେ? ଅର୍ଥ ମନ୍ତ୍ରଣାଳୟରୁ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୨୫।୯: ସପ୍ତାହକୁ ୫ ଦିନ କାର୍ଯ୍ୟଦିବସ (5-Day Work Week) ସମେତ ଅନ୍ୟ କିଛି ଦାବିକୁ ନେଇ ବ୍ୟାଙ୍କ ୟୁନିଅନଗୁଡ଼ିକ ସେପ୍ଟେମ୍ୱର ୨୮ ରୁ ତିନି ଦିନିଆ…

ମନ୍ତ୍ରୀଙ୍କ ବଡ଼ ସୂଚନା: ଏହି ଦିନ ମିଳିବ ବକେୟା ଭତ୍ତା

ଭୁବନେଶ୍ୱର, ୨୫।୯: ଆସନ୍ତା ଅକ୍ଟୋବର ମାସ ସୁଦ୍ଧା ମିଳିବ ବକେୟା ଥିବା ଭତ୍ତା। ଏନେଇ ବିଧାନସଭାରେ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି। ରାଜ୍ୟରେ ସମୁଦାୟ ୨୦…

୨ ଅଧିକାରୀ ଚାକିରିରୁ ନିଲମ୍ବିତ: କଡ଼ା କାର୍ଯ୍ୟାନୁଷ୍ଠାନ ନେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର,୨୫।୯: ରାଜ୍ୟର ଦୁଇ ବରିଷ୍ଠ ଅଧିକାରୀ ଅରୁଣ ବିଶ୍ୱାଳ ଓ ସୁଜିତ ରାଉଳଙ୍କୁ ନିଲମ୍ବନ କରାଯାଇଥିବା ନେଇ ସୂଚନା ମିଳିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶକ୍ରମେ…

ଦେଶବ୍ୟାପୀ ଆନ୍ଦୋଳନ ଘୋଷଣା କଲା CJP: ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଦୀପକେ କହିଲେ- କାଲି ସୁଦ୍ଧା…

ନୂଆଦିଲ୍ଲୀ,୨୫।୯: ନିର୍ବାଚନ କମିଶନ ଓ ଭୋଟର ତାଲିକାର SIR କୁ ନେଇ ବିବାଦ ମଧ୍ୟରେ କକ୍ରୋଚ ଜନତା ପାର୍ଟି (CJP) ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ…

୩୦ରେ ଓଡ଼ିଶା ବନ୍ଦ ଡାକରା: ପାଠ୍ୟପୁସ୍ତକ ତ୍ରୁଟିକୁ ନେଇ…

ଭୁବନେଶ୍ୱର,୨୫।୯: ଆସନ୍ତା ୩୦ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଇଛି ନବ ନିର୍ମାଣ କୃଷକ ସଂଗଠନ। ପାଠ୍ୟପୁସ୍ତକରେ ତ୍ରୁଟି ଏବଂ ଏହାକୁ ନେଇ ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?